ଗଞ୍ଜାମ

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ମୃତା ଜଣଙ୍କ…

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ସକାଳୁ ମତଦାନ ଆରମ୍ଭ ହେବ। ପୁରୁଷୋତ୍ତମପୁର ବ୍ଲକରେ ଯାଉଥିବା ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ ୧୫…

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ। ଉଭୟଙ୍କୁ ଖଲ୍ଲିକୋଟ ପୋଲିସ ଗିରଫ ପରେ ଏସ୍‌ଆଇଟି ଟିମ୍‌କୁ ହସ୍ତାନ୍ତର…

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା । ଏହି ଖବର ସାରା ରାଜ୍ୟରେ…

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ, ଆସିକା ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା…

ଆସିକାର ବିକାଶ ଶୀର୍ଷ ଛୁଇଁବ: ମଞ୍ଜୁଳା

ଆସିକା/ବ୍ରହ୍ମପୁର,୧୯ା୫(ସୁରେନ୍ଦ୍ରନାଥ ସାହୁ/ଅଶୋକ କୁମାର ସାହୁ):ଆସନ୍ତା ୨୦ ତାରିଖରେ ଆସିକା ସଂସଦୀୟ କ୍ଷେତ୍ର ଓ ଏହା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଆସିକା ବିଧାନସଭା କ୍ଷେତ୍ରରେ ୬ ବିଧାୟକ ପ୍ରାର୍ଥୀ ଲଢ଼ୁଛନ୍ତି। ବିଜେଡି ପୁରୁଣା ମୁହଁ…

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି l ତେବେ ଟ୍ରେନରେ ଗିଟି ବୋଝେଇ…

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି। ଏହି ଶେଷଦିନରେ କଂଗ୍ରେସ, ବିଜେଡି ଓ ଭାଜପା ପକ୍ଷରୁ ପ୍ରଚାର କରାଯାଇଥିବା ବେଳେ ସେଥିମଧ୍ୟରୁ…

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ କରିବେ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଆର୍‌. କେ. ଶର୍ମା ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟରେ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ ସଭା ଓ ୮ ଟି ବିଧାନସଭା ପାଇଁ ନିର୍ବାଚନ ହେବ। ଭଞ୍ଜନଗର, ଆସିକା, ସୋରଡ଼ା,…

ଡଙ୍ଗା ତିଆରି କରୁଥିବା ସମୟରେ ଲାଗିଲା କରେଣ୍ଟ, ମତ୍ସ୍ୟଜୀବୀଙ୍କ ଜୀବନ ଗଲା

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଚିଲିକା କୂଳରେ ଡଙ୍ଗା ତିଆରି କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତ ଲାଗି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା କଣ୍ଡରାପଡ଼ା ଗ୍ରାମର ଧ୍ରୁବ ଟହଲ(୩୫) ଶୁକ୍ରବାର ସନ୍ଧ୍ୟାରେ ପଥରା…

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀ ଓ କନ୍ଧମାଳ ଲୋକ ସଭା ଅଧୀନ ଗୋଟିଏ ସମେତ ୮ ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?