ସତ୍ୟଙ୍କ କ୍ଷୁଦ୍ରତମ ହକି ଷ୍ଟିକ୍: ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ସ୍ଥାନିତ
ବ୍ରହ୍ମପୁର ଅଫିସ,୧୯ା୧: ପୁରୁଷ ବିଶ୍ୱକପ୍ ହକି ଅବସରରେ ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା କ୍ଷୁଦ୍ରତମ ହକି ଷ୍ଟିକ୍ ନିର୍ମାଣ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ ନିମନ୍ତେ ମନୋନୀତ ହୋଇଛନ୍ତି। ସତ୍ୟ ଗତ ୮ ତାରିଖରେ ୫ ମିଲିମିଟର ଲମ୍ବ…
ପଞ୍ଚାୟତ ସମିତି ବୈଠକକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ
ପୁରୁଷୋତ୍ତମପୁର,୧୮ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପିଙ୍କି ବେହେରାଙ୍କ ପୌରହିତ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇଥିବା ବେଳେ ବିଡିଓ ବିଜୟ କୁମାର ବେହେରା, ତହସିଲଦାର…
ରୋମାଞ୍ଚ ଭରିଲେ ଶାନ
ବ୍ରହ୍ମପୁର ଅଫିସ,୧୮।୧: ସିଲ୍କ ସିଟି ଫେଷ୍ଟ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଶେଷ ସନ୍ଧ୍ୟାରେ ମୁଖ୍ୟ ଅତିଥି ରୂପେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ମହୋତ୍ସବ ମାଧ୍ୟମରେ ଗଞ୍ଜାମ ଜିଲାର ଲୋକ କଳା, ସଂସ୍କୃତିର ପ୍ରଚାରପ୍ରସାର ହୋଇପାରିଛି।…
ମେଶିନ ଲଗାଇ ଏମ୍ଜିଏନ୍ଆର୍ଇଜିଏସ୍ କାମ
ବୁଗୁଡ଼ା,୧୮।୧(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ କାମ ଯୋଗାଇ ଦେବା ପାଇଁ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ଯୋଗାଣ ଯୋଜନା (ଏମଜିଏନଆରଇଜିଏସ)ରେ ପ୍ରକଳ୍ପ ଚୟନ କରାଯାଇ ମଞ୍ଜୁର ହେବା ପରେ ଶ୍ରମିକ ପାଇଁ ଡିମାଣ୍ଡ ଦିଆଯାଉଛି ଏବଂ ଡିମାଣ୍ଡ ଦିଆଯିବା ପରେ ମଞ୍ଜୁରପ୍ରାପ୍ତ ପ୍ରକଳ୍ପଗୁଡିକରେ…
ସୋରଡ଼ା ଅଗ୍ନିକାଣ୍ଡ ଘଟଣା: ଗୁରୁତର ଥିବା ଶିଶୁକନ୍ୟା ବୁଜିଲେ ଆଖି
ସୋରଡ଼ା,୧୭ା୧(ଡି.ଏନ.ଏ.): ସୋରଡା ବ୍ଲକ ଗେଞ୍ଜା ପଞ୍ଚାୟତ ବନ୍ଧାଗୋଛା ଗ୍ରାମର ଛବି ନାୟକଙ୍କ ଘରେ ନିଅଁା ଲାଗି ଯାଇଥିଲା। ଫଳରେ ପରିବାରର ୪ଜଣ ପୋଡି ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ପ୍ରଥମେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ…
ରେପର ସଙ୍ଗୀତ ମାଧ୍ୟମରେ ଓଡ଼ିଆକୁ ଭଲ ପାଇବା ମହକ
ବ୍ରହ୍ମପୁର ଅଫିସ,୧୭ା୧: ବ୍ରହ୍ମପୁରରେ ଚାଲିଥିବା ସିଲ୍କ ସିଟି ମହୋତ୍ସବର ସୋମବାର ଥିଲା ଚତୁର୍ଥ ସନ୍ଧ୍ୟା। କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ରେଶମ ସହର ବ୍ରହ୍ମପୁର ହେଉଛି ଦକ୍ଷିଣ ଓଡିଶାର ପ୍ରାଣକେନ୍ଦ୍ର। ମହୋତ୍ସବରେ ଜିଲାର…
ସୋରଡ଼ାରେ ଅଗ୍ନିକାଣ୍ଡ: ୪ ଗୁରୁତର
ସୋରଡ଼ା,୧୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡା ବ୍ଲକ ଗେଞ୍ଜା ପଞ୍ଚାୟତ ବନ୍ଧାଗୋଛା ଗ୍ରାମରେ ସୋମବାର ସନ୍ଧ୍ୟାରେ ଅଗ୍ନିଗାଣ୍ଡ ଘଟିଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ସୋରଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁତର…
ଆକ୍ରମଣ, ପ୍ରତି ଆକ୍ରମଣ ଘଟଣା, ୬ ଗିରଫ
ଆସିକା,୧୬ା୧(ଡି.ଏନ.ଏ.): କୋଟିନଡା ଥାନା ଅନ୍ତର୍ଗତ ବେଣିଆ ଗ୍ରାମରେ ରବିବାର ରାତିରେ ଘଟିଥିବା ଆକ୍ରମଣ ଓ ପ୍ରତିଆକ୍ରମଣ ଘଟଣାରେ ଉଭୟ ପକ୍ଷ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ପରସ୍ପର ବିରୋଧୀ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଛି। ପୋଲିସ ଗୋଟିଏ ପକ୍ଷର…
ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁର ଜୀବନ
ହିଞ୍ଜିଳିକାଟୁ,୧୬ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଶିକିରି ଗ୍ରାମ ହିଞ୍ଜିଳି- ତାରାତାରିଣୀ ରୋଡ୍ରେ ସୋମବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ୫ ବର୍ଷ ଶିଶୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ଶିକିରି ଗ୍ରାମ ପ୍ରମୋଦ ଦଳାଇଙ୍କ…
ରାଜପଥରୁ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
ଗଞ୍ଜାମ,୧୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ପୋଲିସ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ସୋମବାର ଜବତ କରିଛି। ଜାତୀୟ ରାଜପଥ ପାଟ୍ରୋଲିଂ ଏସ୍ଆଇ ନୀଳାଚଳ ସେଠୀ, ହୁମା ଫାଣ୍ଡି…
୨୫୫ କେଜି ଗଞ୍ଜେଇ ଜବତ: ୨ କାର୍ ସହ ୫ ଗିରଫ
ବ୍ରହ୍ମପୁର ଅଫିସ,୧୬।୧: ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ରବିବାର ଓ ସୋମବାର ୨ଟି ପୃଥକ୍ ସ୍ଥାନରେ ଚଢ଼ାଉକରି ୨୫୫ କେଜି ଗଞ୍ଜେଇ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ନିକଟରୁ ୨ଟି କାର୍…
ରାସ୍ତା ପାର୍ଶ୍ୱରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ: ପାଟି, ନାକରୁ ପ୍ରଚୁର ରକ୍ତସ୍ରାବ
ଗଞ୍ଜାମ,୧୬ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ସୋମବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ଖବର ପାଇ ଜାତୀୟ ରାଜପଥ ପାଟ୍ରୋଲିଂ ଏସ୍ଆଇ ନୀଳାଞ୍ଚଳ ସେଠୀ,…
Archives


