ଗଞ୍ଜାମ

ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ: ଥାନାରେ ଅଭିଯୋଗ କଲେ ସ୍ତ୍ରୀ

ଜଗନ୍ନାଥପ୍ରସାଦ,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ତାଙ୍କ ଘରୁ ଜବତ କରାଯାଇଛି। ମୃତକ ହେଲେ କପିଳା ବେହେରା। ସ୍ବାମୀ ମଦ ପିଇବାକୁ ଟଙ୍କା ମାଗିବାରୁ ତାଙ୍କ ସହ ଝଗଡ଼ା…

୨୧ ବର୍ଷ ପରେ ପୋଲିସ ଇନ୍ସପେକ୍ଟରଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର, ୪ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୧ ବର୍ଷ ପରେ ଏକ ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ସୋମବାର ଉକ୍ତ ମାମଲାର ଶୁଣାଣି କରି ତତ୍କାଳୀନ ପୋଲିସ…

ବାତ୍ୟା ମିଗଜୋମ୍‌ ଲାଗି ଚାଷୀଙ୍କୁ ସତର୍କ

ବୁଗୁଡା,୪ା୧୨(କାଳି ଚରଣ ଦାଶ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମିଗଜୋମ୍‌ର ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ୩ ଦିନ ଭାରି ବର୍ଷାର ସମ୍ଭାବନା…

ସ୍କ୍ରାପ୍‌, ଗଛ, ଲୁହା ବ୍ୟବହାର କରି ନୌସେନାର ଜାହାଜ ନିର୍ମାଣ କଲେ ଛାତ୍ରୀଛାତ୍ର

ଛତ୍ରପୁର,୪ା୧୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ସରକାରୀ ଆଇଟିଆଇ ଛାତ୍ରୀଛାତ୍ର ଏକ ସ୍ବତନ୍ତ୍ର କାର୍ଯ୍ୟ କରି ଦେଖାଇଛନ୍ତି। ଅଦରକାରୀ ସ୍କ୍ରାପ୍‌, ଗଛ, ଲୁହା ଆଦିକୁ ବ୍ୟବହାର କରି ଅବିକଳ ନୌସେନାର ସ୍ବଦେଶୀ ଯୁଦ୍ଧ ଜାହାଜ ନିର୍ମାଣ କରିଛନ୍ତି। ସୋମବାର ନାଭି…

ଷ୍ଟାଫ୍‌ କଲୋନୀରୁ ସୁନାଗହଣା ଲୁଟ୍‌ ଘଟଣା: ସିକ୍ୟୁରିଟି ଅଟକ

ଗଞ୍ଜାମ,୨ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର ନିକଟସ୍ଥ ଗ୍ରାସୀମ କମ୍ପାନୀ ଷ୍ଟାଫ୍‌ କଲୋନୀରେ ଦୀର୍ଘଦିନ ହେବ ରହି ଆସୁଥିବା ସନଟେକ କମ୍ପାନୀ ପରିଚାଳକ ହିମାଂଶୁ ମିଶ୍ରଙ୍କ କ୍ୱାର୍ଟର୍ସରୁ ୮ ଲକ୍ଷ ଟଙ୍କା ସମେତ ସୁନା ଗହଣା ଲୁଟ୍‌ ହୋଇଥିବା ନେଇ ବୁଧବାର ଗଞ୍ଜାମ…

ବେଳାଭୂମିରେ ଶୀତତାପ ନିୟନ୍ତ୍ରିତ ରେଷ୍ଟୁରାଣ୍ଟ: ୭ରୁ ୧୦ ହଜାର ଟଙ୍କାରେ ବୁକ୍‌ ହେଉଛି ରୁମ୍‌

ଚିକିଟି,୧ା୧୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନାପୁର ବେଳାଭୂମିରେ ଚଳିତ ବର୍ଷର ଇକୋ ରିଟ୍ରିଟ ଆରମ୍ଭ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବେଳାଭୂମିରେ ଏକ…

ସ୍ତ୍ରୀଙ୍କୁ ପଥରରେ ଛେଚି କରିଥିଲେ ହତ୍ୟା: ଅଭିଯୁକ୍ତ ସ୍ବାମୀଙ୍କୁ ୧୫ ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୧।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌(ଏଡିଜେ- ୩ )ରାଜକୁମାର ଦାଶ ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଗୁରୁବାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଗୋସାଣିନୂଆଗାଁ ଥାନା ସଦାନନ୍ଦ ବିହାର ଦ୍ୱିତୀୟ ଲାଇନର ବୁଲୁ ସାହୁ(୫୨)ଙ୍କୁ ଦାଷୀ ସାବ୍ୟସ୍ତ…

କୁମାରୀ ମାତୃତ୍ୱ ପରେ ଆଖି ବୁଜିଲେ ମା’

ବ୍ରହ୍ମପୁର,୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ଜଣେ ନାବାଳିକା ଗର୍ଭବତୀଙ୍କ ଯତ୍ନ ଅଭାବରୁ ପ୍ରସବ ପରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ଅଙ୍ଗନୱାଡି କେନ୍ଦ୍ରରେ ତାଙ୍କର ଯତ୍ନ ନିଆ ନଯିବା ଏବଂ ନିୟମିତ ଚିକିତ୍ସା ନ ହେବାରୁ…

ଦର ଅଧିକରୁ ମଟନ ବ୍ୟବସାୟ ମାନ୍ଦା

ବ୍ରହ୍ମପୁର,୨୯।୧୧(ତନୁଶ୍ରୀ ନାହାକ): ଧର୍ମ ମାସ କାର୍ତ୍ତିକ ସରିଛି। ମାସେ ହେଲା ରେଶମ ସହରର ଆମିଷ ବଜାର ମାନ୍ଦା ଥିବାବେଳେ ମଙ୍ଗଳବାର ଛାଡ଼ଖାଇ ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ମାସେ ହେଲା ହାତ ବାନ୍ଧି ବସିଥିବା ବେପାରୀମାନେ ଛାଡ଼ଖାଇରେ ଆମିଷ ଦର ଅଧିକା…

ହାତୀ ଉପଦ୍ରବ: ବ୍ୟାପକ ଫସଲ

ଭଞ୍ଜନଗର,୨୭ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ହାତୀ ଉପଦ୍ରବ ଦିନକୁ ଦିନ ବଢିବାରେ ଲାଗିଛି। ସନ୍ଧ୍ୟା ପୂର୍ବରୁ ହାତୀପଲ ଜଙ୍ଗଲରୁ ବାହାରି ନିକଟବର୍ତ୍ତୀ ଗ୍ରାମଗୁଡିକରେ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଫସଲ ସୁରକ୍ଷା ଚିନ୍ତାରେ…

କରୋନା ପରେ ନିମୋନିଆକୁ ନେଇ ବଢିଲା ଚିନ୍ତା

ବ୍ରହ୍ମପୁର,୨୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): କରୋନା ପରେ ଏବେ ଚୀନରେ ପିଲାମାନେ ନିମୋନିଆ ଆକ୍ରାନ୍ତ ହେଉଥିବାରୁ ଚାରିଆଡେ ଚିନ୍ତା ବଢିଛି। ଭାରତ ସରକାର ରାଜ୍ୟଗୁଡିକୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ…

ବିଜେଡିରେ ଯୋଗଦେବା ପରେ ମା’ ତାରାତାରିଣୀଙ୍କ ଆଶିଷ ନେଲେ ଭି.କେ ପାଣ୍ଡିଆନ

ପୁରୁଷୋତ୍ତମପୁର,୨୭।୧୧(ସିମାଞ୍ଚଳ ମିଶ୍ର): ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜଦରେ ସାମିଲ ହୋଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ପ୍ରଥମକରି ଗଞ୍ଜାମ ଜିଲାର ପ୍ରତ୍ୟକ୍ଷ ଆରାଧ୍ୟ ଇଷ୍ଟଦେବୀ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?