ଗଞ୍ଜାମ

କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା

ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୈଦ୍ୟନାଥପୁର ଥାନା ଆଙ୍କୁଲି କୁମ୍ଭାରପଲ୍ଲୀର ସୁନୀଲ କୁମାର ନାହାକ(୩୧)। ଅଂଶୁଘାତରେ ତାଙ୍କର…

ଭାଜପାରେ ମିଶିଲେ ପୂର୍ବତନ ବିଧାୟକ

ବୁଗୁଡ଼ା,୧୦ା୫(କାଳୀଚରଣ ଦାଶ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଶୁକ୍ରବାର ବୁଗୁଡ଼ାସ୍ଥିତ ଦଳୀୟ କାର୍ଯ୍ୟାଳୟଠାରେ ପୂର୍ବତନ ବିଧାୟକ ସୀମାଞ୍ଚଳ ବେହେରା ଭାଜପାରେ ସାମିଲ ହୋଇଥିବା ଜଣାପଡ଼ିଛି। ବୁଗୁଡ଼ା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଭାଜପାର ବିଧାୟକ…

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ ମୃତଦେହ ରଣ୍ଢା ସରପଞ୍ଚ ଅଜିତ ରାଉଳଙ୍କ ସହାୟତାରେ ଗ୍ରାମରେ ପହଞ୍ଚିଛି। ମୃତଦେହ ଗାଁରେ ପହଞ୍ଚିବା…

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି ଓ ଚିକିଟି ବିଧାନସଭା ଆସନଗୁଡିକର ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନ ସକାଶେ ସମୁଦାୟ…

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେଇ ବିଧାୟକ…

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ ବୁଥ ନିର୍ମାଣ ହେବ। ଅଦରକାରୀ ସାମଗ୍ରୀରେ ତିଆରି ହୋଇଥିବା ଟୁଲ, ଟେବୁଲ ଓ ଅନ୍ୟାନ୍ୟ…

ବ୍ରହ୍ମପୁର ଗଣବଳାତ୍କାର: ୫ ଛାତ୍ର କୋର୍ଟ ଚାଲାଣ

ବ୍ରହ୍ମପୁର,୯ା୫(ସୁବାସ ଚନ୍ଦ୍ର ପାଢ଼ୀ)ବ୍ରହ୍ମପୁର ସହରରେ ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ଗିରଫ ୫ ଜଣ କଲେଜ ଛାତ୍ରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଇଞ୍ଜିନିୟରିଂ ଛାତ୍ର ରୁତୁନ କୁମାର ଦାଶ(୨୨), ଆକାଶ ନାୟକ (୨୬), ଜୁମନ ଗୌଡ଼…

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ ହୋଇଥିବା ବେଳେ ଗାଁରେ ନେଟ୍‌ଓ୍ବର୍କ ନ ଥିବାରୁ ଗାଁ ଛାଡୁଛନ୍ତି ଅଧିବାସୀ। ତେଣୁ ଭୋଟ…

ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍‌, ଆଶାବାଡ଼ି

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ମିଳିଥିବା ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ପଣ୍ଡିତ ଗାଁ ପୋଖରୀରେ ଜଣେ ଅଚିହ୍ନା…

ଭଉଣୀ ବାହାଘରରେ ଲକ୍ଷାଧିକ ଟଙ୍କା ଋଣ କରିଥିଲେ ଭାଇ, ଶୁଝିବା ପାଇଁ ଦାଦନ ସାଜି ବିଦେଶରେ ଗଲା ଜୀବନ

ଗଞ୍ଜାମ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତେନ୍ତୁଳିଆପଲ୍ଲୀ ପଞ୍ଚାୟତ ବାଗଲପୁର ଗ୍ରାମର କାର୍ତ୍ତିକ ପ୍ରଧାନ ଓ ତାଙ୍କ ପୁଅ ସାଗର ପ୍ରଧାନ ଦୀର୍ଘ ୧୦ ମାସ ହେଲା ରୋଜଗାର ଆଶାରେ ଭିଟାମାଟି ଛାଡ଼ି ଦେଶ ବାହାରକୁ ଯାଇଥିଲେ। ବାପା…

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି। ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା ଗ୍ରାମର ପୂର୍ବତନ ଭାଜପା ନଗର ସଭାପତି ସୁଦାମ ଚରଣ ଜେନା ତାଙ୍କ ସମର୍ଥକଙ୍କ ସହ…

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ ତାଙ୍କର ୮ଜଣ ସହପାଠୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ଥାନା ପୋଲିସ ପୀଡିତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?