ଗଞ୍ଜାମ

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି ଘେରରେ ଥିବା ଜଣା ପଡିଛି । ପବନର ବେଗ ଅଧିକ ନଥିଲେ ମଧ୍ୟ…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ଏନେଇ ପ୍ରଥମେ ’ଧରିତ୍ରୀ’ ରେ ଖବର ପ୍ରସାରଣ ପରେ ଗୁରୁବାର…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହେଉଥିବାରୁ ସହରର ବିଭିନ୍ନ ସ୍ଥାନରେ…

ନଟରାଜ ନୃତ୍ୟାୟନ ଉଦ୍‌ଘାଟିତ: ଓଡ଼ିଶୀ-ସମ୍ବଲପୁରୀ ନୃତ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟ

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହର ବେଲଗୁଣ୍ଠା ରୋଡ୍‌ରେ ‘ନଟରାଜ ନୃତ୍ୟାୟନ’ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ପ୍ରିୟଙ୍କା ପ୍ରିୟଦର୍ଶନୀ ଏହି ନୃତ୍ୟାୟନ କେନ୍ଦ୍ର ପ୍ରତିଷ୍ଠା କରିଛନ୍ତି। ସେ ପୂର୍ବତନ ଗଞ୍ଜାମ ଜିଲା କଂଗ୍ରେସ…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ଜମିର ହିଡ଼ ବାନ୍ଧି ପାଣି ଅଟକାଇବାକୁ ନେଇ ଗ୍ରାମର ପ୍ରକାଶ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ ତଳିଆ ଅଞ୍ଚଳ, ନଦୀନାଳ କୂଳିଆ ବାସିନ୍ଦା ଏବଂ କଚ୍ଚା ଘରେ ରହୁଥିବା ଲୋକଙ୍କ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ବିଭାଗ ଚଢ଼ଉ କରି ଏକ ସ୍କୁଟି ସହ ଗଞ୍ଜେଇ ଜବତ କରିବା ସହ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି। ସହରର ବସଷ୍ଟାଣ୍ଡ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଗତ…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ କରିଛନ୍ତି । ଏଥିପାଇଁ ତାଙ୍କୁ ବିଭିନ୍ନ ସରକାରୀ ବେସରକାରୀ ସଂସ୍ଥା ପକ୍ଷରୁ ଶୁଭେଚ୍ଛାର…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ପୀଠକୁ ଲାଗି ରହିଥିବା ପାହାଡ଼…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା ହ୍ରଦର ଜଳସ୍ତର ବୃଦ୍ଧି ପାଇ ଅଖାପାଖ ଅଞ୍ଚଳରେ ଜଳବନ୍ଦୀ ହେବା ପରିସ୍ଥିତି ସୃଷ୍ଟି…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ ମଧ୍ୟ ହେଉଛି। ପ୍ରବଳ ବର୍ଷା ଫଳରେ ଗୁଣ୍ଡୁରା ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ବର୍ଷାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?