ଗଞ୍ଜାମ

ତାରାତାରିଣୀଙ୍କ ପୀଠରେ ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ

ପୁରୁଷୋତ୍ତମପୁର,୨୯।୧୨(ଡି.ଏନ.ଏ.): ପୁରୁଷ ହକି ବିଶ୍ବକପ୍‌ ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରବାର ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ କରାଯାଇଛି। ତାରାତାରିଣୀଙ୍କ ପୀଠରେ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା, ଅଖାରେ ଭର୍ତ୍ତି କରି ନାଳରେ ଫୋପାଡି ଥିଲେ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ଗତ ୧୯ ତାରିଖରୁ ନିଖୋଜ ଥିବା କୃଷ୍ଣଚନ୍ଦ୍ର ବେହେରାଙ୍କ ଗଳିତ ମୃତଦେହ ପୋଲିସ ଗଜପତି ଜିଲା ଆର.ଉଦୟଗିରି ଥାନା ଲାଞ୍ଜିଆ ଗ୍ରାମ ନିକଟ ମାଙ୍କଡଡିଆଁ ନାଳରୁ ବୁଧବାର ଜବତ କରିଛି। ଅଖାରେ ବନ୍ଧାଯାଇଥିବା ମୃତଦେହକୁ…

ତଦନ୍ତ କରିବେ ଜିଏସ୍‌ଟି ଅଧିକାରୀ

ଛତ୍ରପୁର,୨୮।୧୨(ଡି.ଏନ.ଏ): ଗଞ୍ଜାମ ଜିଲାରେ ଜିଏସ୍‌ଟି ଅଧିକାରୀ ଦର୍ଶାଇ ଟ୍ରକ୍‌ ଡ୍ରାଇଭରଙ୍କୁ ମାଡମାରି ଟଙ୍କା ଠକେଇ ସହ ଲକ୍ଷାଧିକ ଟଙ୍କାର ଡିଲକ୍ସ ପାନ ମସଲା ଲୁଟ୍‌ ମାମଲାର ତଦନ୍ତ ଜାରି ରହିଛି ା ଏଥିରେ ୩ ନକଲି ଜିଏସ୍‌ଟି ଅଧିକାରୀଙ୍କ ସମେତ ୪…

କାର୍ଯ୍ୟ ଦକ୍ଷତାରେ ଆସିକା ଥାନା ରାଜ୍ୟରେ ପ୍ରଥମ

ଆସିକା,୨୮।୧୨(ଡି.ଏନ.ଏ): କାର୍ଯ୍ୟଦକ୍ଷତା, କର୍ତ୍ତବ୍ୟନିଷ୍ଠତା ଓ ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ସେବା ଯୋଗାଇ ଆସିକା ଥାନା ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି ା ରାଜ୍ୟ ଅପରାଧ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ପ୍ରଥମ କରି ୨୦୨୨ରେ ରାଜ୍ୟର ୬୪୩ ଥାନାର ବିଭିନ୍ନ…

ଗିରଫ ଶଳା ଭାଉଜ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୮।୧୨: ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ତୃପ୍ତିନଗରରେ ଗତ ୨୨ ତାରିଖ ରାତିରେ ରଞ୍ଜିତ ପାତ୍ର(୩୫)ଙ୍କର ତାଙ୍କ ଶଳାଘରେ ମୃତ୍ୟୁ ଘଟିଥିଲା। ଯାହାକୁ ନେଇ ପରିବାର ଲୋକ ଏହା ଯୋଜନାବଦ୍ଧ ଭାବେ ମାରିଥିବା ନେଇ ଅଭିଯୋଗ କରିଥିଲେ। ପୋଲିସ ମୃତଦେହ…

ବେଳାଭୂମି ପାସ୍‌ ବିକ୍ରି ଅଭିଯୋଗରେ ଜଣେ ଅଟକ

ବ୍ରହ୍ମପୁର ଅଫିସ,୨୮।୧୨: ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ଅନ୍‌ଲାଇନରେ ପାସ୍‌ ପାଇବା ପାଇଁ ଓଏଲ୍‌ଏକ୍ସ ୱେବ୍‌ସାଇଟର ଆଇଡି ପ୍ରସ୍ତୁତ କରି ଦୁଇଦିନ ତଳେ ଜଣେ ଯୁବକ ଧରାପଡ଼ିଥିଲେ। ସେହିପରି ପୁଣି ଦୁଇଜଣ ଯୁବକ ନକଲି ପାସ୍‌ ଧରି ବେଳାଭୂମି ମହୋତ୍ସବକୁ ଯିବା ବେଳେ…

ଦର୍ଶକଙ୍କୁ ବିମୋହିତ କଲେ ଅର୍‌ମାନ

ବ୍ରହ୍ମପୁର ଅଫିସ/ଗୋପାଳପୁର, ୨୮।୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବର ୪ର୍ଥ ସନ୍ଧ୍ୟାରେ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା। ମେଗା ସେଲିବ୍ରିଟି କାର୍ଯ୍ୟକ୍ରମରେ ବଲିଉଡ୍‌ର ଖ୍ୟାତନାମା କଣ୍ଠଶିଳ୍ପୀ ଅରମାନ୍‌ ମଲିକଙ୍କ କାର୍ଯ୍ୟକ୍ରମକୁ ନେଇ ଗୋପାଳପୁର ସମେତ ବ୍ରହ୍ମପୁରବାସୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ…

ବ୍ୟବସାୟ ଋଣ ଶୁଝିପାରିଲେନି ବନ୍ଧକ ଘର ସିଲ କଲା ବ୍ୟାଙ୍କ

ପୋଲସରା,୨୭ା୧୨(ଡି.ଏନ.ଏ.): ବ୍ୟବସାୟ ପାଇଁ ଆଣିଥିବା ଋଣ ଶୁଝି ନ ପାରିବାରୁ ଜଣେ ବ୍ୟକ୍ତି ବନ୍ଧକ ରଖିଥିବା ଘରକୁ ବ୍ୟାଙ୍କ ପକ୍ଷରୁ ସୋମବାର ସିଲ କରାଯାଇଛି। ପୋଲସରା ବ୍ଲକ ହାତୀଓଟ ଗ୍ରାମର ଫକୀର କୁମାର ଜେନା ବ୍ୟବସାୟ ପାଇଁ ନିଜ ଦୋକାନ ନାମରେ…

ମାଫିଆଙ୍କ କବ୍‌ଜାରେ ଠାକୁର ଜମି

ପୁରୁଷୋତ୍ତମପୁର,୨୭ା୧୨(ଡି.ଏନ.ଏ.): ପୁରୁଷୋତ୍ତମପୁର ସହର ଉପକଣ୍ଠରେ ରାଧାକୃଷ୍ଣ ଠାକୁରଙ୍କ ନାମରେ ଥିବା ପ୍ରାୟ ଏକ ଏକରରୁ ଉର୍ଦ୍ଧ୍ୱ ଜମିକୁ ମାଫିଆମାନେ କବଜା କରିନେଇଥିବା ଅଭିଯୋଗ ହୋଇଛି। ଏହି ଜମିକୁ ଜଣେ ବ୍ୟକ୍ତି ତହସିଲରେ ନିଜ ନାମରେ ପଟ୍ଟା କରାଇ ନେଇଥିଲେ। ଗତ କିଛିଦିନ…

 ଜମିମାଫିଆଙ୍କ କବଜାରେ ରାଧାକୃଷ୍ଣଙ୍କ ଜମିକୁ ନେଇ ଅଭିଯୋଗ  

ପୁରୁଷୋତ୍ତମପୁର,୨୭/୧୨(ଡିଏନ୍ଏ) ଗଞ୍ଜାମ ଜିଲା ପୁରୁଷୋତ୍ତମ ପୁର ସହର ଉପକଣ୍ଠରେ ରାଧାକୃଷ୍ଣ ମହାପ୍ରଭୁବିଜେ ନାମରେ ଥିବା ପ୍ରାୟ ଏକ ଏକରରୁ ଉର୍ଦ୍ଧ ଜମିକୁ ଜମି ମାଫିଆ ମାନେ କବଜା କରିନେଇଥିବା ଅଭିଯୋଗ ହୋଇଛି । ଏହି ଜମିକୁ ଜୈନିକ ବ୍ୟକ୍ତି ତହସିଲରେ କୁଆଡେ …

୩ ନକଲି ଜିଏସ୍‌ଟି ଅଧିକାରୀଙ୍କ ସମେତ ୪ ଗିରଫ

ଛତ୍ରପୁର,୨୭ା୧୨(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଜିଏସ୍‌ଟି ଅଧିକାରୀ ଦର୍ଶାଇ ଟ୍ରକ୍‌ ଡ୍ରାଇଭରଙ୍କୁ ମାଡ଼ ମାରି ଟଙ୍କା ଠକେଇ ସହ ୬୦ ବସ୍ତା ଡିଲକ୍ସ ପାନ ମସଲା ଲୁଟ୍‌ ମାମଲାର ପର୍ଦ୍ଦାଫାଶ ହୋଇଛି। ଛତ୍ରପୁର ଥାନା ପୋଲିସ ଏହି ମାମଲାରେ ୩ନକଲି ଜିଏସ୍‌ଟି ଅଧିକାରୀଙ୍କ ସମେତ…

ଅବସରପ୍ରାପ୍ତ ଫରେଷ୍ଟରଙ୍କୁ ୨ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୭ା୧୨: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ଅଶୋକ କୁମାର ହୋତା ଭଞ୍ଜନଗର ସମ୍ମନ୍ବିତ ଜଳ ବିଭାଜିକା ପ୍ରକଳ୍ପ କର୍ମଚାରୀ ତଥା ବନପାଳ ଭାବେ ୧୯୯୭ରେ କାମ କରୁଥିଲେ। ସେହି ସମୟରେ ତାଙ୍କ ବିରୋଧରେ ଆୟ ବହିର୍ଭୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri