ଗଞ୍ଜାମ

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ ଏବଂ ଉପସଭାପତି ଭାବେ ସୁକାନ୍ତ କୁମାର ପ୍ରଧାନ ବାଜି ମାରିନେଇଛନ୍ତି। ହୃଦୟରଞ୍ଜନ ତାଙ୍କ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ ଐତିହାସିକ ଚନ୍ଦନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହି ଯାତ୍ରା ଏପ୍ରିଲ…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି । ବିଭିନ୍ନ ପଦବୀ ଲାଗି ମଇଦାନରେ ରହିଥିବା ୬ ଜଣ ପ୍ରାର୍ଥୀ ନିଜ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଛି। ଧାର୍ଯ୍ୟ ନିର୍ଦ୍ଧାରିତ ସମୟ ଅନୁଯାୟୀ ସକାଳ…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜିଲା କମାଣ୍ଡାଣ୍ଟଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ଚିଠି ସଂଖ୍ୟା ୧୬୫/ଏଚଜିଏସ୍‌, ତାରିଖ ୨୬ା୩ା୨୦୨୬…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୋଟିଏ ଦିନରେ କୁହୁଡ଼ି ଓ ଝଡ଼ବର୍ଷାର ଏହି ଅଦ୍ଭୁତ ସମାହାର ସାଧାରଣରେ ଚର୍ଚ୍ଚାର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମର୍ଦ୍ଧନା ପ୍ରଦାନ କରାଯାଇଛି । ଅନ୍ତଃ ରାଷ୍ଟ୍ରୀୟ ହିନ୍ଦୁ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ ଆଗାମୀ ଦିନରେ ପ୍ରକାଶିତ ହେଵ। ଏହିଭଳି ଆଜି ଭଞ୍ଜନଗର…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ ମିଳିତ ଭାବେ ସିଲ କରିଛନ୍ତି। ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଭବାନୀ ଶଙ୍କର…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ ମୁଣ୍ଡା। ତାଙ୍କ ଗୋଡ଼ ଏବଂ ପିଠିରେ ଗଭୀର ଆଘାତ ଲାଗିଛି l ବିକ୍ରମ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ ୪/୫ ଥର ବିଦ୍ୟୁତ୍‌ କାଟ ହେଉଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି।…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ ପୋଲିସ ଥାନା। ପୋଲିସ ସେବା ଏବଂ କାର୍ଯ୍ୟଦକ୍ଷତାକୁ ଭିତ୍ତି କରି ପ୍ରତିବର୍ଷ କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri