ଗଞ୍ଜାମ

ଗାଧୋଇବା ବେଳେ ବୁଡ଼ିଗଲେ ବୃଦ୍ଧା

ବୁଗୁଡ଼ା,୧୪ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଧୀନ ଡେଙ୍ଗାପଦର ଗାଁ ପୋଖରୀରେ ବୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡେଙ୍ଗାପଦର ଗ୍ରାମର ସରସ୍ବତୀ ପ୍ରଧାନ (୬୨)। ସୋମବାର ସରସ୍ବତୀ ଗାଁ ପୋଖରୀରେ ସ୍ନାନ କରୁଥିବା ବେଳେ ଅସାବଧାନତାବଶତଃ ପାଣିରେ…

ଗଞ୍ଜାମରେ ଟ୍ରମାକେୟାର ସେଣ୍ଟର ଅଭାବ

ଛତ୍ରପୁର,୧୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ୁଥିବା ବେଳେ ସେଥିରେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ରାଜ୍ୟରେ ସର୍ବାଧିକ ଦୁର୍ଘଟଣାଜନିତ ମୃତ୍ୟୁ ଗଞ୍ଜାମ ଜିଲାରେ ରହିଛି। ସଡକ ସୁରକ୍ଷା ନେଇ ସୁପ୍ରିମକୋର୍ଟ କମିଟିଙ୍କ ନିର୍ଦ୍ଦେଶ ଅନୁସାରେ ଜିଲାରେ…

ଘର ନ ଛାଡ଼ିବାରୁ ଭଡ଼ାଟିଆଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୧୩।୧୧: ଭଡ଼ାରେ ରହୁଥିବା ଜଣେ ମହିଳା ଘର ନ ଛାଡ଼ିବାରୁ ତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଅଭିଯୋଗ ପରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ଗାନ୍ଧୀନଗର ତୃତୀୟ ଲାଇନ୍‌ରେ ରହୁଥିବା ସର୍ବେଶ୍ୱର…

ମଞ୍ଚ ନାଟକର ପୁନରୁଦ୍ଧାର ଲାଗି ପ୍ରୟାସ

ଭଞ୍ଜନଗର,୧୩ା୧୧(ଡି.ଏନ୍‌.ଏ.): ଭଞ୍ଜନଗର ଉପଖଣ୍ଡରେ ମଞ୍ଚ ନାଟକର ପୁନରୁଦ୍ଧାର ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏନେଇ ରବିବାର ସ୍ଥାନୀୟ ଭଞ୍ଜ ସାହିତ୍ୟ ପରିଷଦରେ ଭଞ୍ଜନଗର ତରୁଣ କଳାକାର ସଂସ୍ଥା ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂସ୍ଥାର ବରିଷ୍ଠ କର୍ମକର୍ତ୍ତା…

କରେଣ୍ଟ ଲାଗି ହାତୀଛୁଆର ଜୀବନ ଗଲା

ବୁଗୁଡ଼ା,୧୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ବେଲପଡ଼ା ଓ ପିଡିପୁର ଶାସନ ମଝିରେ ଥିବା ଏକ ଧାନ କିଆରୀରେ ବିଦ୍ୟୁତ୍‌ କରେଣ୍ଟ ଲାଗି ଏକ ହାତୀଛୁଆର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ପହଞ୍ଚି ଥିବା ବେଳେ…

ସୋରଡ଼ା ଆସିବେ ଲୋକ ସେବା ଆୟୋଗର ଚୟନକୃତ ୫ ଶିକ୍ଷାନିବେଶ

ସୋରଡ଼ା,୧୨ା୧୧(ଡି.ଏନ୍‌.ଏ.): ଭାରତୀୟ ଲୋକ ସେବା ଆୟୋଗର ଚୟନ କୃତ ୫ ଶିକ୍ଷାନିବେଶ ସୋମବାର ସୋରଡ଼ାରେ ପହଞ୍ଚିବେ। ଏଥିପାଇଁ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ପ୍ରଶାସନ ପକ୍ଷରୁ ଅଞ୍ଚଳର ସମସ୍ତ ବିଭାଗକୁ ସୂଚନା ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ ଲାଲ୍‌ ବାହାଦୂର ଶାସ୍ତ୍ରୀ…

ତାରାତାରିଣୀ ପୀଠକୁ ପତିତ ପାବନ ପଦଯାତ୍ରା

ଛତ୍ରପୁର,୧୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରର ତାଡେପଲ୍ଲୀ ସାହିସ୍ଥିତ ଜଗନ୍ନାଥ ମନ୍ଦିରଠାରୁ ତାରାତାରିଣୀଙ୍କ ପୀଠଯାଏ ଏକ ଆଧ୍ୟାତ୍ମିକ ପଦଯାତ୍ରାର ଆୟୋଜନ କରାଯାଇଛି। ୧୯୭୭ ମସିହାରେ ଏହି ମନ୍ଦିର ପକ୍ଷରୁ ପୁରୀ ଶ୍ରୀମନ୍ଦିର ପର୍ଯ୍ୟନ୍ତ ହୋଇଥିବା ଐତିହାସିକ ପତିତ ପାବନ ପଦଯାତ୍ରାର ସ୍ମରଣପୂର୍ବକ…

ଆଦିବାସୀ, ବନବାସୀଙ୍କୁ ମିଳିବ ଜଙ୍ଗଲ ଜମି ଅଧିକାର

ଛତ୍ରପୁର,୧୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜଙ୍ଗଲ ଜମି ଅଧିକାର ଜିଲା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତା କରିଥିଲେ । ଜଙ୍ଗଲ ଜମିରେ ବସବାସ କରୁଥିବା ଆଦିବାସୀ ଓ ପାରମ୍ପରିକ ବନବାସୀ ପରିବାରଗୁଡିକୁ…

ହିଞ୍ଜିଳିରୁ ଆନ୍ତଃ ଜିଲା ଗାଡ଼ି ଚୋର ର଼୍ୟାକେଟ ଠାବ : ୩ ଅଭିଯୁକ୍ତ ଗିରଫ

ପୁରୁଷୋତ୍ତମପୁର,୧୧ା୧୧(ଡି.ଏନ.ଏ.): ପୁରୁଷୋତ୍ତମପୁର ପୋଲିସ ହିଞ୍ଜିଳି ନୂଆଁଗଡ ଶିବ ମନ୍ଦିର ନିକଟରୁ ଏକ ଆନ୍ତଃ ଜିଲା ଗାଡିଚୋର ର଼୍ୟାକେଟକୁ ଠାବ କରିଛି। ଏହି ଘଟଣାରେ ହିଞ୍ଜିଳି ଥାନା ସାହିର ତ୍ରିନାଥ ସାହୁ (୨୨), ଉମାକାନ୍ତ ସାହୁ (୩୪) ଓ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ…

୪୩ କୋଟିରେ ଚାଲିଛି ୭ ଇନ୍‌ଡୋର ଷ୍ଟାଡିୟମ କାର୍ଯ୍ୟ

ଭଞ୍ଜନଗର,୧୧ା୧୧(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନ ପୂର୍ବରୁ ଶାସକ ବିଜେଡି ପକ୍ଷରୁ ଅନେକ ପ୍ରକଳ୍ପର ଉଦଘାଟନ ପାଇଁ ପ୍ରସ୍ତୁତି ଚାଲିଛି। ଅନେକ ବଡ଼ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ବାରମ୍ବାର ସମୀକ୍ଷା ହେଉଛି। ଭଞ୍ଜନଗର ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀଙ୍କ ଅଧୀନରେ ୯ଟି ଓଡ଼ିଶା…

ଦମ୍ପତିଙ୍କୁ ଅଖାଦ୍ୟ ଖୁଆଇବା ଉଦ୍ୟମ

ପୁରୁଷୋତ୍ତମପୁର,୧୧ା୧୧ (ଡି.ଏନ.ଏ.):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ ଜିନୂଆପଲ୍ଲୀ ଗ୍ରାମରେ ବୁଧବାର ରାତିରେ ଗୁଣି ଗାରେଡି ସନ୍ଦେହର ଜଣଙ୍କ ଘରେ ପଶି କେତେଜଣ ଲୋକ ସ୍ବାମୀ ସ୍ତ୍ରୀଙ୍କୁ ଆକ୍ରମଣ କରିିବା ସହ ତାଙ୍କ ଦାନ୍ତଭାଙ୍ଗି ଅଖାଦ୍ୟ ଖୁଆଇବାକୁ ଉଦ୍ୟମ କରିଥିଲେ।…

ତାଲାବନ୍ଦ ଘରକୁ ଦୁର୍ବୃତ୍ତଙ୍କ ଟାର୍ଗେଟ୍‌

ବ୍ରହ୍ମପୁର ଅଫିସ,୧୦ା୧୧: ବ୍ରହ୍ମପୁର ସହରରେ ଏବେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇପଡିଛନ୍ତି। ସେମାନେ ବିଭିନ୍ନ ତାଲାବନ୍ଦ ଘରକୁ ଟାର୍ଗେଟ କରୁଥିବା ଘଟଣା ସାମ୍ନାକୁ ଆସୁଛି। ସଦର ଥାନା ଅଧୀନ ଆଦିଶକ୍ତିନଗରରେ ଏକ ତାଲାବନ୍ଦ ଘରୁ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ସୁନା ଗହଣା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri