ଅବ୍ୟବସ୍ଥା ଘେରରେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର: ବିପଦ ସଙ୍କୁଳ କୋଠାରେ ଚାଲିଛି ରୋଗୀସେବା
ଗଞ୍ଜାମ,୨୨।୧୧(ଡି.ଏନ୍.ଏ.): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ବହୁ ପୁରାତନ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଅବ୍ୟବସ୍ଥା ଘେରରେ ରହିଛି। ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ରୋଗୀସେବା। ମେଡିକାଲ କୋଠାଗୁଡିକ ଭାଙ୍ଗିରୁଜି ଯାଇଥିବା ବେଳେ ବ୍ରହ୍ମପୁର ଏମ୍କେସିଜି ମେଡିକାଲରୁ କଂକ୍ରିଟ ଖସିଲା ଭଳି…
ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ
ବ୍ରହ୍ମପୁର ଅଫିସବ,୨୨।୧୧: ଫାଷ୍ଟଟ୍ରାକ ପୋକସ ଜଜ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଯଥେଷ୍ଟ ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଅଭିଯୁକ୍ତ ଜଣଙ୍କ ଗଞ୍ଜାମ ଜିଲା ପାଟପୁର ଅଞ୍ଚଳର ବାବୁ ମଲିକ।…
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ଲାଞ୍ଚ ଟଙ୍କା ସହ ନେଉଥିଲେ ବାଦାମ, ମୁଗ
ବେଗୁନିଆପଡ଼ା,୨୨।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୋଦଳା ତହସିଲ ଅନ୍ତର୍ଗତ ବି. ନୂଆଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଘରବାରି ପଟା କରାଇଦେବାକୁ ସେଠୀ ୬…
୮୦ କେଜି ଗଞ୍ଜେଇ ଜବତ, ଗିରଫ ଦୁଇ ଅଣଓଡ଼ିଆ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୨।୧୧: ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗଞ୍ଜେଇ ଭର୍ତ୍ତି କାର୍କୁ ମଙ୍ଗଳବାର ଅବକାରୀ ପୋଲିସ ଜବତ କରିଛି। କାର୍ ଭିତରୁ ୮୦ କେଜି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣକାରୀ ସମେତ ଦୁଇ ଜଣ ଅଣଓଡ଼ିଆ ଯୁବକଙ୍କୁ ଅବକାରୀ…
୨୦୨୩ ଜୁନ୍ରେ ସରିବ ଘଟକେଶ୍ବର ପ୍ରକଳ୍ପ କାମ
ଛତ୍ରପୁର,୨୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଜିଲାପାଳ ଦିବ୍ୟଜ୍ୟୋତି ପରିଡା କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ପ୍ରାରମ୍ଭରେ ଇଆଇସି-ତଥା- ସ୍ବତନ୍ତ୍ର ସଚିବ ମୁକୁଲ ଚନ୍ଦ୍ର ବେହେରା ବର୍ତ୍ତମାନ ଖରିଫ ଫସଲ ଶେଷ ହେବାକୁ ଯାଉଛି। ରବି…
ରାଗିଂ ବନ୍ଦ ଦାବିରେ ପ୍ରତିବାଦ
ବ୍ରହ୍ମପୁର ଅଫିସ,୨୨ା୧୧: ଶିକ୍ଷାନୁଷ୍ଠାନରେ ରାଗିଂ ବନ୍ଦକରିବା ଦାବିରେ ଏସ୍ଏଫ୍ଆଇ (ଷ୍ଟୁଡେଣ୍ଟ ଫେଡେରଶନ ଅଫ ଇଣ୍ଡିଆ)ଓ ଡିୱାଇଏଫ୍ଆଇ (ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ) ପକ୍ଷରୁ କମାପଲୀଠାରେ ପ୍ରତିବାଦ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ବିଭିନ୍ନ ଶିକ୍ଷାନୁଷ୍ଠାନରେ ରାଗିଂ ବୃଦ୍ଧି ପାଇଛି। ଏଥିରେ…
ଘୁମୁସର ଜିଲା ଆନ୍ଦୋଳନ ତେଜିଲା
ଭଞ୍ଜନଗର,୨୨୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁରକୁ ନୂଆ ଜିଲା କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛିଦିନ ପୂର୍ବେ ପ୍ରତିଶ୍ରୁତି ଦେଇଛନ୍ତି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡକୁ ଘୁମୁସର ଜିଲା ଓ ଆଉ କେତେକ ଅଞ୍ଚଳରେ…
ଯୁକ୍ତ ୨ ଦ୍ୱିତୀୟ ବର୍ଷର ୯ ଛାତ୍ରଙ୍କୁ କ୍ୟାମ୍ପସ ମନା
ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଖଲ୍ଲିକୋଟ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ସହ ରାଗିଂ ନେଇ ଅଭିଯୋଗ ହୋଇଥିଲା। ସୋମବାର ଶିକ୍ଷାନୁଷ୍ଠାନ ପକ୍ଷରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ମହାବିଦ୍ୟାଳୟର ଯୁକ୍ତ ୨…
ଜଳଖିଆ ଖାଇବା ପରେ ଜୀବନ ହାରିଲେ କଏଦୀ
ଭଞ୍ଜନଗର,୨୧।୧୧(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପାର ତୋଫାନ ନାଇକ (୩୦)। ତୋଫାନଙ୍କ ବେକରେ ଦାଗ ରହିଛି। ସେ ଅଣ୍ଟାରେ ପିନ୍ଧିଥିବା ନାଇଲନ୍…
ରାଗିଂକୁ ନେଇ ଚିନ୍ତାରେ ଛାତ୍ରୀଛାତ୍ର, ଅଭିଭାବକ
ବ୍ରହ୍ମପୁର ଅଫିସ,୨୧।୧୧: କଲେଜରେ ରାଗିଂ ବିଦ୍ୟାର୍ଥୀଙ୍କ ଭବିଷ୍ୟତକୁ ଅନ୍ଧକାର ଆଡ଼କୁ ଠେଲିଦେଇଛି। ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସରକାରୀ ଓ ଘରୋଇ କଲେଜଗୁଡ଼ିକରେ ରାଗିଂ ଓ ଅସଦାଚରଣ ଭଳି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ଏଭଳି ଘଟଣା ଯୋଗୁ ଏବେ…
ମେଗା ପାନୀୟ ଜଳ ପ୍ରକଳ୍ପ ଖର୍ଚ୍ଚ ବଢ଼ିଲା
ଭଞ୍ଜନଗର,୨୧୨ା୧୧(ଡି.ଏନ.ଏ.): ରାଜ୍ୟର ସମସ୍ତ ଘରକୁ ୨୦୨୪ ଡିସେମ୍ବର ସୁଦ୍ଧା ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ୟ ରଖିଛନ୍ତି । ଏହି କ୍ରମରେ ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ପକ୍ଷରୁ…
ଡିସେମ୍ବର ୧୬ରୁ ଗଞ୍ଜାମରେ ଧାନକିଣା
ଛତ୍ରପୁର,୨୧ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଖରିଫ ଧାନସଂଗ୍ରହ କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତା କରି ଆସନ୍ତା ଡିସେମ୍ବର ୧୬ରୁ ୨୬ ତାରିଖ ମଧ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଥିଲେ।…
Archives


