ଦୋକାନରୁ ୩୦ଲକ୍ଷର ଗହଣା ଚୋରି: ମ୍ୟାନେଜରଙ୍କୁ ଖୋଜୁଛି ପୋଲିସ
ବ୍ରହ୍ମପୁର ଅଫିସ,୧୯।୨: ସାନବଜାର ଛକ ସାନ୍ତାରାଣୀ ଇଷ୍ଟେଟରେ ଥିବା ଏକ ସୁନା ଦୋକାନରୁ ୩୦ ଲକ୍ଷ ଟଙ୍କାର ସୁନାଗହଣା ଓ ରୁପା ସାମଗ୍ରୀ ଚୋରି ହୋଇଥିଲା। ଅଭିଯୋଗ ପରେ ବଡବଜାର ଥାନା ପୋଲିସ ଏକ ମାମଲା(ନଂ.୪୭/୨୩) ରୁଜୁ କରିଥିଲା। ପୋଲିସ ତଦନ୍ତ…
ଉନ୍ନୟନମୂଳକ କାର୍ଯ୍ୟ ତଦାରଖ କଲେ ୩ ଜିଲାର ଜନପ୍ରତିନିଧି
ପୁରୁଷୋତ୍ତମପୁର,୧୯ା୨(ଡି.ଏନ୍.ଏ.): ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ କରାଯାଉଥିବା ଉନ୍ନୟନମୂଳକ କାର୍ଯ୍ୟରେ କଭଳି ନୂତନ ବୈଷୟିକ କାରିଗରୀ ନକ୍ସାର ଢାଞ୍ଚାରେ କାର୍ଯ୍ୟଶୈଳୀଗୁଡ଼ିକୁ ଦେଖିବା ଲାଗି ରାଜ୍ୟର ବିଭିନ୍ନ ଜିଲାରୁ ଜନପ୍ରତିନିଧିମାନେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଆସିଥିଲେ। ବଡ଼ଖରିଡ଼ା କାଳେଶ୍ବର ମନ୍ଦିରକୁ ଯାଇ…
ହାତୀ-ବନ କର୍ମଚାରୀ ମୁହାଁମୁହିଁ, ୩ ଆହତ
ଭଞ୍ଜନଗର,୧୯।୨(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଗୋଟିଏ ଛୁଆ ହାତୀ ଆକ୍ରମଣରେ ଜଣେ ବନରକ୍ଷୀ ଆହତ ହୋଇଛନ୍ତି । ଏଥିସହ ୨ଜଣ କର୍ମଚାରୀ ହାତୀ ଆକ୍ରମଣରୁ ରକ୍ଷା ପାଇବାକୁ ଯାଇ ତଳେ ପଡ଼ି ଆହତ…
ଅଭିନେତା ପପୁ ପମ୍ପମ୍ଙ୍କୁ ପଥର ମାଡ଼
ଚିକିଟି,୧୯।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଏନ୍ ଏ ଚିକିଟି ବ୍ଲକ ଅନ୍ତର୍ଗତ ସୁରଳ ଗ୍ରାମରେ ଶୁକ୍ରବାର ଅଭିନେତା ପପୁପମ୍ଙ୍କୁ ପଥର ମାଡ଼ ହୋଇଛି। ଜାଗର ପାଇଁ ମୁକ୍ତେଶର ମହାଦେବଙ୍କ ନିକଟରେ ଚାଲିଥିବା ମନରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପପୁଙ୍କ ସହ କଣ୍ଠଶିଳ୍ପୀ…
କିଲିମାଞ୍ଜାରୋ ପର୍ବତ ଆରୋହଣ କଲେ ମଧୁସ୍ମିତା
ବ୍ରହ୍ମପୁର ଅଫିସ, ୧୯।୨: ବ୍ରହ୍ମପୁର ଗୋଷାଣୀନୂଆଗାଁ ନିବାସୀ ମଧୁସ୍ମିତା ପାତ୍ର ଜଣେ ତାଲିମ୍ପ୍ରାପ୍ତ ପର୍ବତାରୋହୀ। ସେ ଆଫ୍ରିକା ମହାଦେଶର ଉଚ୍ଚତମ ଗିରିଶୃଙ୍ଗ କିଲିମାଞ୍ଜାରୋ ସଫଳତାର ସହ ଆରୋହଣ ପରେ ଶନିବାର ସନ୍ଧ୍ୟାରେ ବ୍ରହ୍ମପୁର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ଖୁସିରେ ମଧୁସ୍ମିତାଙ୍କ ପରିବାର…
ଗୋଟିଏ ରାତିରେ ୧୨ ଦୋକାନରୁ ଚୋରି
ଛତ୍ରପୁର,୧୮ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଗୋଟିଏ ରାତିରେ ୧୨ଟି ଦୋକାନରୁ ଚୋରି ହୋଇଛି। ଏ ନେଇ ଦୋକାନୀ କ୍ଷତିଗ୍ରସ୍ତ ହେବା ସହ ଭୟଭୀତ ହୋଇପଡ଼ିଛନ୍ତି। ଛତ୍ରପୁର ଥାନାଠାରୁ ମାତ୍ର ୨୦୦ ମିଟର ଦୂରରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଓ…
ଦେୟମୁକ୍ତ ହେଲା ସୁଲଭ ଶୌଚାଳୟ
ବ୍ରହ୍ମପୁର ଅଫିସ,୧୮ା୨: ରାଜ୍ୟର ସମସ୍ତ ସହରରେ ଥିବା ଶୌଚାଳୟ ସାଧାରଣ ଲୋକ ମାଗଣାରେ ବ୍ୟବହାର କରିପାରିବେ। ଏ ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗତ ୬ ତାରିଖରେ ବିଜ୍ଞପ୍ତ ପ୍ରକାଶ ପାଇଛି। ରାଜ୍ୟର ସମସ୍ତ ମ୍ୟୁନିସିପାଲିଟିକୁ ଏ ନେଇ ଚିଠି…
କାଳିପଲ୍ଲୀ ଗାଁ କମିଟି ସହ ଜିଲାପାଳଙ୍କ ଆଲୋଚନା
ଛତ୍ରପୁର,୧୮ା୨(ଡି.ଏନ୍.ଏ.): ଛତ୍ରପୁର ଉପକଣ୍ଠ କାଳିପଲ୍ଳୀ ନିକଟରେ ଟାଟା ଏସ୍ଇଜେଡ୍ରେ ସ୍ମାର୍ଟକେମ୍ ଟେକ୍ନୋଲଜିର ଆମୋନିୟମ ନାଇଟ୍ରେଟ୍ କମ୍ପାନୀକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି। ଅନ୍ୟପକ୍ଷରେ ଗତ ବୁଧବାର ଟାଟା ପ୍ରକଳ୍ପର ପାଚେରି ନିର୍ମାଣକୁ ବିରୋଧ କରିଥିବାରୁ ପୋଲିସ ୧୫ଜଣଙ୍କୁ କୋର୍ଟ ଚାଲାଣ…
ରେଳଧାରଣାରୁ ଯୁବକଙ୍କ ମୃତଦେହ ଜବତ
ବ୍ରହ୍ମପୁର ଅଫିସ,୧୭ା: ଗଞ୍ଜାମ ଜିଲା ଗୋପାଳପୁର ଲେବଲକ୍ରସିଂ ନିକଟ ରେଳଧାରଣାରୁ ଜିଆରପି ପୋଲିସ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣଙ୍କ ଗୋପାଳପୁର ଥାନା ଅନ୍ତର୍ଗତ ଭଞ୍ଜବିହାରର କୈଳାସ ଗୌଡ଼ଙ୍କ ପୁଅ ଦୀପକ କୁମାର (୨୬)। ପୋଲିସ ମୃତ…
ଏଟିଏମ୍କୁ ଭାଙ୍ଗି ନେଇଗଲେ ୯ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା
ପୁରୁଷୋତ୍ତମପୁର,୧୭।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକରେ ଥିବା ଷ୍ଟେଟ୍ ବ୍ୟାଙ୍କ ଏଟିଏମ୍କୁ ଭାଙ୍ଗି ୯ ଲକ୍ଷ ୨ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସକାଳୁ ଏଟିଏମ୍ଟି ଭାଙ୍ଗି ପଡିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।…
ଖେଳାଳିଙ୍କୁ ପଡ଼ିଆ ମନା, ବ୍ୟବସାୟୀଙ୍କୁ ଅନୁମତି
ଭଞ୍ଜନଗର,୧୭।୨(ଡି.ଏନ.ଏ.): ଭଞ୍ଜନଗର କବିସମ୍ରାଟ ଆଥ୍ଲେଟିକ୍ ଆସୋସିଏଶନ ଦ୍ୱାରା ପରିଚାଳିତ ଭଞ୍ଜନଗର ଜେଲ ପଡ଼ିଆକୁ ବାଣିଜ୍ୟ ମେଳା ପାଇଁ ଅନୁମତି ଦିଆଯାଇଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ପଡ଼ିଆରେ ଗୁରୁବାର ଭଞ୍ଜନଗର ବାଣିଜ୍ୟ ମେଳା-୨୦୨୩ ଆରମ୍ଭ ହୋଇଥିବାରୁ ଭଞ୍ଜନଗରର କ୍ରୀଡ଼ା…
ଗର୍ଭବତୀ ହରିଣକୁ ଧକ୍କା ଦେଲା ଗାଡ଼ି: ମା’ ମୃତ, ଛୁଆ ସୁସ୍ଥ
କବିସୂର୍ଯ୍ୟନଗର,୧୬ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବଡଆଗୁଳ ରାସ୍ତାରେ ଗୁରୁବାର ଏକ ଗାଡ଼ି ଧକାରେ ଏକ ଗର୍ଭବତୀ ହରିଣର ମୃତ୍ୟୁ ଘଟିଛି। ହରିଣଟି ରାସ୍ତା ପାର ହେଉଥିବା ବେଳେ ଗାଡି ଧକ୍କା ଦେଇଫଳରେ ହରିଣର ପେଟ ଫାଟି ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ତେବେ…
Archives


