ଗଞ୍ଜାମ

ଫାଇନାନ୍ସ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଖଲ୍ଲିକୋଟ,୫ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଗୁହାରିଆ ପାଟ ନିକଟରେ ଫାଇନାନ୍ସ କର୍ମଚାରୀଙ୍କଠାରୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,ଭାରତ ଫାଇାନ୍ସର କର୍ମଚାରୀ ଏଚ୍‌ ବାହାଡ଼ାପଲ୍ଲୀ ଗ୍ରାମରୁ ଟଙ୍କା କଲେକ୍ସନ କରି ଖଲ୍ଲିକୋଟ…

ରାସ୍ତାରେ ଯାଉଥିବା ବେଳେ ଟଳିପଡ଼ିଲେ ଶ୍ରମିକ

ଦିଗପହଣ୍ଡି,୫ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରୀଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମର ସାଗର ନାୟକ ନାମକ ଜଣେ ଯୁବକଙ୍କ ବୁଧବାର ମଧ୍ୟାହ୍ନରେ ଆକସ୍ମିକ ମୃତ୍ୟୁ ହୋଇଥିବା ବେଳେ ଅଂଶୁଘାତ ବୋଲି ସନ୍ଦେହ କରାଯାଉଛି। ଆଜି ମଧ୍ୟାହ୍ନରେ ସାଗର ସାଇକେଲ…

ବିଜୟ ପରେ ପ୍ରତିକ୍ରିୟାରେ ନବୀନଙ୍କୁ ପ୍ରଶଂସା କଲେ ପ୍ରଦୀପ

ଭୁବନେଶ୍ୱର,୫।୬: ବ୍ରହ୍ମପୁରରେ ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ବିଜୟ ହୋଇଛନ୍ତି। ବିଜୟ ପରେ ପ୍ରଦୀପ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ମୋତେ ଯୋଗ୍ୟ ମନେକରି ନିର୍ବାଚନରେ ଲଢେବାକୁ ସୁଯୋଗ ଦେଇଥିଲେ। ଏନେଇ ଭାଜପା ନେତୃବୃନ୍ଦଙ୍କ ସହ ପ୍ରଭୁ ଜଗନ୍ନାଥ ଏବଂ ଓଡ଼ିଶାବାସୀଙ୍କ…

ପୂର୍ଣ୍ଣଚନ୍ଦ୍ରଙ୍କୁ ମନ୍ତ୍ରୀ ପଦ ଦେବାକୁ ଉଠିଲା ଦାବି

ପୁରୁଷୋତ୍ତମପୁର,୫।୬( ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଏକଦା ବିଜେଡିର ଦୂର୍ଗ କୁହାଯାଉଥିବା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡିର ଦୁର୍ଗକୁ ଭାଙ୍ଗି ଇତିହାସ ରଚିଛି ଭାଜପା। ବିଧାୟକ ଭାବେ ନିର୍ବାଚିତ ହୋଇଥିବା ପୂର୍ଣଚନ୍ଦ୍ର ସେଠୀଙ୍କୁ ମନ୍ତ୍ରୀ ପଦ ଦେବା ପାଇଁ କର୍ମୀମାନେ…

ଛତ୍ରପୁର ବିଧାୟକ ଭାବେ ନିର୍ବାଚିତ ହେଲେ ଭାଜପାର କୃଷ୍ଣଚନ୍ଦ୍ର ନାୟକ

ଛତ୍ରପୁର,୪।୬(ଦିଲୀପ ସାମଲ): ଛତ୍ରପୁର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ଭାଜପାର କୃଷ୍ଣଚନ୍ଦ୍ର ନାୟକ। କୃଷ୍ଣ ନିକଟତମ ପ୍ରତିଦ୍ବନ୍ଦୀ ବିଜେଡିର ସୁବାସ ଚନ୍ଦ୍ର ବେହେରାଙ୍କ ଠାରୁ ୧୧,୨୬୫ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି l ଛତ୍ରପୁର ବିଧାନସଭା ପାଇଁ ଭାଜପାର କୃଷ୍ଣ ଚନ୍ଦ୍ର…

ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ

ଭୁବନେଶ୍ୱର,୪।୬: ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ ହରାଇଥିବା…

ଖଲ୍ଲିକୋଟରେ ଭାଙ୍ଗିଲା ବିଜେଡି ଦୁର୍ଗ, ପୂର୍ଣ୍ଣଚନ୍ଦ୍ର ସେଠୀ ବିଜୟୀ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଏକଦା ବିଜେଡିର ଦୁର୍ଗ କୁହାଯାଉଥିବା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ଦୁର୍ଗକୁ ଭାଙ୍ଗି ଇତିହାସ ରଚିଛି ଭାଜପା। ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ୨୨ହଜାର ୯୩୦ ଖଣ୍ଡ ଭୋଟ୍‌ରେ ବିଜୟୀ ହୋଇଛନ୍ତି। ସେ ୨୦୦୮…

ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ଆଗୁଆ

ପୁରୁଷୋତ୍ତମପୁର,୪।୬(ସିମାଞ୍ଚଳ ମିଶ୍ର):ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ହିଞ୍ଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ୩,୪୪୫ ଭୋଟରେ ଆଗୁଆ ରହିଛି। ବିଜେଡିର ନବୀନ ପଟ୍ଟନାୟକଙ୍କୁ ୧୬ ହଜାର ୦୧୩ ଭୋଟ ମିଳିଥିବା…

ଖଲ୍ଲିକୋଟ, କବିସୂର୍ଯ୍ୟନଗରରେ ଭାଜପା ଆଗୁଆ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଷଷ୍ଠ ରାଉଣ୍ଡ ସୁଦ୍ଧା ଭାଜପା ୭୩୮୩ ଭୋଟ୍‌ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ୨୪ହଜାର ୯୫୯ ଖଣ୍ଡ ଭୋଟ୍‌…

ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ଆଗୁଆ

ଛତ୍ରପୁର,୪ା୬: ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଆଗରେ ଅଛନ୍ତି। ପ୍ରଦୀପ ପାଣିଗ୍ରାହୀ ୮୦,୧୯୭୩ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର…

ବିଦ୍ୟୁତ୍‌ ତାର ଲାଗି ହରିଣ, କୁଟୁରାର ଚାଲିଗଲା ଜୀବନ

ଗଞ୍ଜାମ,୩ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଫରେଷ୍ଟ ଅଧୀନ ଲାଉପୁଟ ଗ୍ରାମ ସ୍ଥିତ ଏକ ନିର୍ଜନ ସ୍ଥାନରେ ବିଦ୍ୟୁତ୍‌ ତାର ଲାଗି ଏକ ହରିଣ ଏବଂ କୁଟୁରାର ମୃତ୍ୟୁ ଘଟିଛି। କେତେକ ଦୁର୍ବୃତ୍ତ ଏହି ବିଦ୍ୟୁତ୍‌ ତାର ବିଛେଇ ଥିବା ଜଣାପଡିଛି।…

ଗଞ୍ଜାମରେ ଭୋଟ ଗଣତି ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଛତ୍ରପୁର,୩।୬(ସନ୍ତୋଷ ପାଢ଼ୀ )- ଆସନ୍ତାକାଲି ଭୋଟଗଣତି ଥିବା ବେଳେ ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଭୋଟଗଣତି କେନ୍ଦ୍ରରେ ସୁରକ୍ଷା ପାଇଁ ଥ୍ରୀ ଟାୟାର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଥମ ସ୍ତରରେ ରେ ଜିଲା ପୋଲିସ, ଦ୍ୱିତୀୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?