ଗଞ୍ଜାମ

କାର୍‌ରେ ଆସି ବସ୍‌ରୁ ରୁପା ଭର୍ତ୍ତି ବ୍ୟାଗ ନେଇଗଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୨୬ା୭(ପ୍ରଶାନ୍ତ କୁମାର ମିଶ୍ର): କୋଲକାତା ଅଭିମୁଖେ ଯାଉଥିବା ଏକ ବସ୍‌ରୁ ଜଣେ ବ୍ୟବସାୟୀଙ୍କ ପ୍ରାୟ ୫୦ କେଜି ପୁରୁଣା ରୁପା ଜିନିଷ ଓ ୪ ଲକ୍ଷ ୭୨ ହଜାର ଟଙ୍କା ଚୋରି ହୋଇଥିବା ଖଲ୍ଲିକୋଟ ଥାନା ଅଧୀନ ଭେଜିପୁଟ ଫାଣ୍ଡିରେ ଅଭିଯୋଗ…

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ ଏତଲା ଦିଆଯିବା ଏବଂ ଏହାକୁ ନେଇ ଟାହିଟାପରା କରାଯିବା କୋମଳମତି ପିଲାଙ୍କ ଉପରେ ଗୁରୁତର…

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ ଗୋଡ଼ାଉ ଥିବା ବେଳେ ହରିଣ ଛୁଆଟି ଯାଇପାରି ନ ଥିଲା। ଯୁବକମାନେ ଉଦ୍ଧାର କରି…

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି। ଏହାର ପ୍ରତିବାଦରେ ଆସନ୍ତା ଅଗଷ୍ଟ ୧ ତାରିଖରୁ ଧର୍ମଘଟ ସହ ଆନ୍ଦୋଳନ ନେଇ ଏକ…

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ପ୍ରତିବାଦରେ ଘରୋଇ ବସ୍‌ ମାଲିକ ସଂଘର ଆନ୍ଦୋଳନ ନିଷ୍ପତ୍ତି, ପରିବହନ ମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର

ପୁରୁଷୋତ୍ତମପୁର,୨୬ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ୍‌ର ମନମୁଖୀ ଓ ବେନିୟମ ଭାବେ ଚଳାଚଳ କରୁଥିବାର ଅଭିଯୋଗକୁ ନେଇ ଏହାର ବିରୋଧରେ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ମାଲିକ ସଂଘ ସ୍ବର ଉତ୍ତୋଳନ କରିଛନ୍ତି। ଏହାର ପ୍ରତିବାଦରେ ଅଗଷ୍ଟ ୧ରୁ ଧର୍ମଘଟ ସହ…

ବଜାରରୁ ଆଳୁ ଗାଏବ, ୫ କେଜି ମାଗିଲେ ମିଳୁଛି ୨ କେଜି

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଗଞ୍ଜାମ ସହରରୁ ଆଳୁ ଗାୟବ। ପଶ୍ଚିମବଙ୍ଗରୁ ଆସୁଥିବା ଆଳୁ ଧର୍ମଘଟ ଯୋଗୁ ବନ୍ଦ ହୋଇଯାଇଛି। ଏହାର ଫାଇଦା ଉଠାଇବାକୁ ଆଳୁ ଗୋଦାମ ମlଲିକ ମାନେ କଳାବଜାର କରିବା ଏବଂ ଦରବୃଦ୍ଧି ହେବା ଲକ୍ଷ୍ୟରେ ବଜାରକୁ ଆଳୁ ଛାଡ଼ିବା ବନ୍ଦ…

ଗୋ-ମାଂସ ବୋଝେଇ ଟ୍ରକ୍‌କୁ ଗୋଡ଼ାଇ ଗୋଡ଼ାଇ ଧରିଲା ବଜରଙ୍ଗୀ ଦଳ

ଛତ୍ରପୁର,୨୬ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଡିଆର୍‌ଡିଏ ଛକ ନିକଟରେ ଶୁକ୍ରବାର ସକାଳେ ଏକ ଗୋ-ମାଂସ ବୋଝେଇ ଟ୍ରକ୍‌ ଜବତ ହୋଇଛି l ଏହା କଟକରୁ ହାଇଦ୍ରାବାଦ ଯାଉଥିବା ଜଣାପଡ଼ିଛି। ଏକ ଟ୍ରକ୍‌ ଯୋଗେ ଗୋରୁ ମାଂସ ଯାଉଥିବା କୌଣସି ପ୍ରକାରେ…

ଗାଁ ପୋଖରୀରେ ବୁଡ଼ି ଭାଇ ଭଉଣୀ ମୃତ, ଅନ୍ୟ ଜଣେ ଶିଶୁ ଜୀବିତ

ଖଲ୍ଲିକୋଟ,୨୫।୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତର ମରେଇନୂଆଁ ଗାଁ’ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ଗାଧୋଉଥିବା ସମୟରେ ପୋଖରୀ ରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶିଶୁ ଅଳ୍ପକେ…

ବାହାରୁ ଔଷଧ କିଣିବାକୁ କହୁଛନ୍ତି ଡାକ୍ତର

ବ୍ରହ୍ମପୁର,୨୩ା୭ (ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲର ଜଣେ ଡାକ୍ତର ଜଣେ ରୋଗୀଙ୍କୁ ବାହାରୁ ଔଷଧ କିଣିବାକୁ କହିଥିଲେ। ଏନେଇ ସେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଏମକେସିଜି ମେଡିକାଲ ଅଧୀକ୍ଷକଙ୍କ ନିକଟରେ ଲିଖିତ ଜଣାଇବା ସହ ସାଙ୍ଘାତିକ…

ଛେଳିକୁ ଗିଳିଦେଲା ଅଜଗର

ଖଲ୍ଲିକୋଟ,୨୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିର ୮ ନମ୍ବର ଓ୍ବାର୍ଡ ଶ୍ୟାମସୁନ୍ଦରପୁରରେ ରବିବାରରେ ଏକ ଛେଳିକୁ ଅଜଗର ସାପ ଗିଳି ଦେଇଥିବା ଦେଖିବାକୁ ମିଳିଛି। ଖଲ୍ଲିକୋଟ ଶ୍ୟାମସୁନ୍ଦରପୁର ଗ୍ରାମର ମା’ ବ୍ରାହ୍ମଣୀ ଦେବୀ ମନ୍ଦିର ନିକଟରେ ଛେଳି ଚାଷୀ…

ରାଜପଥରେ ଓଲଟିଲା କଣ୍ଟେନର

ଛତ୍ରପୁର,୨୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପେଟ୍ରୋଲ ପମ୍ପ୍‌ ନିକଟ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ କଣ୍ଟେନର ଓଲଟି ପଡ଼ିଛି। ଫଳରେ ଡ୍ରାଇଭର ଜଣକ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଟିଜି ୦୭ ୦୧୦୯…

ଫାଣ୍ଡିରୁ ଅଭିଯୁକ୍ତ ସ୍ବାମୀ ଚମ୍ପଟ: ପୋଲିସର ପାରିବାପଣିଆ ପ୍ରତି ଉଠିଲା ପ୍ରଶ୍ନ

ଗୋପାଳପୁର,୧୯।୭(ନବୀନ ରାଜ ଆଚାରୀ): ନବବଧୂ ହତ୍ୟା ଅଭିଯୋଗରେ ଅଭିଯୁକ୍ତ ସ୍ବାମୀଙ୍କୁ ଧରି ବାପଘର ଲୋକେ ପୋଲିସ ଜିମା ଦେଇଥିଲେ। ହେଲେ ଏହାର କିଛି ଘଣ୍ଟା ମଧ୍ୟରେ ବ୍ରହ୍ମପୁର ମେଡିକାଲ ଫାଣ୍ଡିରୁ ଅଭିଯୁକ୍ତ ସ୍ବାମୀ ଚମ୍ପଟ ମାରିଥିଲେ। ଏହି ଘଟଣା ୪ଦିନ ବିତିଯାଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?