ଗଞ୍ଜାମ

ସ୍କୁଲରେ ବିଷ ପିଇଲେ ଛାତ୍ରୀ

ଧରାକୋଟ,୧୬ା୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ବଡ଼ଗଡ ଥାନା ଅନ୍ତର୍ଗତ ବାହଁରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନଭୋଜନ ବିରତି ସମୟରେ ୭ମ ଶ୍ରେଣୀର ଜଣେ ଛାତ୍ରୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।…

ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବ୍ରହ୍ମପୁର,୧୬।୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକ୍‌ ବାହାରପୁର ଗ୍ରାମର ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଛାତ୍ରୀ ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଛାତ୍ରୀ ଜଣକ ହେଲେ ସପ୍ତମ ଶେଣ୍ରୀର ରାଣୀ ଭୁୟା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଧରାକୋଟ…

ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମା’: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ବ୍ରହ୍ମପୁର,୧୬ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗୋଳନ୍ଥରା ଥାନା ହଳଦିଆପଦରସ୍ଥିତ ଏକ ହୋଟେଲରେ ଗତ ଶୁକ୍ରବାର ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ତାଙ୍କ ମା’ ଅଭିଯୋଗ କରିଥିଲେ। ତେବେ ମୃତଦେହ ବ୍ୟବଚ୍ଛେଦର ପ୍ରାଥମିକ ରିପୋର୍ଟରେ…

ଗଞ୍ଜେଇ ସହ ୨ ଜଣଙ୍କୁ ମାଡ଼ିବସିଲା ପୋଲିସ

ଫିରିଙ୍ଗିଆ,୧୫ା୧(ବିକ୍ରମ ଦିଗାଲ): ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ଫିରିଙ୍ଗିଆ ପୋଲିସ ୨ ଜଣଙ୍କୁ ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ପାଙ୍ଗା ଉପରସାହି ପଞ୍ଚାୟତ ବାଲିଗଟା ଗାଁର ମିଙ୍ଗୁନା ବିନ୍ଧାଣିଙ୍କ ପୁଅ ପ୍ରକାଶ((୩୫) ଓ ଉକ୍ତ…

୧୮ରୁ ସମୂହ ଛୁଟିରେ ଯିବେ ପ୍ରାଣୀ ଚିକିତ୍ସକ

ଛତ୍ରପୁର,୧୫ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ସମସ୍ତ ପ୍ରାଣୀ ଚିକିତ୍ସକ ଏକକାଳୀନ ଆସନ୍ତା ୧୮ ତାରିଖରୁ ସମୂହ ଛୁଟିରେ ଯିବେ ବୋଲି ଜିଲା ସଂଘ ପକ୍ଷରୁ କୁହାଯାଇଛି। ପ୍ରାଣୀ ଚିକିତ୍ସା ସେବା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣର ଆବଶ୍ୟକତା ସମ୍ପର୍କରେ ଓଡ଼ିଶା ପ୍ରାଣୀ ଚିକିତ୍ସା…

କୋଦଳା, ବେଗୁନିଆପଡ଼ାରେ ଚିକିତ୍ସା ବ୍ୟବସ୍ଥା ବିପର୍ଯ୍ୟସ୍ତ

କୋଦଳା,୧୫ା୧(ଅମିତ୍‌ କୁମାର ପଟ୍ଟନାୟକ): ରାଜ୍ୟ ସରକାର ୫-ଟି ଜରିଆରେ ବିଭିନ୍ନ ଚିକିତ୍ସାକେନ୍ଦ୍ରକୁ କୋଟି କୋଟି ଟଙ୍କା ବିନିମୟରେ ବହୁ ଉନ୍ନୟନ କାର୍ଯ୍ୟ କରୁଥିବା ବେଳେ ରୋଗୀଙ୍କ ଚିକିତ୍ସା ପାଇଁ ଡାକ୍ତରମରୁଡ଼ି ଦେଖାଦେଇଛି। ଏହିପରି ଅବସ୍ଥାରେ ଡାକ୍ତର ନ ଥିବା ବେଳେ ସାମାନ୍ୟ…

ବିନା ଅସ୍ତ୍ରୋପଚାରରେ ୩ ସନ୍ତାନ ଜନ୍ମ

ଜଗନ୍ନାଥ ପ୍ରସାଦ, ୧୪ା୧(ବିଭୁ ପ୍ରସାଦ ପଟ୍ଟନାୟକ)ଏକକାଳୀନ ୩ଟି କନ୍ୟା ସନ୍ତାନକୁ ଜନ୍ମଦେଲେ ମହିଳା । ଶୁକ୍ରବାର ରାତି ପ୍ରାୟ ୮.୩୦ ସମୟରେ ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ନୟାଗଡ ଜିଲା ଓଡଗାଁ…

ରକ୍ତଭଣ୍ଡାରରେ ରକ୍ତ ଅଭାବ

ବ୍ରହ୍ମପୁର,୧୪।୧(ସୁବାସ ଚନ୍ଦ୍ର ପାଢ଼ୀ)ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି। ସ୍ଥିତି ଏଭଳି ହୋଇଛି ଯେ ନେଗେଟିଭ ଗ୍ରୁପ ପୂରା ଖାଲି ହୋଇଯାଇଛି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀ ନାହିଁ ନ ଥିବା…

ସାତକୋଶିଆରେ ବଢ଼ିଛି କୁମ୍ଭୀର ସଂଖ୍ୟା, କମିଛନ୍ତି ପକ୍ଷୀ

ଅନୁଗୋଳ,୧୩ା୧(ଅମିତ କୁମାର ସାମଲ): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଟିକରପଡ଼ା ମହାନଦୀ ଗଣ୍ଡରେ ଚଳିତବର୍ଷ କୁମ୍ଭୀର ଓ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୬ରୁ ୯ ଯାଏ ହୋଇଥିବା କୁମ୍ଭୀର ଓ ଗତ ୧୦ ତାରିଖରେ ଶେଷ ହୋଇଥିବା…

ଓଲଟିଲା ଧାନବୋଝେଇ ଟ୍ରାକ୍ଟର: ଜଣେ ଶ୍ରମିକ ମୃତ, ଜଣେ ଆହତ

ଛତ୍ରପୁର,୧୩ା୧(ଦିଲ୍ଲୀପ ସାମଲ): ଭାରସାମ୍ୟ ହରାଇ ଏକ ଧାନବୋଝେଇ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ଆହତ ଜଣଙ୍କ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଶ୍ରମିକ ଜଣକ ହେଲେ ସୁନ୍ଦରପୁର ଗ୍ରାମ…

କୋଡ଼ି ମାଡ଼ରେ ଜଣଙ୍କ ଜୀବନ ଗଲା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ,୧୩ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମରେ ଶନିବାର କୋଡ଼ି ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ପାଣିଗ୍ରାହୀ (୩୩)। ହତ୍ୟା ଅଭିଯୋଗରେ ପୋଲିସ ଉକ୍ତ ଗ୍ରାମର ରାମକୃଷ୍ଣ ସାହୁ(୫୪)ଙ୍କୁ ଗିରଫ କରିଛି।…

ଡାକ୍ତରଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଶୁକ୍ରବାର ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)୩ ରାଜ କୁମାର ଦାଶ ମାମଲାର ମୁଖ୍ୟ ଅଭିଯୁକ୍ତ ଡାକ୍ତର ହୃଷୀକେଶ ତ୍ରିପାଠୀ, ସହଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?