ଗଞ୍ଜାମ

ଧାର ଟଙ୍କା ନ ଦେବାରୁ ହତ୍ୟା ମାମଲା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏକ ହତ୍ୟା ମାମଲାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କରାଦଣ୍ଡାଦେଶ ଶୁଣାଇଛନ୍ତି। ସେ ହେଲେ ପାଟପୁର ଥାନା ଅନ୍ତର୍ଗତ ପାଟପୁର ବଳିପେଣ୍ଠ ସାହିର ପ୍ରଶାନ୍ତ କୁମାର ସ୍ବାଇଁ…

ଓଲଟିଲା ପୋଲ ବୋଝେଇ ଟ୍ରାକ୍ଟର: ଜଣେ ମୃତ, ୪ ଗୁରୁତର

କବିସୂର୍ଯ୍ୟନଗର,୧୨ା୧ କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଆଠଗଡ଼ ପାଟଣା ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ରାସ୍ତାରେ ଏକ ଇଲେକ୍ଟ୍ରି ପୋଲ ବୋଝେଇ ଟ୍ରାକ୍ଟର ଓଲଟି ପଡିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଟିକରପଡ଼ା ଅଞ୍ଚଳର ଶିବ…

ବିଦ୍ୟାଳୟରେ ପଶି ଅଣଛାତ୍ରଙ୍କ ଆତଙ୍କରାଜ: ଆକ୍ରମଣରେ ଦୁଇ ଛାତ୍ର ଗୁରୁତର

ଗୋପାଳପୁର,୧୨।୧(ନବୀନରାଜ ଆଚାରୀ): ଗତ କିଛିମାସ ହେଲା ନାବାଳକମାନଙ୍କ ଆପରାଧୀକ କାର୍ଯ୍ୟକଳାପ ବଢ଼ିଚାଲିଛି। ସୋମବାର ମଧ୍ୟାହ୍ନରେ ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଫୁଲଟା ଗ୍ରାମସ୍ଥିତ ମା’ ନାରାୟଣୀ ଉଚ୍ଚ ବିଦ୍ୟାଳୟରେ ଅଣଛାତ୍ରମାନେ ପଶି ଆତଙ୍କରାଜ ସୃଷ୍ଟି କରିବାସହ ଦୁଇ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା…

ଦାଉ ସାଧୁଛନ୍ତି ମିଲର: ସରକାରଙ୍କ ହସ୍ତକ୍ଷେପ ପରେ ବି ଉଠୁନି ଧାନ 

ଛତ୍ରପୁର,୧୨।୧(ଦିଲ୍ଲୀପ ସାମଲ): ଧାନ ମଣ୍ଡିରେ ଅଚଳବସ୍ଥା। ଧାନମଣ୍ଡି ଖୋଲାଯାଇଛି ସତ ମାତ୍ର  ହେଲେ ମିଲର ଧାନ ନେଉନି । ପୂର୍ବ ସରକାର ଅପେକ୍ଷା ଅଧିକ କଟନୀ ଛଟନୀ  ହେଉଛି। ଏଭଳି ଅଭିଯୋଗ କରି ଛତ୍ରପୁର ଉପଜିଲାପାଳଙ୍କ ଦ୍ୱାରସ୍ତ ହୋଇଛନ୍ତି ହିଞ୍ଜିଳି ବ୍ଲକ…

୧୮ରେ ହେବ ପକ୍ଷୀ ଗଣନା: ସାମିଲ ହେବେ କଲେଜ ଛାତ୍ରୀଛାତ୍ର, ଏହି ସମୟରେ ହେବ ଗଣନା

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ପ୍ରତି ବର୍ଷ ରାଜ୍ୟରେ ପକ୍ଷୀ ଗଣନା ହେଉଛି। ବିଦେଶାଗତ ପକ୍ଷୀ ଏବଂ ଅଞ୍ଚଳ ପକ୍ଷୀ ଚିହ୍ନଟ କରିବା ସହ ସଂପୃକ୍ତ ଅଞ୍ଚଳର ଜଳବାୟୁ ,ମାଟି ଓ ପାଣି ଜାଣି ହେବ। ଏହାପରେ ତାକୁ ଦେଖି ପକ୍ଷୀମାନଙ୍କ ସୁରକ୍ଷା ସହ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ଅଟୋ ଚାଳକଙ୍କୁ ପଡ଼ିଲା ମହଙ୍ଗା

ଗୋପାଳପୁର,୧୨ା୧(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଘଟଣାରେ ପୋଲିସ ଜଣେ ଅଟୋ ଚାଳକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଅଶୋକ ଦାସ (୪୦)। ମିଳିଥିବା ସୂଚନା ମୁତାବକ,…

ଛାତିଥରା ଦୁର୍ଘଟଣା, ବସ୍ ଧକ୍କାରେ ଉଡ଼ିଗଲା ଦମ୍ପତ୍ତିଙ୍କ ପ୍ରାଣବାୟୁ

ଵ୍ରହ୍ମପୁର, ୧୨/୧(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ଲାଞ୍ଜିଆ ପଞ୍ଚାୟତର ବାଳକୃଷ୍ଣପୁର ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଯାତ୍ରୀବାହୀ ବସ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ତେବେ ଖବର ଲେଖାଯିବା ସୁଦ୍ଧା…

ଧାନମଣ୍ଡି ଅନୁଧ୍ୟାନ କଲେ ସରପଞ୍ଚ, ପରେ ଉଠିଲା ଧାନ

ଗଞ୍ଜାମ,୧୨ା୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତରେ ଖୋଲିଛି ଦୁଇଟି ଧାନମଣ୍ଡି। ସରପଞ୍ଚ ମମତା ବେହେରା ସୋମବାର ମଲାଡ଼ ଏବଂ ପଣିବନ୍ଧଠାରେ ଥିବା ଦୁଇଟି ଧାନମଣ୍ଡି ଅନୁଧ୍ୟାନ କରିଛନ୍ତି। ମଲାଡ଼ଠାରେ ଥିବା ମଣ୍ଡିରେ ମଲାଡ଼ ଗ୍ରାମ ସମେତ ଶ୍ରୀବଣା, ବାହାଲପୁର, ରାଉଳିବନ୍ଧ,…

ରାସ୍ତା ମଝିରେ ଅଟକାଇଲେ: ପରେ ଝାମ୍ପିନେଲେ ୧୦ କେଜି ରୁପା

ପୋଲସରା,୧୨।୨: ବ୍ୟବସାୟୀଙ୍କୁ ଅଟକାଇ ଝାମ୍ପିନେଲେ ୧୦ କେଜି ରୁପା। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ମୋହନାପଲ୍ଲୀରେ। ବ୍ୟବସାୟୀଙ୍କୁ ଅଟକାଇ ଲୁଟିନେଲେ ୨ ଦୁର୍ବୃତ୍ତ। ବାଇକ୍‌ରେ ଆସି ଧମକାଇ ଲୁଟି ନେଇଗଲେ ରୁପା ଅଳଙ୍କାର।   Dharitri – Odisha’s…

ଭୟଙ୍କର ଦୁର୍ଘଟଣା: ବିଦ୍ୟୁତ ଖୁଣ୍ଟ ନେଲାବେଳେ ଓଲଟିଲା ଟ୍ରାକ୍ଟର

ପୋଲସରା,୧୨।୨: ଭୟଙ୍କର ଦୁର୍ଘଟଣା। ଟ୍ରାକ୍ଟର ଓଲଟି ଜଣେ ମୃତ, ୪ ଆହତ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଆଠଗଡ଼ପାଟଣାରେ। ବିଦ୍ୟୁତ ଖୁଣ୍ଟକୁ ନେଇ ଯିବାବେଳେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର। ମୃତାହତଙ୍କ ମଧ୍ୟରେ ସମସ୍ତେ ଶ୍ରମିକ ରହିଛନ୍ତି।…

ମା’ ବାପାଙ୍କ ମୃତ୍ୟୁ ପରେ ବେସାହାରା ହୋଇପଡ଼ିଛନ୍ତି ଭଉଣୀ-ଭାଇ

ଗଞ୍ଜାମ,୧୨ା୧(ବିଦ୍ୟାଧର ସାହୁ): ବାପାଙ୍କର ଦୁର୍ଘଟଣାଜନିତ ମୃତ୍ୟୁ ପରେ କ୍ୟାନ୍ସରରେ ମା’ଙ୍କ ଅକାଳ ବିୟୋଗରେ ବେସାହାରା ହୋଇ ପଡ଼ିଛନ୍ତି ଭଉଣୀ ଭାଇ। ଏପରି ଏକ ହୃଦୟବିଦାରକ ଘଟଣା ଗଞ୍ଜାମ ବ୍ଲକର କାଇଁଚପୁର ପଞ୍ଚାୟତ ଅଧୀନ ଝରପଦର ଗାଁରେ ଦେଖିବାକୁ ମିଳିଛି। ଏକ ଭୂମିହୀନ…

ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ବାସୁଦେବପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri