ଗଞ୍ଜାମ

ମୁଖ୍ୟମନ୍ତ୍ରୀଙ୍କୁ ଫଟୋଚିତ୍ର ପ୍ରଦାନ କଲେ ଛାତ୍ର

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ପାଇକ ସାହିର ଭଗବାନ ସାହୁଙ୍କ ପୁଅ ତଥା ସୋରଡ଼ା ଶଶୀଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍‌ ସାହୁ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାଜ୍ୟ ଅତିଥି ଭବନରେ ଭେଟି ପେନସିଲ ଦ୍ୱାରା…

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଖଲ୍ଲିକୋଟ,୧୬।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ନିର୍ମଳଝରଠାରେ ଏକ କାର୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ୨ ସାଙ୍ଗଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ରବିବାର ଦୁଇ ସାଙ୍ଗ ଗୁହାରିଆପାଟରୁ ଭରସା…

ମେଳାରେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ନରସିଂହ ବେହେରା ନାମକ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ନରସିଂହଙ୍କ ପୁଅ ହୀନ…

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ ଚାରି ଥର ବର୍ଷା ବି ହୋଇସାରିଛି। ସେହି ସମୟରେ ଜମି ରହିଥିବା ପାଣିରେ ମଶା…

ମୃତ ଦିଲୀପଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ ଗୋକୁଳାନନ୍ଦ

ଖଲ୍ଲିକୋଟ,୧୫।୬(ପ୍ରଶାନ୍ତ କୁମାର ମିଶ୍ର): ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟୋଗ ବିଭାଗ ମିଳିଛି। ଏହି ପରିପ୍ରେକ୍ଷୀରେ…

ଘର ବାରଣ୍ଡାରେ ବସିଥିବା ବେଳେ ହେଲା ବଜ୍ରପାତ: ଶାଶୁଙ୍କ ଜୀବନ ଗଲା, ଜ୍ୱାଇଁ ଗୁରୁତର

ଦିଗପହଣ୍ଡି,୧୫ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଝାଟିପିଟିଆ ଗ୍ରାମ ଦଳିତ ସାହିରେ ବଜ୍ରପାତ ଘଟିବାରୁ ଜାନକୀ ନାଇକ ନାମ୍ନୀ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ଏବଂ ତାଙ୍କ ଜ୍ବାଇଁ ଟୁକୁନା ନାଇକ ଗୁରୁତର ଅବସ୍ଥାରେ ଚିକିତ୍ସିତ…

ଜନ୍ମମାଟିରେ ପହଞ୍ଚିଲା କୁଏଟ୍‌ରେ ପ୍ରାଣ ହରାଇଥିବା ସନ୍ତୋଷଙ୍କ ମୃତଦେହ

ପୁରୁଷୋତ୍ତମପୁର,୧୫ା୬(ସିମାଞ୍ଚଳ ମିଶ୍ର): ରାଜ୍ୟରେ କାମଧନ୍ଦା ଅଭାବରୁ ନିଜେ ବଞ୍ଚିବା ସହ ପରିବାରକୁ ବଞ୍ଚାଇବା ଲାଗି ଦାଦନ ଖଟିବାକୁ କୁଏଟ୍‌ ଯାଇଥିବା ବେଳେ ସେଠାରେ ଜଳିଯାଇ ପ୍ରାଣ ହରାଇଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲିର ସନ୍ତୋଷ ଗୌଡ଼ (୩୫) ଶ୍ରମିକଙ୍କ ମରଶରୀର…

ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ

ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର ଟାର୍ଗେଟ କରି ଦୁର୍ବୃତ୍ତମାନେ କଳା କନା ବୁଲେଇ ବାରେ ସଫଳ ହୋଉଛନ୍ତି l ସ୍ଥାନୀୟ…

ମଣ୍ଡପକୁ ମାଡ଼ିଗଲା ଟ୍ରକ୍‌: ଚା’ ଦୋକାନୀ ମୃତ

ଧରାକୋଟ,୧୪ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅଧୀନ ବାହାଡ଼ାଗୁଡା ଛକରେ ଶୁକ୍ରବାର ଏକ ଟ୍ରକ ଭାରସାମ୍ୟ ହରାଇ ଜଣେ ଚା’ ଦୋକାନୀଙ୍କୁ ଧକ୍କା ଦେଇ ନିକଟସ୍ଥ ମଣ୍ଡପକୁ ମାଡ଼ିଯାଇଛି। ଏଥିରେ ଚା’ ଦୋକାନୀ ବାହାଡାଗୁଡା ଗ୍ରାମର ମହେନ୍ଦ୍ର ବିଷୋୟୀ(୪୮)ଙ୍କ…

କୁଏଟ୍‌ ନିଆଁରେ ଜଳିଗଲେ ଓଡ଼ିଶା ଯୁବକ, ଆଜି ଗାଁକୁ ଫେରିବ ମୃତଦେହ

ପୁରୁଷୋତ୍ତମପୁର,୧୪ା୬(ସିମାଞ୍ଚଳ ମିଶ୍ର): କୁଏଟ୍‌ରେ ପୋଡ଼ି ଯାଇ ଓଡ଼ିଆ ଶ୍ରମିକଙ୍କ ବୁଧବାର ମୃତ୍ୟୁ ଘଟିଛି। ସେହେଲେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲି ଗ୍ରାମର ସନ୍ତୋଷ ଗୌଡ଼ (୩୫)। ସେ ନିଜର ପରିବାର ପ୍ରତିପୋଷଣ ପାଇଁ ପ୍ରଥମେ ମୁମ୍ବାଇ ଯାଇ ସେଠାରେ କିଛି…

ବିଲୁଆ ଆତଙ୍କ:୫ଜଣଙ୍କୁ କାମୁଡ଼ି ଆକ୍ରମଣ

ଦିଗପହଣ୍ଡି,୧୩ା୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଓ ନୂଆଗଡ଼ ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ବିଲୁଆ କାମୁଡ଼ାରେ ୫ ପୁରୁଷ ଏବଂ ମହିଳା ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କୈଠଖଣ୍ଡି ପଞ୍ଚାୟତ ନୂଆଁଗଡ ଗ୍ରାମର ମଲା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୃତ ଦିଲ୍ଲୀପଙ୍କ ପରିବାର, ହତ୍ୟାକାରୀଙ୍କୁ କଠୋର ଦଣ୍ଡ ପାଇଁ ନିବେଦନ

ଖଲ୍ଲିକୋଟ,୧୩ା୬(ପ୍ରଶାନ୍ତ କୁମାର ମିଶ୍ର): ଭୁବନେଶ୍ୱରସ୍ଥିତ ଲୋକ ସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହ ଆଲୋଚନା କରିଛନ୍ତି ମୃତ ଦିଲ୍ଲୀପ ପାହାନଙ୍କ ପରିବାର। ସୂଚନାନୁଯାୟୀ, ଶ୍ରୀକୃଷ୍ଣଶରଣପୁର ଗ୍ରାମର ମୃତ ଦିଲ୍ଲୀପଙ୍କ ପରିବାରକୁ ଭାଜପା ପକ୍ଷରୁ ଶପଥ ସମାରୋହରେ ଯୋଗ ଦେବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?