ନିର୍ମାଣ ସାମଗ୍ରୀ ଚୋରି ଅଭିଯୋଗରେ ବନ୍ଧା ହେଲେ ୪ ଅଭିଯୁକ୍ତ
ହିଞ୍ଜିଳିକାଟୁ,୧୭।୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମହୁଲପଲୀଠାରେ ଏକ ଡ୍ରେନ ନିର୍ମାଣ ନିମନ୍ତେ ଠିକାଦାରଙ୍କ ୩୦ ସ୍ଲଟର ପ୍ଲେଟ୍ ଚୋରି ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ରତନପୁର ଗାଁର ଶରତ…
ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖସିଲେ ବଳାତ୍କାରୀ
ବ୍ରହ୍ମପୁର ଅଫିସ,୧୭।୧୦: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫାଷ୍ଟଟ୍ରାକ ପୋକ୍ସୋ ଜଜ୍ ଗଣେଶ୍ୱର ପତି ସୋମବାର ରାୟ ଶୁଣାଇଛନ୍ତି। ପ୍ରମାଣ ଅଭାବରୁ କୋର୍ଟ ଅଭିଯୁକ୍ତ ଜରଡ଼ା ଥାନା ଇଲାକାର ବିଜୁ ସାହୁ(୨୪)ଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଏନେଇ ମୁଦୁଲାଙ୍କ…
ମା’ ଗଜଲକ୍ଷ୍ମୀଙ୍କୁ ବିଦାୟ, ପୁଣି ଆର ବର୍ଷକୁ ଅପେକ୍ଷା…
ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିର ପୂଜାମଣ୍ଡପରେ ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଦୀଘ ୮ ଦିନ ଧରି ପୂଜା ପାଉଥିବା ମା ଗଜଲକ୍ଷ୍ମୀଙ୍କୁ ସୋମବାର ବିଦାୟ ଦିଆଯାଇଛି। ବିଦାୟ ଦେବା ବେଳେ ସମସ୍ତଙ୍କ ଆଖିରୁ ଲୁହ ଝରିପଡ଼ିଥିଲା। ପୁଣି ଆରବର୍ଷକୁ ମା’ଙ୍କ…
ଆଦର୍ଶ ବିଦ୍ୟାଳୟର ୨ କର୍ମଚାରୀ ହାତାହାତି: ସୋସିଆଲ ମିଡିଆରେ ଭାଇରାଲ
ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡ଼ା ଆଦର୍ଶ ବିଦ୍ୟାଳୟର ଜଣେ ମହିଳା ଏବଂ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତା ବାଇଧର ମନ୍ଦିର ନିକଟରେ ହାତାହାତି ହୋଇଛି। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ…
ଦୂଷିତ ପାଣି ମୁଖ୍ୟ କାରଣ: ସିଡିଏମ୍ଓ
ବ୍ରହ୍ମପୁର ଅଫିସ,୧୭ା୧୦: କୁକୁଡ଼ାଖଣ୍ଡି ବ୍ଲକ୍ ଲାଠି ଗ୍ରାମରେ ଗତ ୧ ତାରିଖରୁ ଝାଡ଼ାବାନ୍ତି ବ୍ୟାପିଥିଲା। ଲାଠି ପଞ୍ଚାୟତର ଲାଠି ଓ ବେନ୍ଧାଳିଆ ଗ୍ରାମର ପ୍ରାୟ ୬୦ଜଣ ଏଥିରେ ଆକ୍ରାନ୍ତ ହୋଇଥିଲେ। ପାଣି ଯୋଗୁ ଗାଁରେ ଝାଡ଼ାବାନ୍ତି ବ୍ୟାପିଥିବା ସ୍ବାସ୍ଥ୍ୟ ବିଭାଗ ଅନୁମାନ…
ଦୀପାବଳି ପୂର୍ବରୁ ଜବତ ହେଲା ବାଣ
ଗଞ୍ଜାମ,୧୬।୧୦(ଡି.ଏନ୍.ଏ. ): ଦୀପାବଳି ପୂର୍ବରୁ ଗଞ୍ଜାମ ଥାନା ଅଧୀନ ଦାମୋଦରପୁର କଲେଜ ରୋଡ଼ରୁ ରବିବାର ବିପୁଳ ପରିମାଣର ବାଣ ଜବତ ହୋଇଛି। ଜଣେ ବ୍ୟକ୍ତି ବେଆଇନ ଭାବେ ବାଣ ରଖିଥିବା କୌଣସି ସୂତ୍ରରୁ ଖବର ପାଇ ପୋଲିସ ସେଠାରେ ଚଢ଼ାଉ କରି…
ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଜେଲ ଗଲେ ଯୁବକ
ବ୍ରହ୍ମପୁର ଅଫିସ,୧୬ା୧୦: ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ଲାଠି ଗ୍ରାମରୁ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ନାରାୟଣ ଗୌଡ଼ (୨୮)। ପରେ ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶ…
ଜିଦ୍ରେ ଅଟଳ ଗୌଡ଼ବନ୍ଧ ବସ୍ତିବାସିନ୍ଦା
ବ୍ରହ୍ମପୁର ଅଫିସ,୧୬ା୧୦: ବ୍ରହ୍ମପୁର ମହାନଗର ନିଗମ ୩୭ ନଂ.ୱାର୍ଡ ଅନ୍ତର୍ଗତ ଗୌଡବନ୍ଧ ବସ୍ତି ବାସିନ୍ଦା ବୁଧବାରଠାରୁ ଉଚ୍ଛେଦ ପରେ ସେମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ବସ୍ତି ବାସିନ୍ଦା ବର୍ତ୍ତମାନ ରହୁଥିବା ସ୍ଥାନରେ ଘର ଦେବା ପାଇଁ…
ଗୋଟିଏ ସିଲିଣ୍ଡରରୁ ୩ଶିଶୁଙ୍କୁ ଅକ୍ସିଜେନ
ବ୍ରହ୍ମପୁର ଅଫିସ,୧୬ା୧୦: ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ହୃଦ୍ରୋଗ (କାର୍ଡିଓଲୋଜି) ବିଭାଗର ସ୍ପେଶାଲ ନିୟୁ ବର୍ନ କେୟାର ୟୁନିଟ୍ (ଏସ୍ଏନ୍ସିୟୁ) ୱାର୍ଡରେ ଶନିବାର ଗୋଟିଏ ସିଲିଣ୍ଡରରୁ ୩ ଶିଶୁଙ୍କୁ ବିପଦପୂର୍ଣ୍ଣ ଭାବେ…
ଗୋଟିଏ ଦିନରେ ଦାୟିତ୍ୱ ଗ୍ରହଣ କଲେ ୩ ଅଧିକାରୀ
ଗଞ୍ଜାମ,୧୫ା୧୦(ଡି.ଏନ୍.ଏ.): ଗଞ୍ଜାମରେ ଥିବା ବିଭିନ୍ନ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ବିଭିନ୍ନ ପଦବୀ ଖାଲି ପଡ଼ିଥିଲା। ଗୋଟିଏ ଦିନରେ ୩ ପ୍ରମୁଖ ଅଧିକାରୀ ତଥା ବ୍ଲକ କାର୍ଯ୍ୟାଳୟ ନୂତନ ବିଡିଓ ଭାବେ ଜସ୍ମିନ ପ୍ରଧାନ, ନୂତନ ଏନ୍ଏସି ଇଓ ଭାବେ ଅବିନାଶ ମିଶ୍ର…
ବିଦେଶରେ ପ୍ରସ୍ତୁତ ହେବ ମାଣ୍ଡିଆ ଖାଦ୍ୟ
ପୋଲସରା,୧୫ା୧୦(ଡି.ଏନ.ଏ.): ଓଡ଼ିଶାର ମିଲେଟ ଖାଦ୍ୟ ପ୍ୟାରିସରେ ବିଦେଶୀମାନଙ୍କ ମନ ମୋହିବ। ଓଡିଶା ମିଲେଟ ମିଶନର ସହଯୋଗରେ ପୋଲସରା ବ୍ଲକ ଚିରିକିପଡା ଶାସନ ଗ୍ରାମର ରାଇମାଳି ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଏହି ସୁଯୋଗ ମିଳିଛି। ଓଡିଶା ସରକାର ପୃଷ୍ଟିସାର ଯୁକ୍ତ ମିଲେଟ…
ଛତିଶଗଡ଼ର ୨୧ ଜଣିଆ ସିଡିପିଓ ଟିମ୍ଙ୍କ ଗଞ୍ଜାମ ପରିଦର୍ଶନ
ଗଞ୍ଜାମ,୧୫ା୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ଗ୍ରାମକୁ ଛତିଶଗଡର ୨୧ ଜଣିଆ ସିଡିପିଓ ଟିମ ପରିଦର୍ଶନରେ ଆସି ଗଞ୍ଜାମ ବ୍ଲକରେ ସମନିତ୍ୱ ଶିଶୁ ବିକାଶ ଯୋଜନାର ବିଭିନ୍ନ କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ଆଲୋଚନା କରିଥିଲେ। ମୋ ଗେହ୍ଲାଝିଅ, ଅଦ୍ୱିକା, ବାଲ୍ୟବିବାହ ମୁକ୍ତ, କନ୍ୟା…
Archives


