ଗଞ୍ଜାମ

‘ଓଡ଼ିଶା ଗଠନରେ ଓଡ଼ିଶାର ବରପୁତ୍ରମାନଙ୍କ ଅବଦାନ ଅତୁଳନୀୟ’

ଛତ୍ରପୁର,୧ା୪(ଦିଲ୍ଲୀପ ସାମଲ): ସଦର ମହକୁମା ଛତ୍ରପୁରଠାରେ ଗଞ୍ଜାମ ଜିଲା ପ୍ରଶାସନ ଓ ଜିଲା ସୂଚନା ଲୋକସମ୍ପର୍କ ବିଭାଗ ତରଫରୁ ୮୯ ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଲୋକସମ୍ପର୍କ ବିଭାଗ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ବନ୍ଦେ…

ଭଞ୍ଜନଗରରେ ପୋଲିସ ପ୍ରତିଷ୍ଠା ଦିବସ

ଭଞ୍ଜନଗର,୧ା୪(ବାବୁଲ ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆର୍‌ବି ୮ମ ସ୍ବତନ୍ତ୍ର ବାଟାଲିୟନରେ ସୋମବାର ୮୯ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ କମାଣ୍ଡିଙ୍ଗ ଅଫିସର ହୃଷୀକେଶ ରଥ ମୁଖ୍ୟ ଅତଥି ଭାବେ ଯୋଗଦେଇ ପରେଡ୍‌ରେ…

ଶୁଖିଲା ପଡ଼ିଛି ଋଷିକୁଲ୍ୟା

ଧରାକୋଟ,୧ା୪ (ବିଷ୍ଣୁକେଶରୀ ଆଚାର୍ଯ୍ୟ): ପୁଣ୍ୟତୋୟା ଋଷିକୁଲ୍ୟା ନଦୀ ଗଞ୍ଜାମ ଜିଲାର ଜୀବନ ରେଖା ଭାବେ ପରିଚିତ। ଧାର୍ମିକ ଓ ଆଧ୍ୟାତ୍ମିକ ଭାବନା ସହ ଏହି ନଦୀ ଯେତିକି ଜଡ଼ିତ, ପିଇବା ପାଣି ସହ ଜିଲାର ଜଳ ସେଚନ ବ୍ୟବସ୍ଥା ପାଇଁ ମଧ୍ୟ…

ନାକେଦମ କରିବ ତାତି

ବ୍ରହ୍ମପୁର,୧ା୪(ଅଶୋକ କୁମାର ସାହୁ): ଗ୍ରୀଷ୍ମର ପ୍ରକୋପ ଧିରେ ଧିରେ ବଢ଼ୁଛି। ରାଜ୍ୟରେ ବିିଭିନ୍ନ ସହରର ତାପମାତ୍ରା ଏବେ ୩୫ରୁ ୪୦ ଡିଗ୍ରୀ ମଧ୍ୟରେ ରହୁଛି। ବାୟୁ ମଣ୍ଡଳରେ ଆର୍ଦ୍ରତା ୭୦ ପ୍ରତିଶତ ରହୁଥିବାରୁ ପ୍ରବଳ ଗରମ ଅନୁଭୂତ ହେଉଥିବା ପାଣିପାଗ ବିଭାଗରୁ…

ବ୍ରହ୍ମପୁର ପୋଲିସ ପକ୍ଷରୁ ପାଳିତ ହେଲା ୮୯ ତମ ପୋଲିସ ପ୍ରତିଷ୍ଠା ଦିବସ

ବ୍ରହ୍ମପୁର,୧ା୪(ସୁବାସ ଚନ୍ଦ୍ର ପାଢ଼ୀ): ଜନସାଧାରଣଙ୍କ ସେବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ପ୍ରତିଷ୍ଠା ହୋଇଥିଲା। ସେବା ଯୋଗାଇବା ସହିତ ସମାଜରେ ନିରପେକ୍ଷତା ଏବଂ ସୁରକ୍ଷା ପ୍ରଦାନରେ ପୋଲିସ ବାହିନୀ ଗୁରୁଦାୟିତ୍ୱ ତୁଲାଉଛି। ଏଥିପାଇଁ ଜନସାଧାରଣଙ୍କ ସହଯୋଗ ଆବଶ୍ୟକ। ଜନସାଧାରଣଙ୍କ ସହଯୋଗରେ ପୋଲିସର ଦକ୍ଷତା…

ନିର୍ବାଚନ ପ୍ରଚାର କଲେ ମା’-ପୁଅ

ଭୁବନେଶ୍ୱର,୩୧।୩: ୨୦୨୪ ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସେତିକି ନିର୍ବାଚନୀ ପ୍ରଚାର ମଧ୍ୟ ସରଗରମ ହେବାରେ ଲାଗିଛି। ଟିକେଟ ପାଇଥିବା ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଚିକିଟି ନିର୍ବାଚନ ମଣ୍ଡଳି ବିଜେଡି ପ୍ରାର୍ଥୀ…

ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର, ଲୋକେ ଆତଙ୍କିତ

ଖଲ୍ଲିକୋଟ,୩୧ା୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାଠାରୁ ମାତ୍ର ଦୁଇ ଶହ ମିଟର ଦୂରରେ ଓଲଟି ପଡ଼ିଛି ଏକ ଗ୍ୟାସ ଟ୍ୟାଙ୍କର। ବ୍ରହ୍ମପୁରଠାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଭାରତ ଗ୍ୟାସ୍‌ ଟ୍ୟାଙ୍କର ରବିବାର ପୂର୍ବାହ୍ନରେ ଖଲ୍ଲିକୋଟ ବଡ଼ ଘାଟି ରାସ୍ତାରେ…

ଯୁବକଙ୍କୁ ମାରଣାସ୍ତ୍ରରେ ଭୁସି ହତ୍ୟା, ଅର୍ଦ୍ଧନିର୍ମିତ ଘରୁ ମିଳିଲା ମୃତଦେହ

ହିଞ୍ଜିଳିକାଟୁ,୩୦ା୩(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅର୍ନ୍ତଗତ ଧୋବାଡିଠାରେ ଅର୍ଦ୍ଧ ନିର୍ମିତ ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ଶନିବାର ସନ୍ଧ୍ୟାରେ ଜବତ ହୋଇଛି। ଯୁବକଙ୍କୁ ମାରଣାସ୍ତ୍ରରେ ଭୁସି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ…

ପୂର୍ବତନ ସରପଞ୍ଚଙ୍କ ଦେଢ଼ଶୁରଙ୍କୁ ଛୁରି ଭୁସି ହତ୍ୟା

ପୁରୁଷୋତ୍ତମପୁର,୩୦ା୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଶିକୁଳା ଗ୍ରାମ ପୁଣି ଅଶାନ୍ତ ହୋଇପଡ଼ିଛି। ଦୀର୍ଘ ଦୁଇବର୍ଷ ହେଲା ପଞ୍ଚାୟତ ନିର୍ବାଚନ ପରଠାରୁ ଏଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗି ରହି ବିଭିନ୍ନ ସମୟରେ ବାଦ ବିବାଦ ପରିସ୍ଥିତି ଉପୁଜି ଗ୍ରାମରେ…

ବିକ୍ରମଙ୍କ ପାଇଁ ୨ ବିରୋଧୀ ଅଡୁଆ

ବ୍ରହ୍ମପୁର,୩୦ା୩(ଅଶୋକ କୁମାର ସାହୁ): ସାଧାରଣ ନିର୍ବାଚନକୁ ନେଇ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଗୋପାଳପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ବାତାବରଣ ସରଗରମ ହୋଇଛି। ବିଜେଡି ପକ୍ଷରୁ ଚିତ୍ର ସ୍ପଷ୍ଟ ହୋଇଥିଲେ ବି ଭାଜପା ଓ କଂଗ୍ରେସ ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା…

ବିଜେଡି ନ ଛାଡ଼ିବାକୁ ଧମକ ଦିଆଯାଉଛି: ପ୍ରଦୀପ

ଛତ୍ରପୁର,୩୦ା୩(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମର ବିଭିନ୍ନ ନିର୍ବାଚନ ମଣ୍ଡଳୀର ନେତା, କର୍ମୀ ଓ ଠିକାଦାରମାନଙ୍କୁ ଭାଜପାରେ ନ ମିଶି ବିଜେଡିରେ ରହିବାକୁ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜି ଧମକ ଦେଉଛନ୍ତି ବୋଲି ଅଭିଯୋଗ କରିଛନ୍ତି ବ୍ରହ୍ମପୁର ଭାଜପା ଏମପି ପ୍ରାର୍ଥୀ ଡ. ପ୍ରଦୀପ…

‘ଡବଲ ଇଞ୍ଜିନ ସରକାର ଲାଗି ଶପଥପାଠ କରାଇଲା ଭାଜପା’

ଛତ୍ରପୁର,୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ଠାରେ ଭାଜପା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି l ଏଥିରେ ଭାଜପାର ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳ ପକ୍ଷରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?