ଗଞ୍ଜାମ

୯ ପଞ୍ଚାୟତ ଚାଷୀଙ୍କୁ ମିଳିନି ଫସଲବୀମା

ଛତ୍ରପୁର,୧୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗତବର୍ଷ ଧାନ ଅମଳ ସମୟରେ ଅଦିନିଆ ବର୍ଷା ଫଳରେ ଅଧିକାଂଶ ଧାନ ଫସଲ ନଷ୍ଟ ହୋଇଯାଇଥିଲା। ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଭେ କରି ରିପୋର୍ଟ ଦେବା ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ମିଳିଥିଲା। କ୍ଷତିଗ୍ରସ୍ତ ଚାଷୀ ଲକ୍ଷାଧିକ…

ରାଜନୈତିକ ହିଂସା ନେଉଛି ମୁଣ୍ଡ: ୬ ମାସରେ ଗଲାଣି ୮ ଜୀବନ

ବ୍ରହ୍ମପୁର ଅଫିସ,୧୫ା୯: ରକ୍ତରଞ୍ଜିତ ହୋଇ ଉଠିଛି ଗଞ୍ଜାମ ଜିଲା। କଥା କଥାରେ ଗାଁରେ ଖଣ୍ଡା ବୁଲି ମୁଣ୍ଡ ଗଡ଼ୁଛି। ରାଜନୀତିରେ କ୍ଷମତା ଦଖଲକୁ କେନ୍ଦ୍ରକରି ହିଂସାକାଣ୍ଡ ଘଟି ଜୀବନ ହାନି ହେଉଛି। ଗତ ପ୍ରାୟ ୬ ମାସ ମଧ୍ୟରେ ୮ ଜଣଙ୍କ…

ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା: ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

ପୁରୁଷୋତ୍ତମପୁର,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ରାମ୍‌ସା ଗାଁର ପୂର୍ଣ୍ଣଚନ୍ଦ୍ର ନାହାକ ଓରଫ୍‌ ଟୁକୁ(୪୦)ଙ୍କୁ ମଙ୍ଗଳବାର କୋର୍ଟରେ ସାକ୍ଷୀ ଦେବାକୁ କହି ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ଏ ନେଇ ବ୍ରହ୍ମପୁର ପୋଲିସ ଏକ ହତ୍ୟା ମାମଲା…

ମନ୍ଦିର ତୋରଣ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ

ବ୍ରହ୍ମପୁର ଅଫିସ,୧୪।୯: କୋଭିଡ ମହାମାରୀ କାରଣରୁ ଗତ ୨ ବର୍ଷ ଧରି ଜିଲା ପ୍ରଶାସନର କଟକଣା ମଧ୍ୟରେ ସହରରେ ପୂଜା ମଣ୍ଡପରେ ଶାରଦୀୟ ଦୂର୍ଗା ପୂଜା ପାଳିତ ହୋଇଥିଲା। ତେବେ ମହାମାରୀ ହ୍ରାସ ପାଇବା ପରେ ଚଳିତ ବର୍ଷ ସହରରେ ବିଭିନ୍ନ…

ବିପର୍ଯ୍ୟୟ ମୁକାବିଲା ଖର୍ଚ୍ଚର ଦାଖଲ ହୋଇନି ୟୁସି

ଛତ୍ରପୁର,୧୪।୯(ଡି.ଏନ.ଏ.): ବିପର୍ଯ୍ୟୟ ପରିଚାଳନା, ପ୍ରସ୍ତୁତି, ମୁକାବିଲା, ଦକ୍ଷତା ତାଲିମ ନେଇ ଗଞ୍ଜାମ ଜିଲାକୁ ଆସୁଥିବା ଅନୁଦାନ ବାବଦରେ ୟୁସି (ବିନିଯୋଗ ପ୍ରମାଣପତ୍ର) ଦାଖଲ ହେଉନି ା ଏନେଇ ଓସ୍‌ଡମା (ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ) ନିର୍ବାହୀ ନିର୍ଦ୍ଦେଶକ ଜ୍ଞାନ ଦାସଙ୍କ…

ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା: ପରିବା ବ୍ୟବସାୟୀ ପୁଅ ସୁନୀଲଙ୍କ ସଫଳତା

ବୁଗୁଡ଼ା,୧୪।୯(ଡି.ଏନ.ଏ.):ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷାରେ ବୁଗୁଡ଼ା ଏନ୍‌ଏସିର ବୁଦ୍ଧଖୋଲ ରୋଡ଼ ସାହି ନିବାସୀ ସୁବାସ ଚନ୍ଦ୍ର ପାତ୍ରଙ୍କ ପୁତ୍ର ସୁନୀଲ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୁବାସ ପରିବା ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ଆର୍ଥିକ ଅବସ୍ଥା ସେତେଟା…

ରେଗିଢ଼ି ଛକରେ ଠିକାଦାରଙ୍କୁ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୩।୯: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଚଣ୍ଡିପଦର ଛକ ନିକଟ ରେଗିଢ଼ି ଛକରେ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଠିକାଦାରଙ୍କୁ ହତ୍ୟା କରାଯାଇଛି। ୪/୫ ଜଣ ଦୁର୍ବୃତ୍ତ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ଅତି ବିଭତ୍ସ ଭାବେ ହତ୍ୟା କରିଥିବା…

ସନ୍ତୋଷ ସାହୁ ପୁରୁଷୋତ୍ତମପୁରର ନୂଆ ତହସିଲଦାର

ପୁରୁଷୋତ୍ତମପୁର,୧୩।୯(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂଆ ତହସିଲଦାର ଭାବେ ସନ୍ତୋଷ କୁମାର ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଅନୁଗୋଳ ଜିଲା ଆଠମଲ୍ଲିକ ବିଡିଓ ଭାବେ କାର୍ଯ୍ୟ କରୁଥିଲେ। ତେବେ ପୁରୁଷୋତ୍ତମପୁରରେ ଥିବା ତହସିଲଦାର ନିତିଶ କୁମାର ତ୍ରିପାଠୀଙ୍କ…

ଗାଁ ମଝିରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ଗଞ୍ଜାମ,୧୩।୯(ଡି.ଏନ.ଏ.) ଗାଁ ମଝିରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ। ଉକ୍ତ ଖୁଣ୍ଟକୁ ଲାଗି ରହିଛି ଏକ ବିରାଟ ଉଚ୍ଚତା ସମ୍ପନ୍ନ ହାଇମାକ୍ସ ଲାଇଟ ପୋଲ। ତାହା ପୁଣି ପାଞ୍ଚ ବର୍ଷରୁ ଉର୍ଦ୍ଧ ହେବ ଅଚଳ ହୋଇ ପଡିଥିବା ବେଳେ ଜଳୁନି। ଏଭଳି…

୨୦୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ

ଗୋପାଳପୁର,୧୩ା୯(ଡି.ଏନ୍‌.ଏ.):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇ ଜିଲାରେ ବର୍ଷା ଲାଗିରହିଛି। ଫଳରେ ଗୋପାଳପୁର ନିର୍ବାଚନ ମଣ୍ଡଳୀର କନିଷି ତହସିଲ ଅନ୍ତର୍ଗତ ମେଣ୍ଢରାଜପୁର ଗାଁର ଚାଷଜମି ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ବର୍ତ୍ତମାନ ଚାଷୀମାନଙ୍କ ପାଇଁ ଏହା ମୁଣ୍ଡବ୍ୟଥାର…

ଭଙ୍ଗାଯାଉନି ଗିରି ମାର୍କେଟ କୋଠା

ବ୍ରହ୍ମପୁର ଅଫିସ,୧୩ା୯:ବ୍ରହ୍ମପୁର ସହରର ହୋଲ୍‌ସେଲ୍‌ ବାଣିଜ୍ୟ ପେଣ୍ଠସ୍ଥଳୀ କହିଲେ ଗିରି ମାର୍କେଟ ବେଶ୍‌ ପରିଚିତ। ଏହି ମାର୍କେଟ ପ୍ରାୟ ୫୦ ବର୍ଷ ପୁରୁଣା। ଉକ୍ତ ମାର୍କେଟ ଉପରେ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ଅନେକ ବ୍ୟବସାୟୀ ନିର୍ଭରଶୀଳ। ଏହି ମାର୍କେଟ…

ବନ୍ୟା ପାଣିରେ ବଗି ନଦୀ କେନାଲ ଭାଙ୍ଗିଲା

ପାତ୍ରପୁର,୧୨ା୯(ଡି.ଏନ.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷାରେ ଚାଷି କୁଳ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ପାତ୍ରପୁର ବ୍ଲକ ଭୀମପୁର ଗ୍ରାମ ନିକଟ ବଗି ନଦୀ କେନାଲ ଭାଙ୍ଗିଯାଇଛି। ଉପର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri