ଗଞ୍ଜାମ

ରାତିରେ ଶୋଇଥିଲେ ମା’, ଝିଅ; କାମୁଡିଦେଲା ସାପ: ଆଉ ତା’ପରେ

ଭଞ୍ଜନଗର,୨୯।୮(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା ରାଇକିଆ ବ୍ଲକ ଇନ୍ଦ୍ରଗଡ଼ ପଞ୍ଚାୟତ ଅନ୍ତର୍ଗତ ନିଶାଭୁଇଁ ଗ୍ରାମରେ ସର୍ପ ଦଂଶନ ରେ ଗୁରୁବାର ସକାଳେ ମା’, ଝିଅ ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି। ମୃତ ଦୁଇଜଣ ହେଲେ ଗୁରୁବାରି ନାୟକ…

ଜାଲ୍‌ ଭୋଟର କାର୍ଡରେ ଜମି ରେଜିଷ୍ଟ୍ରେଶନ ଘଟଣା: ଲେଖାଳି ସମେତ ୭ ଜଣଙ୍କ ନାଁରେ ମାମଲା

ଗୋପାଳପୁର,୨୮ା୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିଷି ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ଜାଲ୍‌ ଭୋଟର ପରିଚୟପତ୍ର ଦେଇ ଜମି ରେଜିଷ୍ଟ୍ରେଶନ କରିବା ନେଇ ତତ୍କାଳୀନ କନିଷି ତହସିଲଦାର ଦଲିଲ ଲେଖାଳି ସମେତ ୭ ଜଣଙ୍କ ନାମରେ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି।…

ଜେସିବି ଜାଳିଦେଲେ ଦୁର୍ବୃତ୍ତ

ଗୋପାଳପୁର,୨୮ା୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧୀଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ଏହି ଅଞ୍ଚଳରେ ବିଭିନ୍ନ ଅପରାଧମୂଳକ କାଣ୍ଡ ଘଟାଉଥିବା ବେଳେ ମଙ୍ଗଳବାର ରାତିରେ ଏକ ଜେସିବିକୁ ଦୁର୍ବୃତ୍ତମାନେ ପୋଡ଼ି ଦେଇଛନ୍ତି। ଏ ନେଇ…

ନିଯୁକ୍ତି ଦାବିରେ ଗଣଧାରଣା

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଇଆର୍‌ଇଏଲ୍‌ ସମେତ ଅନ୍ୟାନ୍ୟ କମ୍ପାନୀ ଗୁଡ଼ିକରେ ସ୍ଥାନୀୟ ଯୁବତୀ/ଯୁବକମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ଦାବି ନେଇ ବୁଧବାର ବରିଷ୍ଠ ସମାଜସେବୀ ତଥା କଂଗ୍ରେସ ନେତା ଭାଗିରଥୀ ବେହେରାଙ୍କ ନେତୃତ୍ୱରେ ଅଞ୍ଚଳରର କିଛି ମହିଳା/ଯୁବକମାନେ…

ଖାଉଟିଙ୍କୁ ଲୁଟୁଛନ୍ତି ବେପାରୀ, ଏବେ ବି ଗଞ୍ଜାମରେ ଆଳୁ କେଜି ୩୫ ଟଙ୍କା

ଗଞ୍ଜାମ,୨୮ା୮(ବିଦ୍ୟାଧର ସାହୁ): ବର୍ତ୍ତମାନ ପନିପରିବା ଦର ଆକାଶଛୁଆଁ। ଅନ୍ୟାନ୍ୟ ପରିବା ଦର ଅପେକ୍ଷା ନିତ୍ୟ ବ୍ୟବହାର୍ଯ୍ୟ ଆଳୁ ଦାମ୍‌ ଅଧିକ ଯୋଗୁ ଚିନ୍ତାରେ ଖାଉଟି। ଏପରି ସ୍ଥଳେ କିଛି ଆଳୁ ଗୋଦାମ ମାଲିକଙ୍କ ଆଳୁ କଳାବଜାର ଖାଉଟିଙ୍କୁ ଅଧିକ ଚିନ୍ତାରେ ପକାଉଛି।…

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ୍‌

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୧ ଡ. ଇନ୍ଦୁ ଶର୍ମା ବୁଧବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ସେ ୧୦ ବର୍ଷ ଜେଲ…

ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା

ଗଞ୍ଜାମ,୨୭।୮(ବିଦ୍ୟାଧର ସାହୁ): ଗତ କିଛି ଦିନ ତଳେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କଣ୍ଟିଆ ଗଡ଼ ସ୍ଥିତ ବଟେଶ୍ୱର ମନ୍ଦିର ଦାନ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଲୁଟିନେଇ ଥିଲେ ଦୁର୍ବୃତ୍ତ l ଉକ୍ତ ଘଟଣାରେ ପୋଲିସ କାହାରିକୁ ଧରି ପାରି ନ ଥିବା…

ହଷ୍ଟେଲ ଛାତ୍ର ମୃତ୍ୟୁ ଘଟଣାରେ ଭିନ୍ନମୋଡ: ସମ୍ପର୍କୀୟ ଭାଇ ବିଷ ଦେଇ ମାରିଥିବା ଅଭିଯୋଗ

ଗଞ୍ଜାମ,୨୭।୮(ବିଦ୍ୟାଧର ସାହୁ): ରମ୍ଭା ଥାନା ଅନ୍ତର୍ଗତ କଳାଯମୁନା ସାଇ ସରସ୍ବତୀ ଶିଶୁ ମନ୍ଦିର ହଷ୍ଟେଲରେ ଗତ ଶନିବାର ପଞ୍ଚମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ ମୃତ୍ୟୁ ଘଟିଥିଲା। ମୃତ କିରଣଙ୍କ ଘର ଛତ୍ରପୁର ବ୍ଲକ ଭିକାରି ପଲ୍ଲୀ ପଞ୍ଚାୟତ କମାପଲ୍ଲୀ l…

ଅଳଙ୍କାର ଦୋକାନ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ 

ଧରାକୋଟ,୨୬ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ସୁନାମୋହି ଗ୍ରାମରେ ଗତ ଜୁଲାଇ ମାସରେ ରୁଦ୍ରସାଇ ଦୋକାନରୁ ସୁନା ଅଳଙ୍କାର ଲୁଟ୍‌ ହୋଇଥିଲା। ଏହି ଘଟଣାର ସୋମବାର ପର୍ଦ୍ଦାଫାଶ ହୋଇଛି। ଏଥିରେ ୫ ଜଣ ଅଭିଯୁକ୍ତ ଗିରଫ ହୋଇଥିବା…

ଚିକିଟି ମଦମୃତ୍ୟୁ ମାମଲା: ଫେରାର ଥିବା ଆଉ ଜଣେ ଅଭିଯୁକ୍ତ ଗିରଫ

ଚିକିଟି,୨୬ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ମାଉନ୍ଦପୁର ଗ୍ରାମରେ ଘଟିଥିବା ବିଷାକ୍ତ ମଦମୃତ୍ୟୁ ଘଟଣାରେ ଗିରଫ ସଂଖ୍ୟା ୧୦ରେ ପହଞ୍ଚିଛି। ଏହି ଘଟଣାରେ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରାଯାଇଛି। ସେ ହେଲେ…

ଓ୍ବାୟନାଡ୍‌ରୁ ବ୍ରହ୍ମପୁର ଫେରିଲା ‘ଷ୍ଟର୍ମ’,

ବ୍ରହ୍ମପୁର,୨୬ା୮(ସୁବାସ ଚନ୍ଦ୍ର ପାଢ଼ୀ): କେରଳର ୱାୟନାଡ୍‌ ଜିଲାରେ ଗତ ଜୁଲାଇ ୩୦ରେ ହୋଇଥିବା ପ୍ରଳୟଙ୍କାରୀ ଭୂସ୍ଖଳନରେ ନିଖୋଜଙ୍କୁ ଉଦ୍ଧାର କାର୍ଯ୍ୟରେ ସହଯୋଗ ପାଇଁ ଯାଇଥିବା ବ୍ରହ୍ମପୁର ପୋଲିସର ସନ୍ଧାନୀ କୁକୁର ‘ଷ୍ଟର୍ମ’ ଫେରିଛି। ସେଠାରେ ସର୍ଚ୍ଚ ଅପରେଶନ ସମୟରେ ଷ୍ଟର୍ମ ୧୨ରୁ…

ଭାଜପା ବିରୋଧରେ ପ୍ରଚାର ପତ୍ର ବାଣ୍ଟିଲା ବିଜେଡି

ବ୍ରହ୍ମପୁର,୨୬।୮(ନରସିଂହ ସାହୁ): ଭାଜପା ଗତ ନିର୍ବାଚନୀ ସଂକଳ୍ପପତ୍ରରେ ହିତାଧିକାରୀଙ୍କ ଭତ୍ତା ବୃଦ୍ଧି କରାଯିବାର ପ୍ରତିଶ୍ରୁତି ଦେଇଥିଲା। ରାଜ୍ୟରେ ସରକାର ଗଠନ ପରେ ଭାଜପା ତାହା ଭୁଲି ଯାଇଛି। ଏହାର ପ୍ରତିବାଦରେ ବ୍ରହ୍ମପୁରରେ ବିଜେଡି ପକ୍ଷରୁ ପ୍ରଚାର ପତ୍ର (ଲିଫଲେଟ) ମାଧ୍ୟମରେ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?