ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର
ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଅତିରିକ୍ତ ଜିଲାପାଳ ଲିନା କୁମାରୀ ଖେସ୍ଙ୍କୁ କବିସୂର୍ଯ୍ୟନଗର ଶାଖା ପକ୍ଷରୁ ଗୁରୁବାର ପ୍ରଦାନ କରାଯାଇଛି।…
ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ
ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ । କାଳିପଲ୍ଲୀ ଗ୍ରାମର ଜେ.ଡିଲେଶ୍ୱର ପାତ୍ର ଡିସେମ୍ବର ୩ ରବିବାର ଗୋପାଳପୁରରୁ ଖେଳ ଦେଖି ଫେରୁଥିବା…
ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା
ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ ଏକର ଜମିର ଫସଲ ପାଣିରେ ବୁଡିଯାଇଛି। ଫଳରେ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହୋଇ ଆସୁଥିବା…
ଅଦିନିଆ ବର୍ଷାରେ ବୁଡ଼ିଲା ଗାଁ
ଛତ୍ରପୁର,୬ା୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷାରେ ବେହାଲ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗାଁ। ଲଗାଣ ବର୍ଷା ଯୋଗୁ ଗ୍ରାମର ମୁଖ୍ୟ ରାସ୍ତାରେ ପାଣି ଜମି ରହିଛି। ଏହା ଦ୍ୱାରା ଡେଙ୍ଗୁ ରୋଗ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ରହିଥିବାରୁ…
ଅଦିନିଆ ବର୍ଷାରେ ବେହାଲ ସାନ ଆର୍ଜିପଲ୍ଲୀ ଗାଁ
ଛତ୍ରପୁର, ୬।୧୨(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗାଁ ଅଦିନିଆ ବର୍ଷାରେ ବେହାଲ ହୋଇଛି । ଲଗାଣ ବର୍ଷା ଯୋଗୁ ଗ୍ରାମର ମୁଖ୍ୟ ରାସ୍ତାରେ ପାଣି ଜମି ରହିଛି । ଏ ନେଇ ଅନେକ…
ଗାଡ଼ିରେ ପୋଲିସ ଲେଖି ଗଞ୍ଜେଇ ଚାଲାଣ
ମୋହନା,୬।୧୨(ମନ୍ମଥ ମିଶ୍ର): ଗାଡିରେ ପୋଲିସ ଲେଖି ଗଞ୍ଜେଇ ଚାଲାଣ କରୁଥିବା ବେଳେ ଗାଡି ସହ ୨ ଜଣଙ୍କୁ କାବୁ କରିଛି ମୋହନା ପୋଲିସ। ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ନିକଟସ୍ଥ ଅଠରନଳାଠାରେ ପୋଲିସ ଲେଖାଥିବା ଏକ ଝାଡଖଣ୍ଡର ଗାଡ଼ି (ଜେଏଚ୍୦୧ ଇଏଫ…
ବସୁଧା ଯୋଜନାରୁ ବଞ୍ଚିତ ୫୦ରୁ ଊର୍ଦ୍ଧ୍ୱ ପରିବାର
କୁକୁଡାଖଣ୍ଡି,୬।୧୨(ପ୍ରତାପ କୁମାର ସାହୁ): କୁକୁଡାଖଣ୍ଡି ରୋଡ଼ସାହିର ୫୦ରୁ ଉର୍ଦ୍ଧ୍ୱ ପରିବାର ବିଭିନ୍ନ ସମସ୍ୟା ମଧ୍ୟରେ ଅଛନ୍ତି। ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା, ବିଦ୍ୟୁତ ଖୁଣ୍ଟରେ ଆଲୋକୀକରଣ ଏବଂ ସବୁ ଘରକୁ ପାନୀୟ ଜଳ ଯୋଗାଇବା ଆଦି ଦାବି ନେଇ ବହୁ ମହିଳା…
ଜେଲରେ ୧୦ ଦିନ ପରେ ଜଣାଗଲା ନାବାଳକ
ବ୍ରହ୍ମପୁର,୬।୧୨ (ସୁବାସ ଚନ୍ଦ୍ର ପାଢ଼ୀ): ଗୋଳନ୍ଥରା ଥାନା ପଞ୍ଚମା ଗ୍ରାମରେ ବାପା-ପୁଅଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଜେଲରେ ଥିବା ଅଭିଯୁକ୍ତ ଜଣେ ନାବାଳକ ବୋଲି ୧୦ଦିନ ପରେ ମଙ୍ଗଳବାର ଜଣାପଡିଛି। ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିବା ବେଳେ ଜନ୍ମ ତାରିଖରେ…
ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ
ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ ସନ୍ଧ୍ୟାରେ ସେହି ଫଳକକୁ ନେଇ ପଞ୍ଚାୟତର ଅନ୍ୟ ଏକ ସ୍ଥାନରେ ଫିତା କାଟି ଶିଳାନ୍ୟାସ…
ବାତ୍ୟା ‘ମିଗ୍ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ
ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍ଜୋମ’ ଭୟଙ୍କର ରୂପ ନେଇ ମଙ୍ଗଳବାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷେ ବାତ୍ୟା ପ୍ରଭାବରେ ଗଞ୍ଜାମ…
ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ: ଥାନାରେ ଅଭିଯୋଗ କଲେ ସ୍ତ୍ରୀ
ଜଗନ୍ନାଥପ୍ରସାଦ,୪ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ତାଙ୍କ ଘରୁ ଜବତ କରାଯାଇଛି। ମୃତକ ହେଲେ କପିଳା ବେହେରା। ସ୍ବାମୀ ମଦ ପିଇବାକୁ ଟଙ୍କା ମାଗିବାରୁ ତାଙ୍କ ସହ ଝଗଡ଼ା…
୨୧ ବର୍ଷ ପରେ ପୋଲିସ ଇନ୍ସପେକ୍ଟରଙ୍କୁ ୨ ବର୍ଷ ଜେଲ
ବ୍ରହ୍ମପୁର, ୪ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୧ ବର୍ଷ ପରେ ଏକ ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଡ. ଅରୁଣ କୁମାର ସାହୁ ସୋମବାର ଉକ୍ତ ମାମଲାର ଶୁଣାଣି କରି ତତ୍କାଳୀନ ପୋଲିସ…
Archives


