ପୁରୁଷୋତ୍ତମପୁର ଏସ୍ଡିପିଓ ଭାବେ ଦାୟିତ୍ୱ ନେଲେ ରଜନୀକାନ୍ତ
ପୁରୁଷୋତ୍ତମପୁର,୨୬।୯(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ଭାବେ ରଜନୀକାନ୍ତ ସାମଲ ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏଠାରେ ଥିବା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ଢେଙ୍କାନାଳ ଜିଲା ସଦର ଏସ୍ଡିପିଓ ଭାବେ ବଦଳି କରାଯାଇଛି। ରଜନୀକାନ୍ତ ସାମଲ ଏହା ପୂର୍ବରୁ ଜଗତସିଂହପୁର ଜିଲାରେ…
୧୨୭ଗ୍ରାମ ବ୍ରାଉନସୁଗାର ଜବତ, ଧରାପଡିଲେ ମହିଳା ବେପାରୀ
ବ୍ରହ୍ମପୁର ଅଫିସ,୨୬।୯: ବ୍ରହ୍ମପୁର ସହରରେ ନିଶା ବେପାରୀମାନେ ଯୁବବର୍ଗଙ୍କୁ ଟାର୍ଗେଟ କରି ବ୍ରାଉନସୁଗାର କାରବାର ଜାରି ରଖିଛନ୍ତି। ଗତ ଦେଢ଼ମାସ ମଧ୍ୟରେ ଅବକାରୀ ଗୋଇନ୍ଦା ଟିମ୍ ୪ଜଣ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରିଛି। ମଙ୍ଗଳବାର ପୁଣି ଅବକାରୀ ଗୋଇନ୍ଦା ବିଭାଗ…
ଘରେ ଘରେ ଅହିଂସା ବାର୍ତ୍ତା ପହଞ୍ଚାଉଛି ରଥ
ପୁରୁଷୋତ୍ତମପୁର,୨୬।୯(ଡି.ଏନ୍.ଏ.): ଭାରତକୁ ସ୍ବାଧୀନତା ଆଣିବାରେ ସଂଗ୍ରାମୀଙ୍କ ସଂଗ୍ରାମ, ବୀରତ୍ୱ, ବଳିଦାନ ଏବଂ ଅହିଂସାର ମୂଳମନ୍ତ୍ରକୁ ଯୁବପିଢ଼ିଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ବାହାରିଥିବା ଅହିଂସା ରଥ ସୋମବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପହଞ୍ଚିଛି। ଏହି ଅବସରରେ ରଥକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା।…
ଚୌକିଦାରଙ୍କ ଘର ଭାଙ୍ଗିବାକୁ ନୋଟିସ୍
ଭଞ୍ଜନଗର,୨୬।୯(ଡି.ଏନ.ଏ): ଭଞ୍ଜନଗର ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟର ଏକ ଚୌକିଦାର ଘରକୁ ନେଇ ଜନସ୍ବାସ୍ଥ୍ୟ ବିଭାଗ ଏବଂ ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ମଧ୍ୟରେ ବହୁଦିନ ହେବ ବିବାଦ ଲାଗିରହିଛି। ଏଭଳି ସ୍ଥିତିରେ ପ୍ରଶାସନ ପକ୍ଷରୁ ଉକ୍ତ କୋଠାକୁ ଭାଙ୍ଗିବା ପାଇଁ…
ଜାତୀୟ ପତାକାକୁ ଅସମ୍ମାନ
ଭଞ୍ଜନଗର,୨୬।୯(ଡି.ଏନ.ଏ): ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସ୍ବାଧୀନତା ଦିବସରେ ପ୍ରତ୍ୟେକ ଘର ସମ୍ମୁଖରେ ଜାତୀୟ ପତାକା ଉଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ପୋଷ୍ଟ ଅଫିସଗୁଡିକରେ ଜାତୀୟ ପତାକା ବିକ୍ରି…
ଦଶହରା ଚାନ୍ଦା ଆଦାୟ, ଜୁଆଖେଳ ଉପରେ ହେବ କାର୍ଯ୍ୟାନୁଷ୍ଠାନ
ବ୍ରହ୍ମପୁର ଅଫିସ,୨୫ା୧୦: ଜିଲାରେ ସୋମବାରଠାରୁ ପାର୍ବଣ ଆରମ୍ଭ । ସେଥିପାଇଁ ବିଭିନ୍ନ ଶକ୍ତିପୀଠ, ମନ୍ଦିରରେ ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ଦଶହରାରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଅପରାଧୀମାନଙ୍କୁ ସାବଡ଼ କରିବା ପାଇଁ ପୋଲିସ ଏକ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି। ବିଶେଷକରି ଜିଲାରେ…
କାର୍ଯ୍ୟକ୍ଷମ ହେଉନି ହଳଦିଆପଦର ନୂତନ ବସ୍ଷ୍ଟାଣ୍ଡ
ଛତ୍ରପୁର,୨୫।୯(ଡି.ଏନ.ଏ.): ଗଞ୍ଜାମ ଜିଲାର ପ୍ରମୁଖ ବ୍ରହ୍ମପୁର ସହର ପାଇଁ ନିର୍ମିତ ହଳଦିଆପଦର ନୂତନ ବସ୍ଷ୍ଟାଣ୍ଡ ଉଦ୍ଘାଟନ ପରଠାରୁ ହିଁ କାର୍ଯ୍ୟକ୍ଷମ ହୋଇନି । ଫଳରେ ବର୍ଷବର୍ଷ ଧରି ଉକ୍ତ ନୂତନ ବସ୍ଷ୍ଟାଣ୍ଡକୁ ବସ୍ ଯାଉ ନ ଥିବାବେଳେ ସେଠାରେ ଅସାମାଜିକ ବ୍ୟକ୍ତିଙ୍କ…
ମାସେ ହେଲା ଓଟି କମ୍ପ୍ଲେକ୍ସ ବନ୍ଦ
ବ୍ରହ୍ମପୁର ଅଫିସ,୨୫।୯: ବ୍ରହ୍ମପୁର ବଡ ମେଡିକାଲରେ ରୋଗୀ ସେବାରେ ଉନ୍ନତି ଆଣିବା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଉଛି। ପୁରୁଣା କୋଠାର ସମସ୍ତ ୱାର୍ଡକୁ ନୂତନ କୋଠାକୁ ସ୍ଥାନାନ୍ତର କରାଯାଇଛି। ରୋଗୀଙ୍କୁ ସୁପରସ୍ପେଶିଆଲିଟି ବିଭାଗର ସେବା ମଧ୍ୟ ପ୍ରଦାନ କରାଯାଉଛି। କୋଠାଗୁଡ଼ିକରେ…
ଘୁମୁସର ଉତ୍ତର ବନଖଣ୍ଡରେ ୬୪ ହାତୀ
ଭଞ୍ଜନଗର,୨୫।୯(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଦିନକୁ ଦିନ ହାତୀ ଆତଙ୍କ ବଢିବାରେ ଲାଗିଛି। ସନ୍ଧ୍ୟା ହେଲେ ହାତୀ ଜଙ୍ଗଲରୁ ବାହାରି ନିକଟସ୍ଥ ଗ୍ରାମଗୁଡିକରେ ଫସଲ ନଷ୍ଟ କରୁଛନ୍ତି। ଏହି ସମୟରେ କିଛି ଅଘଟଣ ଘଟିବା ଆଶଙ୍କାରେ ସମ୍ପୃକ୍ତ…
ଛତ୍ରପୁରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଛତ୍ରପୁର,୨୪ା୯ (ଡି.ଏନ.ଏ.): ଛତ୍ରପୁର ଏନ୍ଏସିର ସାଧାରଣ ପରିଷଦ ବୈଠକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ପୌରୋହିତ୍ୟରେ ଗୁରୁବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା,ଉପାଧ୍ୟକ୍ଷ ଜି.ପାପା ରାଓ, ନିର୍ବାହୀ ଅଧିକାରୀ ଉମାଶଙ୍କର ନାୟକ ମଞ୍ଚାସୀନ ଥିଲେ। ବୈଠକରେ ପରିମଳ,…
ନ୍ୟାୟ ପାଇଁ କ୍ୱାର୍ଟର୍ସ ଆଗରେ ସ୍ତ୍ରୀଙ୍କ ଧାରଣା
ବ୍ରହ୍ମପୁର ଅଫିସ,୨୪ା୯: ଅଧିକ ଯୌତୁକ ଦାବି ନେଇ ଜଣେ ରେଲଓ୍ବେ କର୍ମଚାରୀ ତାଙ୍କ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ଶୁକ୍ରବାର ସରକାରୀ ରେଳବାଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଛି। ସେପଟେ ସ୍ତ୍ରୀ ସ୍ବପ୍ନା ନାୟକ…
ଜମିର ବେଞ୍ଚ ମାର୍କ ମୂଲ୍ୟାୟନ ତ୍ରୁଟିପୂର୍ଣ୍ଣ
ବ୍ରହ୍ମପୁର ଅଫିସ,୨୪ା୯: ତ୍ରୁୃଟିପୂର୍ଣ୍ଣ ବେଞ୍ଚ ମାର୍କ ମୂଲ୍ୟାୟନ ଯୋଗୁ ବ୍ରହ୍ମପୁର ସମେତ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଜମି ବିକାକିଣାରେ ସମସ୍ୟା ସୃଷ୍ଟି ହୋଇଛି। ସରକାରୀ ଅଧିକାରୀମାନେ ଠିକ୍ ଭାବେ ଅନୁଧ୍ୟାନ କରି ତ୍ରୁଟି ସଂଶୋଧନ ପାଇଁ ଗତ ଦୁଇ ବର୍ଷ…
Archives


