ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ହତ୍ୟା ଉଦ୍ୟମ ଅଭିଯୋଗ, ୨୬ ଅଭିଯୁକ୍ତ…
ଦିଗପହଣ୍ଡି,୧୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କରପଡା ପଞ୍ଚାୟତ ଜଙ୍ଘମା ଗ୍ରାମ ନିକଟ ଜଙ୍ଗଲରେ ଏକ ବଡ଼ ଧରଣର ଜୁଆ ଆଡ୍ଡା ଚାଲିଥିଲା । ଖବର ପାଇ ବ୍ରହ୍ମପୁର ଏସ.ପି ଡ଼. ଶ୍ରବଣା ବିବେକ ଏମଙ୍କ ନିର୍ଦ୍ଦେଶକ୍ରମେ ଶନିବାର…
ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ସହାୟତା ରାଶି ଘୋଷଣା କଲେ….
ଛତ୍ରପୁର,(ଦିଲ୍ଲୀପ ସାମଲ)୧୧/୧: ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣକ ହେଲେ ଗାଙ୍ଗପୁର- ୨ ଗ୍ରାମର ସାଗର ନାହାକ (୨୮) । ଏପରି ଦୁଖଃଦ ଘଟଣା ଦେଖିବାକୁ ମିଳିଛି ଛତ୍ରପୁର ଥାନା ଅଞ୍ଚଳରେ । ଶନିବାର…
‘ଛାତ୍ରୀଛାତ୍ର ଦେଶ ବିକାଶରେ ଭାଗିଦାରୀ ହୁଅନ୍ତୁ’
ଭଞ୍ଜନଗର,୧୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦରସ୍ଥିତ ଗ୍ରାମ ବିକାଶ ବିଦ୍ୟା ବିହାରର ୨୩ ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ।…
ନବୀନଙ୍କୁ ନେଇ ଏମିତି କିଛି ଭିତିରି କଥା କହିଲେ ଲତିକା ପ୍ରଧାନ, ଗଞ୍ଜାମ ପାଇଁ…
ଭୁବନେଶ୍ୱର,୧୧ା୧: ଗଞ୍ଜାମରେ ବିଜେଡି ସ୍ଥିତିକୁ ନେଇ କିଛି ଭିତିରି କଥା କହିଛନ୍ତି ଲତିକା ପ୍ରଧାନ। ସେ କହିଛନ୍ତି, ଗଞ୍ଜାମ ନେତାଙ୍କୁ ଦାୟିତ୍ୱ ନ ଦେବାରୁ ସଂଗଠନ ଅତି ଦୁର୍ବଳ ହୋଇଯାଇଛି। ବିକ୍ରମ ପଣ୍ଡା ଦାୟିତ୍ୱ ନେବା ପରେ ଧିରେ ଧିରେ ରିକଭରି…
ହସଖୁସିରେ ଘରୁ ବୁଲି ବାହାରିଥିଲେ: ତପ୍ତପାଣି ଘାଟିରେ ଠିଆ ହୋଇଥିବା ଟ୍ରକ୍କୁ ପିଟିଲା ଟାଭେଲର୍ସ, ୨୫ ଯାତ୍ରୀ…
ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ପାଳୁଖଳା ଗ୍ରାମ ନିକଟ ମୁଖ୍ୟରାସ୍ତାରେ ରବିବାର ଭୋରରେ ଏକ ଲୁହାଛଡ଼ ବୋଝେଇ ଟ୍ରକକୁ ଯାତ୍ରୀବାହୀ ଟ୍ରାଭେଲର୍ସ ନଂ.(ଓଡ଼ି୦୫ ବିଏମ – ୧୫୧୯) ଧକ୍କା ଦେବାରୁ ଟ୍ରାଭେଲର୍ସ…
ଘରୁ ବାହାରି ଆସିଥିଲେ ପୁଅ ରାସ୍ତାରେ ଜଗି ବସିଥିଲା ମୃତ୍ୟୁ: ବାହୁନି ବାହୁନି କାନ୍ଦୁଛି ମା’
ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଶ୍ରୀ ଶନିଶ୍ଚର ମନ୍ଦିର ନିକଟ ମୁଖ୍ୟରାସ୍ତାରେ ରବିବାର ଦୁର୍ଘଟଣା ଘଟିଛି। ସକାଳେ ବୀଣାପାଣି ନାମକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ବାସୁଦେବପୁର…
ଦିଗପହଣ୍ଡିରେ ଆନ୍ତଃଜିଲା ଖୋ-ଖୋ ଟୁର୍ନାମେଣ୍ଟ ଉଦ୍ଘାଟିତ, ରବିବାର ଦିନ…
ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ଶନିବାର ଆନ୍ତଃ ଜିଲା ଖୋ – ଖୋ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ମହାକାଳ କ୍ଳବ ପକ୍ଷରୁ ଆୟୋଜିତ ଦୁଇ ଦିନିଆ ଟୁର୍ନାମେଣ୍ଟକୁ ବଡ଼ଖେମୁଣ୍ଡି ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁନୀଲ…
ବନ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ
ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ- ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିରେ ଗଜପତି ଜିଲା ପାରଳାଖେମୁଣ୍ଡି ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଚନ୍ଦ୍ରଗିରି ରେଞ୍ଜ ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାରଳାଖେମୁଣ୍ଡି…
ବେଆଇନ ଭାବେ ବିକୁଥିଲେ ବିଦେଶୀ ମଦ: ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଭାରପ୍ରାପ୍ତ ଓଆଇସି ଏନ୍. ତ୍ରିପତୀ ରେଡ୍ଡୀ ସଦଳବଳେ ଶନିବାର ସାରେ ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଯୋଗିଆ ପଲ୍ଲୀ ଗ୍ରାମ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଗ୍ରାମର ରମେଶ ରେଡ୍ଡୀ…
ଭଞ୍ଜନଗର ଅଞ୍ଚଳରେ ହାଡ଼ ଭଙ୍ଗା ଶୀତ: ଥଣ୍ଡାରେ ଚାଲିଗଲା ବୃଦ୍ଧଙ୍କ ଜୀବନ…
ଭଞ୍ଜନଗର,୧୦।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜିଲୁଣ୍ଡିରେ ଅତ୍ୟଧିକ ଥଣ୍ଡା ଯୋଗୁ ଶୁକ୍ରବାର ରାତିରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ସେ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ବେଣୀପଲ୍ଲୀର ବିଦ୍ୟାଧର ବିଶାଳ (୭୦)। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ…
ଦାବି ଶୁଣି ଆକ୍ସନ ମୋଡରେ ଜିଲାପାଳ: ବଦଳିଲେ ଏବିଡିଓ
ପୁରୁଷୋତ୍ତମପୁର,୧୦।୧ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏବିଡିଓ ନିରାକାର ଯେନାଙ୍କ ବିରୋଧରେ ଦୀର୍ଘ ଦିନଧରି ଲାଗିରହିଥିବା ଜନ ଅସନ୍ତୋଷ ଓ ଅଭିଯୋଗ ପରେ ଶେଷରେ ଜିଲାପାଳ ତାଙ୍କୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ନୂତନ ଏବିଡିଓ ଭାବରେ ଜୟଶ୍ରୀ ନାୟକଙ୍କୁ…
ସ୍ବାସ୍ଥ୍ୟକେନ୍ଦ୍ରରେ ଫଟୋ ଉଠାଉଥିବା ବେଳେ ରାଗିଗଲେ ଏଏନ୍ଏମ୍: ଖବରଦାତାଙ୍କୁ ନାଲିଆଖି ଦେଖାଇ…
ପୁରୁଷୋତ୍ତମପୁର,୧୦।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି l ଖବର ସଂଗ୍ରହ କରିବାକୁ ଯାଇଥିବା କିଛି ଖବରଦାତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନ୍ଏମ୍ ନାଲିଆଖି ଦେଖାଇ ଅସଦ୍ବ୍ୟବହାର ପ୍ରଦର୍ଶନ କରିବା ସହ ମାଡମାରିବା…
Archives


