ଗଞ୍ଜାମ

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ଲତିକା ପ୍ରଧାନ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ…

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୧୭୯/୨୪) ରୁଜୁ କରିଛି। ମମତାଙ୍କଠାରୁ ଗ୍ରାମର…

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା ସାହୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ…

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ କଣମଣା ଗ୍ରାମର ଏସ୍‌. କ୍ରିଷ୍ଣା…

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କରନ୍ଦାପଲିର ଏନ୍‌ ସୀମା ଓରଫ…

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ ଦୁଖଃଦ ଘଟଣା ଘଟିଛି ସଂକୁରୁ-ବୁଗୁଡ଼ା ରାସ୍ତାର ବେତାରସିଂ ଗ୍ରାମ ନିକଟରେ। ମୃତକ ହେଲେ ସଂକୁରୁ…

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ ପାଟି କରୁଛନ୍ତି। ଡବଲ ଇଞ୍ଜିନ୍‌ ସରକାରରେ ସର୍ବନିମ୍ନ ମଜୁରୀ ୩୨୦, ୩୬୦ ଓ ୩୮୦…

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବୁଧବାର ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କୁ…

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ। ଅପ୍ରୀତିକର ପରିସ୍ଥିତିକୁ ରୋକିବା ନେଇ ଅନବରତ ଚଢାଉ କାର୍ଯ୍ୟ ଚାଲିଛି। ନଗଦ ଟଙ୍କା, ମଦ…

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ ହୋଇପଡିଛି। ଚଳିତ ନିର୍ବାଚନରେ ସୋସିଆଲ ମିଡିଆ ତଥା ଡିଜିଟାଲ ପ୍ଲାଟଫର୍ମ ଉପରେ ବିଭିନ୍ନ ଦଳ…

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ମଙ୍ଗଳବାର ରମେଶ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାୟକ ରମେଶ ନିଜ ସମର୍ଥକଙ୍କ ସହ…

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ସୋମବାର ନାମାଙ୍କନ ଦାଖଲ କରିଥିବା ବେଳେ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?