ଗଞ୍ଜାମ

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମରେ ହଠାତ୍‌ ମାଟି ଦବିଯାଇ ୧୦ ଫୁଟରୁ ଊର୍ଦ୍ଧ୍ୱ ଗଭୀର…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି କେଉଁ ଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଥିଲା।ଏନେଇ ନାବାଳିକାଙ୍କ ପରିବାର ଲୋକେ ଗତ ଶୁକ୍ରବାର…

ସ୍ତ୍ରୀ ଶୋଇଥିବା ବେଳେ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ, ଏବେ ଗଲେ ଜେଲ

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଏ.ଅନ୍ତରା ପାତ୍ର ତାଙ୍କ ସ୍ତ୍ରୀ ଏ.ଶଶି ପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ…

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର ଧରିଥିଲା। ଏନେଇ ହୁମ୍ମାର ଏକ ପ୍ରତନିଧି ଦଳ ସେତେ ବେଳେ ବିଭାଗୀୟ ମନ୍ତ୍ରୀଙ୍କୁ…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପସଭାପତି ଡଃ ପ୍ରଶାନ୍ତ କୁମାର ଶତପଥୀ, ସାଧାରଣ ସମ୍ପାଦକ ସୋମନାଥ ସାହୁ, ସମ୍ପାଦକ…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା ଡ୍ରାଇଭରଙ୍କ ସମେତ ୧୩ ଜଣ ବୋଲବମ୍‌ ଭକ୍ତ (କାଉଡ଼ିଆ)…

ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର ପକ୍ଷରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସାଧାରଣ ଲୋକଙ୍କ ମଧ୍ୟରେ…

ଏନ୍‌ପିଏସ୍‌ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍‌ପିଏସ୍‌ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ। ଅବସର ପରେ ଶିକ୍ଷକମାନଙ୍କ ଆର୍ଥିକ ସୁରକ୍ଷାକୁ ନେଇ ଏଭଳି ଉଦ୍‌ବେଗ ପ୍ରକାଶ କରିଛି…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଗତ ଶୁକ୍ରବାର ପାଟପୁର ଥାନାରେ ଏତଲା ଦିଆଯାଇଥିଲା। ଥାନା ଆଇଆଇସି…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା ଦିଗପହଣ୍ଡି ଅନ୍ତର୍ଗତ କେ. ନୂଆଗାଁ ପୋଲିସ ଶନିବାର ଚାନ୍ଦପୁର ପଞ୍ଚାୟତ ପତ୍ରଚୁଡ଼ି ଗ୍ରାମର…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ସହ ପ୍ୟାରେଡ୍ ଅନୁଷ୍ଠିତ ହେବ। ଏହି ଅବସରରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି। ବିଜୟ କୌଣସି କାମରେ ଚିକିଟି ବଜାର ଆସିଥିଲେ। ବିଜୟ ଘରକୁ ଫେରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?