୪ ଦଫା ଦାବିରେ ଆଶାକର୍ମୀଙ୍କ ଗଣଧାରଣା
ହିଞ୍ଜିଳିକାଟୁ,୩ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ରାଜ୍ୟ ଆଶାକର୍ମୀ ସଂଘ ପକ୍ଷରୁ ଶନିବାର ବିକ୍ଷୋଭ ଓ ଗଣଧାରଣା କରାଯାଇଛି। ଭାରତୀୟ ମଜଦୂର ସଂଘ ଡାକରାରେ ୪ ଦଫା ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ବ୍ଲକ ଆଶାକର୍ମୀ ସଂଘ…
ଆଶାକର୍ମୀଙ୍କ କାର୍ଯ୍ୟବନ୍ଦ, ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ସୋରଡ଼ା,୩ା୧୨(ଡି.ଏନ୍.ଏ.): ରାଜ୍ୟ ଆଶାକର୍ମୀ ସଂଘ ନିଷ୍ପତ୍ତି କ୍ରମେ ୭ ଦଫା ଦାବି ପୂରଣ ପାଇଁ ସରକାରଙ୍କୁ ୨୧.୧୧.୨୦୨୨ରେ ଦାବିପତ୍ର ପ୍ରଦାନ କରାଯାଇଥିଲା ଏବଂ ୨୯.୧୧.୨୦୨୨ରେ ବିଧାନସଭା ସମ୍ମୁଖରେ ଧାରଣା ଦିଆଯାଇଥିଲା। କିନ୍ତୁ କୌଣସି ସମାଧାନ ହୋଇପାରି ନ ଥିଲା। ପୁଣି ରାଜ୍ୟ…
ହାଇକୋର୍ଟ ବିଚାରପତିଙ୍କ ବ୍ରହ୍ମପୁର ଗସ୍ତ: କୋର୍ଟର ସୁରକ୍ଷା ଅନୁଧ୍ୟାନ
ବ୍ରହ୍ମପୁର ଅଫିସ,୩।୧୨: ହାଇକୋର୍ଟ ବିଚାରପତି ତଥା ଗଞ୍ଜାମ ପ୍ରୋଟକଲ ଜଜ ଡ.ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଶନିବାର ବ୍ରହ୍ମପୁର ଗସ୍ତରେ ଯାଇଛନ୍ତି। ସେ ଏହି ଅବସରରେ ଜିଲା ଓ ଦୌରା ଜଜଙ୍କ କୋର୍ଟ ପରିସରରେ ସ୍ଥାପନ ହୋଇଥିବା ବ୍ୟାଙ୍କ ଏଟିଏମ୍ ଏବଂ ଚଲାପଥ…
ରାସ୍ତା ନିର୍ମାଣରେ ବିଳମ୍ବ, ବଢୁଛି ଜନଅସନ୍ତୋଷ
ଗଞ୍ଜାମ,୩।୧୨(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଦିଗହରା। ଏହି ବ୍ଲକ ଅନ୍ତର୍ଗତ କୁଶପଲିଠାରୁ ସନ୍ତୋଷପୁର ଭୟା ମଲାଡ଼ ଓ ବରୋଦା ଦେଇ ହେଉଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଘଟିଥିବା ଅଭିଯୋଗ ହୋଇଛି। ଏନେଇ ଦିନକୁ…
୨ଶହ ଦଳିତ ପରିବାରଙ୍କୁ ବାସନ୍ଦ
ବ୍ରହ୍ମପୁର ଅଫିସ,୩।୧୨: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ହରିଡ଼ାପଦରରେ ଜାତିଗତ ଭେଦ ଭାବ ନେଇ ପ୍ରାୟ ୨ଶହ ଦଳିତ ପରିବାରଙ୍କୁ ସାମାଜିକ ବାସନ୍ଦ କରାଯାଇଛି। ଗ୍ରାମରେ ସଂଖ୍ୟାଗରିଷ୍ଠ ସବର୍ଣ୍ଣ ଲୋକଙ୍କ ପକ୍ଷରୁ କଙ୍ଗାରୁ କୋର୍ଟ ବସି ଏହି ନିଷ୍ପତ୍ତି ନିଆଯାଇଛି।…
ଆଶିଷ ୨୦୨୩ ପାଇଁ ସ୍ବଚ୍ଛ ଆମ୍ବାସାଡାର
ଭଞ୍ଜନଗର,୩।୧୨(ଡି.ଏନ.ଏ): ସ୍ବଚ୍ଛ ଭାରତ ଅଭିଯାନ ଯୋଜନାରେ ବିଭିନ୍ନ ବ୍ୟକ୍ତିବିଶେଷ, ଅନୁଷ୍ଠାନ ଆଦିଙ୍କୁ ପୁରସ୍କୃତ କରାଯାଉଛି । ଏଥିସହ ସହରଗୁଡ଼ିକରେ ୧୭ଟି ବିଭାଗରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପୁରସ୍କାର ମିଳୁଛି । ଯୋଜନା ଆରମ୍ଭ ହେବାର ୮ବର୍ଷ ପରେ ଭଞ୍ଜନଗର ଏନ୍ଏସି…
ଗଞ୍ଜାମରେ ୩,୮୬୦ଜଣ ପାଇବେ ଭତ୍ତା
ଛତ୍ରପୁର,୩ା୧୨(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଗଞ୍ଜାମ ଜିଲାର ୩,୮୬୦ ଜଣ କଳାକାର ଭତ୍ତା ପାଇବେ। ଏଥିସକାଶେ ତାଲିକା ପ୍ରସ୍ତୁତ ହୋଇସାରିଛି। ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଶୁକ୍ରବାର ଅନୁଷ୍ଠିତ ଏକ ଆଭାସୀ ବୈଠକରେ ଅଧ୍ୟକ୍ଷତା କରି ଜିଲାକୁ ପ୍ରାପ୍ତ ହୋଇଥିବା ସଂଖ୍ୟା…
କୋର୍ଟରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ
ବ୍ରହ୍ମପୁର ଅଫିସ,୩ା୧୨: ଗଞ୍ଜାମ ଜିଲା ଦୌରାଜଜ୍ କୋର୍ଟ ପରିସରରେ ଥିବା ଏସ୍ଡିଜେଏମ୍ଙ୍କ କୋର୍ଟରେ ଶୁକ୍ରବାର ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଏକ ମାମଲାର ସାକ୍ଷ୍ୟ ଗ୍ରହଣ ଚାଲିଥିବା ବେଳେ ଜଣେ ମହିଳା ହଠାତ୍ କୋର୍ଟ…
ନାବାଳିକା ଅସଦାଚାରଣ ମାମଲା: ଅଭିଯୁକ୍ତଙ୍କୁ ଜେଲଦଣ୍ଡ
ବ୍ରହ୍ମପୁର ଅଫିସ,୨ା୧୨-ଫାଷ୍ଟଟ୍ରାକ୍ ସ୍ବତନ୍ତ୍ର ପୋକ୍ସୋ ଜଜ୍ ଗଣେଶ୍ୱର ପତି ଶୁକ୍ରବାର ଏକ ନାବାଳିକା ଅସଦାଚାରଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଉତ୍ସବ ରାଉଳଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୮ ହଜାର ଟଙ୍କା ଜରିମାନା…
ଗଞ୍ଜେଇ ଚାଲାଣ ମାମଲାର ଅଭିଯୁକ୍ତଙ୍କୁ ଉଠାଇନେଲା
ବ୍ରହ୍ମପୁର ଅଫିସ,୨ା୧୨: ମଧ୍ୟପ୍ରଦେଶ ଇନ୍ଦୋରର ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ(ଏନ୍ସିବି)ର ଏକ ଟିମ୍ ଶୁକ୍ରବାର ବ୍ରହ୍ମପୁର ଆସିଥିଲା। ଏକ ଗଞ୍ଜେଇ ଚାଲାଣ ମାମଲାରେ ଏହି ଟିମ୍ ସଦର ଥାନା ଅଞ୍ଚଳରୁ ଜଣେ ଅଭିଯୁକ୍ତଙ୍କୁ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ବଳରେ ଉଠାଇ…
କୋର୍ଟରେ ହାଜର ହେଲେ ସାନଖେମୁଣ୍ଡି ବିଧାୟକ
ବ୍ରହ୍ମପୁର ଅଫିସ,୨ା୧୨: ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଶୁକ୍ରବାର ଏଡିଜେ-୩ ଡା.ଇନ୍ଦୁ ଶର୍ମାଙ୍କ କୋର୍ଟରେ ହାଜର ହୋଇଥିଲେ। ବିଧାୟକଙ୍କ ନାମରେ ରୁଜୁ ହୋଇଥିବା ୪ଟି ମାମଲାରେ ତାଙ୍କର ବୟାନ୍ ରେକର୍ଡ଼ କରାଯାଇଥିଲା। ଦୁଇଟି ମାମଲାରେ ଶନିବାର ଜବାବସୁଆଲ ପାଇଁ ତାରିଖ ଧାର୍ଯ୍ୟ…
ଗଛରେ ପିଟିହୋଇ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
ପୁରୁଷୋତ୍ତମପୁର,୨।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାସାହି ଛକ ଏକ ଗାଡ଼ି ଶୋ’ରୁମ ସମ୍ମୁଖରେ ଥିବା ଏକ ଗଛରେ ପିଟିହୋଇ ଜଣେ ବାଇକ ଆରୋହୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଖରିଡା ଗ୍ରାମର ଡ୍ରାଇଭର ନାହାକ(୫୨)। ମିଳିଥିବା ସୂଚନା…
Archives


