ଗଞ୍ଜାମ

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା କରାଯାଇଛି। ପୋଷ୍ଟର ବିବାଦ ନୁହେଁ, କେବଳ ଦଳ ପରିବର୍ତ୍ତନ ପାଇଁ ହତ୍ୟା କରାଯାଇଛି। ମୋ…

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ ଠିକାଦାରଙ୍କୁ ଆକ୍ରମଣ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବ୍ୟବସାୟିକ ମତଭେଦକୁ ନେଇ ଏପରି…

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ…

କଂଗ୍ରେସର ପ୍ରଚାର ଜୋରଦାର , ଭୋଟରଙ୍କ ମନମୋହୁଛନ୍ତି ଚିତ୍ରସେନ

ପୁରୁଷୋତ୍ତମପୁର,୧୭।୫ (ସିମାଞ୍ଚଳ ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ,ବିଜେଡି ଓ ଭାଜପା ମଧ୍ୟରେ ତ୍ରୀମୁଖି ଲଢେଇ ହେଉଥିବାବେଳେ ପ୍ରଚାରରେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ ବେହେରା (ଉଜଳ) ଆଗୁଆ ରହିଛନ୍ତି ା ସୁନ୍ଦର ସୁନ୍ଦର ଆଲବମ ଗୀତର ତାଳେ ତାଳେ ସହ ବିଜେଡି…

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର ତଦନ୍ତକାରୀ ଦଳ ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ। ଏଥିସହ ସାଇଣ୍ଟିଫିକ୍‌ ଫନେସିକ୍‌ ଓ…

ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା: ପୁନମ-ଦିପ୍ତିମୟୀ ଟପ୍ପର

ପୁରୁଷୋତ୍ତମପୁର, ୧୭।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି। ଦଶମ ଶ୍ରେଣୀରେ ୭୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୭୦ ଜଣ ପାସ…

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା ଗତଥରର ପ୍ରାର୍ଥୀଙ୍କୁ ରିପିଟ କରିଥିବା ବେଳେ କଂଗ୍ରେସ ନୂଆ ମୁହଁ ଉପରେ ଭରସା କରିଛି।…

କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ ଆକ୍ରମଣ ଘଟଣାରେ ବ୍ରହ୍ମପୁର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଗିରଫ ହୋଇଥିଲେ। ଗୁରୁବାର ଜଣେ ପ୍ଲଟ…

ଖଲ୍ଲିକୋଟ୍‌ରେ ୧୪୪ ଧାରା ଜାରି

ଖଲ୍ଲିକୋଟ,୧୭ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇଛି ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ। ରାଜନୈତିକ ହିଂସାରେ ଜଣେ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମର ଦିଲ୍ଲୀପ ପାହାନ…

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଭ୍ୟାନ୍‌ ଯୋଗେ ନେଉଥିବା ବେଳେ ଉତ୍ତ୍ୟକ୍ତ ଲୋକଙ୍କ ମଧ୍ୟରୁ କେହିଜଣେ ଟେକା ମାରିବା ଫଳରେ…

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି । ପୋଲସରା ତୋଟାସାହିର ଜଣଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ ହୋଇଛି । ଗୁଳିମାଡର…

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। କହିରଖୁଛୁ କି, ଖଲ୍ଲିକୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?