ଗଞ୍ଜାମ

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆଶିର୍ବାଦ ଲୋଡିଛନ୍ତି। ଏହି ଅବସରରେ ତାଙ୍କ ସହ ବିଜେଡି ନେତା…

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ ପେପର ରୋଲ୍‌ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଥିବା ବେଳେ ଅଳ୍ପକେ ଡ୍ରାଇଭର ଓ ହେଲପର…

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି ନାମାଙ୍କନ ପୂର୍ବରୁ ରାଲିରେ ଯୋଗ ଦେବା ନିମନ୍ତେ ରବିବାର ହିଞ୍ଜିଳିକାଟୁ ବ୍ଲକ କୁରେଇଶୁଣୀ ଠାରେ…

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ଘଟିଛି। ପଣ୍ଡିତରା ସାହିର ଅନୁସାୟା ସାହୁ (୭୦) କେତେଜଣ ମହିଳାଙ୍କ…

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ ନାୟକଙ୍କ ସ୍ତ୍ରୀ ତୁଳସା ନାୟକ। ରବିବାର ଅପରାହ୍ନରେ ତୁଳସା ନିକଟସ୍ଥ ତୋଟାକୁ ଆମ୍ବ ଗୋଟାଇବା…

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର ହେବା…

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା…

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ…

ନିର୍ବାଚନ ମଇଦାନରେ ନବୀନ ଷଷ୍ଠ, ବିକ୍ରମ ଆରୁଖ ସପ୍ତମ

ବ୍ରହ୍ମପୁର,୨୮ା୪(ନରସିଂହ ସାହୁ):ଗଞ୍ଜାମ ଜିଲାରୁ ରାଜନୀତି ଆରମ୍ଭ କରିଥିବା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାରମ୍ପରିକ ବିଧାନସଭା କ୍ଷେତ୍ର ହିଞ୍ଜିଳିରୁ ଏଥର ଷଷ୍ଠଥର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ସେହିପରି ବର୍ତ୍ତମାନର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଭଞ୍ଜନଗର ଆସନରେ…

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସୁଛି। ଏହା ଉପରେ ଅଂକୁଶ ଲଗାଇବା ପାଇଁ ଏମ୍‌କେସିଜି କର୍ତ୍ତୃପକ୍ଷ…

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ ଏନ୍‌ଏସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?