ଜିଲା ଦୌରାଜଜଙ୍କ ପୁରୁଷୋତ୍ତମପୁର କୋର୍ଟ ପରିଦର୍ଶନ: ଏହି ସବୁ ବ୍ୟବସ୍ଥା କରିବାକୁ ଅନୁରୋଧ କଲେ ଓକିଲ
ପୁରୁଷୋତ୍ତମପୁର,୨୯।୪ (ସବିତା ମିଶ୍ର) : ଗଞ୍ଜାମ ଜିଲା ଦୌରା ଜଜ ଅଶାନ୍ତ କୁମାର ଦାଶ ବୁଧବାର ପୁରୁଷୋତ୍ତମପୁର କୋର୍ଟ ପରିଦର୍ଶନ କରିଛନ୍ତି । ଏହିଅବସରରେ ସେ ନୂତନ ଭାବରେ ନିର୍ମାଣାଧୀନ କୋର୍ଟ କୋଠାକୁ ପରିଦର୍ଶନ କରି କାର୍ଯ୍ୟମାନକୁ ପରଖିଥିଲେ। ଏହି ସମୟରେ…
ଲଭ-ସେକ୍ସ-ଧୋକା: ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖୁଥିଲେ ଯବାନ, ବିବାହ ପାଇଁ ଯୁବତୀ କହିବାରୁ…
ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ଯୁବତୀଙ୍କୁ ଲଭ ସେକ୍ସ ପରେ ପ୍ରତାରଣା ଅଭିଯୋଗରେ ନବରଙ୍ଗପୁର ସିଆରପିଏଫ କ୍ୟାମ୍ପରେ ଚାକିରି କରୁଥିବା ଜଣେ ଯବାନଙ୍କୁ ଦିଗପହଣ୍ଡି ପୋଲିସ ଗିରଫ କରିଛି। ସେ ହେଲେ…
କେଭିର ଉନ୍ନତିରେ ଅଭିଭାବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ସମାଜ-ସ୍କୁଲ ମିଶି ଶିକ୍ଷାକୁ ଆଗକୁ ନେବ ବିଦ୍ୟାଞ୍ଜଳି ଯୋଜନା
ଭଞ୍ଜନଗର,୨୯/୪(ବାବୁଲା ପ୍ରଧାନ):ରାଜ୍ୟ ସରକାର ବିଦ୍ୟାଳୟଗୁଡ଼ିକର ଉନ୍ନତ ପାଇଁ ପୁରାତନ ଛାତ୍ରୀଛାତ୍ରଙ୍କ ସହଯୋଗ ଲୋଡ଼ିଥାଆନ୍ତି। ଛାତ୍ରୀଛାତ୍ରମାନେ ଯେତିକି ସହଯୋଗ କରନ୍ତି ସେଥିରେ ରାଜ୍ୟ ସରକାର ଦୁଇଗୁଣା ଆର୍ଥିକ ସହାୟତା ଦିଅନ୍ତି। ଉକ୍ତ ଅର୍ଥ ମିଶି ଯେଉଁ ଲକ୍ଷ୍ୟରେ ଅର୍ଥ ଦାନ କରାଯାଇଥାଏ ସେଥିରେ…
ଝାରମୁଣ୍ଡାରେ ଜଳ ସଙ୍କଟ, ନଳକୂପ ଅଚଳ: ନିଜ ପାଇଁ ନିଜେ ଅଣ୍ଟା ଭିଡ଼ି ପୋଖରୀକୁ ସଫେଇ କଲେ …
ଦାରିଙ୍ଗବାଡି, ୨୮।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚକରେ ଏବେ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ଦେଖାଯାଇଛି ଜଳ ସଙ୍କଟ । ଏକାଧିକ ଗ୍ରାମରେ ଜଳାଭବ ଲାଗିରହିଥିବା ବେଳେ ଏହାର ସମାଧାନ ପାଇଁ ସରକାର ମଧ୍ୟ ଏକାଧିକ ମେଗା…
ଦିଗପହଣ୍ଡିରେ ବେଆଇନ ମଦ କାରବାର ଉପରେ ଚାବୁକ: ୮୪୦୦ ଲିଟର ପୋଚ ନଷ୍ଟ, ମହିଳାଙ୍କ ସମେତ ୫ ଅଭିଯୁକ୍ତ…
ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁମ୍ଭଝରି ଗ୍ରାମ ନିକଟ ଦୁର୍ଗମ କେରାଣ୍ଡିିମାଳ ଜଙ୍ଗଲରେ ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ ଚୋରା ମଦ ଧରପଗଡ ପାଇଁ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲଙ୍କ ନେତୃତ୍ୱରେ ପୋଲିସ…
ଭଞ୍ଜନଗର ଠାକୁରାଣୀ ଯାତ୍ରା: ବାଦ୍ୟ, ନୃତ୍ୟ-ଆତସବାଜି ସହ ଦେବୀଙ୍କ ନଗର ଭ୍ରମଣ ଆରମ୍ଭ,ଭକ୍ତଙ୍କ ଭିଡ଼
ଭଞ୍ଜନଗର,୨୮। ୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ହେଉଛି ତୃତୀୟ ଦିବସ। ଗତ ରବିବାର ବ୍ୟାଘ୍ରଦେବି ଏବଂ ଠାକୁରାଣୀଙ୍କୁ ନିମନ୍ତ୍ରଣ କରି ଅସ୍ଥାୟୀ ମଣ୍ଡପକୁ ଅଣାଯାଇଥିଲା। ସୋମବାର ଦେବୀ ଵିଶ୍ରାମ ନେଇଥିଲେ। ଆଜି ରାତି ୮ ଟା ରେ…
ଦିଗପହଣ୍ଡି-ସାନଖେମୁଣ୍ଡିରେ କାଳବୈଶାଖୀରେ ତାଣ୍ଡବ: କୁଆପଥର ମାଡ଼ ସହ ଝଡ଼ ବର୍ଷା, ଉଡିଗଲା…
ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀ ପ୍ରଭାବରେ ଘନ ଘନ ବଜ୍ରପାତ ସାଙ୍ଗକୁ ଝଡ଼ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ…
ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ, କହିଲେ-ସରକାରୀ ଯୋଜନାର…
ଛତ୍ରପୁର,୨୮।୪(ଦିଲୀପ ସାମଲ): ୨୦୦୦ ମସିହା ବ୍ୟାଚର ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସଚ୍ଚିଦାନନ୍ଦ ନାୟକ ମଙ୍ଗଳବାର ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳସଚିବ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ।…
‘ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି
ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ ବ୍ୟାପୀ ଚାଲିଥିବା ପ୍ରସିଦ୍ଧ ମା ‘ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ସୋମବାର…
ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା
ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଲୋକଙ୍କୁ ପରିବେଶର ସୁରକ୍ଷା ନେଇ ସଚ୍ଚେଚନତା କରାଯିବା…
ଭଞ୍ଜନଗରରେ ଝଡ ତୋଫାନ ସହ ପ୍ରବଳ ବର୍ଷା: ଭାଙ୍ଗିଲା ଗଛ ବିଦ୍ୟୁତ୍ ସେବା ବ୍ୟାହତ
ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୧ ଟା ରୁ ୪ ଟା ପର୍ଯ୍ୟନ୍ତ ଝଡ଼ତୋଫାନ ସହ ମଝିରେ ମଝିରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ଅନେକ ସ୍ଥାନରେ ବଡ଼ ବଡ଼ ଗଛ…
ଓକିଲ ସଙ୍ଘର ପାଣ୍ଠିକୁ ବୃଦ୍ଧି କରିବା ପାଇଁ ପ୍ରତିଶ୍ରୁତି ଦେଲେ ବିଧାୟକ, କହିଲେ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ଏତିକି ଲକ୍ଷ ଟଙ୍କା…
ଭଞ୍ଜନଗର,୨୮।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ମଙ୍ଗଳବାର ଆଇନଜୀବୀ ଦିବସ ଏବଂ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ଓଡ଼ିଶା ହାଇକୋର୍ଟର ବିଚାରପତି ମୁରାହରି ଶ୍ରୀ ରମଣ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାର ଓ ବେଞ୍ଚ ମଧ୍ୟରେ…
Archives


