ଗଞ୍ଜାମ

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅଖିଳ ଭାରତ ରାଜ୍ୟ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା ଥିବା ସ୍ଥାନଗୁଡ଼ିକରେ ଏନ୍‌ଏସ୍‌ସି କର୍ମଚାରୀ ଓ ଜନପ୍ରତିନିଧିମାନେ ଝାଡ଼ୁ ଧରି ସଫେଇର ପ୍ରଚାର…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା ଓ ଦୀର୍ଘଦିନର ଦାବିର ସମାଧାନ ପାଇଁ ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ ଭାସମାନ ଅବସ୍ଥାରେ ଉଦ୍ଧାର କରାଯାଇଛି। ରଘୁ ଗଙ୍ଗାପୁର ଗାଁର ମିଟୁ ଗୌଡ଼ଙ୍କ ଘରେ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର ସହ ସମ୍ପୃକ୍ତ ଛଣମେରୀ ଗ୍ରାମର ଲିକୁ ବେହେରା ଏବଂ ଗୌରା ବେହେରା ନାମକ…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି। ବୁଧବାର ମଧ୍ୟାହ୍ନରେ ଏହି ରୋଗରେ ଆକ୍ରାନ୍ତ ହୋଇ ଗ୍ରାମର ସୁରେନ୍ଦ୍ର ମଲ୍ଲିକ (୬୦)ଙ୍କ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ ଗଞ୍ଜାମ ସାଇବର ପୋଲିସ ଠାବ କରିଛି । ଏହି ମାମଲାରେ ପୂର୍ବରୁ ୩…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ ଗ୍ରାମର ଡି.ରଞ୍ଜିତ ପାତ୍ରଙ୍କୁ ୪ ଜଣ ଦୁର୍ବୃତ୍ତ ମାଡ଼ ମାରି ତାଙ୍କ ହାତରୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି ଓଡ଼ିଶା କୃଷକ ସଭା। ବୁଧବାର ଓଡ଼ିଶା କୃଷକ ସଭାର ଗଞ୍ଜାମ ଜିଲା କମିଟି…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ ସମୟର ୧୦ ମାସ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ୫୦ ପ୍ରତିଶତ କାମ ମଧ୍ୟ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌ ବୁଲୁ ଟ୍ରାକ୍ଟର ଚାଳକ ଭାବେ କାର୍ଯ୍ୟ କରୁଥିଲେ। ୬ ବର୍ଷ ତଳେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?