ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ, ଉପବାସ ରହିଲେ ପିଲା
ହିଞ୍ଜିଳିକାଟୁ,୨୧ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ସାରୁ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବାରୁ ବହୁ ଛାତ୍ରୀଛାତ୍ର ଖାଦ୍ୟ ଖାଇ ଉପବାସ ରହିଥିବା ଅଭିଯୋଗ ହୋଇଛି। ଖାଦ୍ୟରେ ପୋକ ବାହାରିବା ଭିଡିଓ ଏବଂ ଫଟୋ ବିଭିନ୍ନ…
ଦାମୀ କାର୍ରେ ଚାଲାଣ ହେଉଥିଲା ବିପୁଳ ପରିମାଣର ଗଞ୍ଜେଇ, ଧରିଲା ଅବକାରୀ
ବ୍ରହ୍ମପୁର ଅଫିସ,୨୧ା୯: ଅବକାରୀ ଗୋଇନ୍ଦା ପୋଲିସ ବୁଧବାର ଭୋର୍ରୁ ୧୫ ଲକ୍ଷର ଦାମୀ କାର୍ ସହ ୧୨୦ କେଜି ଗଞ୍ଜେଇ ଜବତ କରିଛି। ଅବକାରୀ ପୋଲିସ ଓ ସ୍ଥାନୀୟ ଲୋକେ ପିଛା କରୁଥିବା ଦେଖି ଗଞ୍ଜେଇ ଚାଲାଣକାରୀ ଜଣଙ୍କ ରାସ୍ତା ଉପରେ…
କଲେଜ ସମ୍ମୁଖରେ ଅଳିଆ ପକାଇବା ମହଙ୍ଗା ପଡିଲା ଆବର୍ଜନା ଭର୍ତ୍ତି ଟ୍ରାକ୍ଟର ଚାବି ଛଡାଇ ନେଲେ କାଉନସିଲର
ଗଞ୍ଜାମ,୨୦ା୯(ଡି.ଏନ.ଏ.): ଗଞ୍ଜାମ ସହର ପୁରୁଣା ଜାତୀୟ ରାଜପଥ ପାର୍ଶ୍ୱରେ ଥିବା କଲେଜ ସମ୍ମୁଖରେ ଗଞ୍ଜାମ ଏନଏସିର ଏକ ଅଳିଆ ବୋଝେଇ ଟ୍ରାକ୍ଟର ଅଳିଆ ପକାଉଥିଲେ। ଏହା ଦେଖି ସ୍ଥାନୀୟ ୧୨ ନଂ ୱାର୍ଡ କାଉନସିଲର ଚନ୍ଦ୍ରଶେଖର ରେଡ୍ଡୀ ଟ୍ରାକ୍ଟର ଚାବି ଛଡ଼ାଇ…
ବାଲ୍ୟବିବାହ ମୁକ୍ତ ଗଞ୍ଜାମ ଘୋଷଣାରେ ସୀମିତ
ଛତ୍ରପୁର,୨୧।୯(ଡି.ଏନ୍.ଏ.):ଗଞ୍ଜାମ ଜିଲାକୁ ପ୍ରଶାସନ ଚଳିତବର୍ଷ ଜାନୁୟାରୀ ୩ ତାରିଖରେ ବାଲ୍ୟବିବାହ ମୁକ୍ତ ଜିଲା ଭାବେ ଘୋଷଣା କରିଥିଲା। ଏପରିକି ବାଲ୍ୟ ବିବାହ ସମ୍ପର୍କରେ ସୂଚନା ଦେଲେ ସୂଚନାଦାତାକୁ ୫୦ ହଜାର ଟଙ୍କାର ପୁରସ୍କାର ଦିଆଯିବା ନେଇ ତକତ୍ାଳୀନ ଜିଲାପାଳ ବିଜୟ ଅମୃତା…
୨୦୨୫ ସୁଦ୍ଧା ଯକ୍ଷ୍ମାମୁକ୍ତ ହେବ ଗଞ୍ଜାମ
ଛତ୍ରପୁର,୨୧।୯:(ଡି.ଏନ୍.ଏ.): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ମଙ୍ଗଳବାର ଜିଲାସ୍ତରୀୟ ସମନ୍ବୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଯକ୍ଷ୍ମା ନିରାକରଣ, ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ଖାଦ୍ୟ ନିରାପତ୍ତା ଓ ସ୍ବାସ୍ଥ୍ୟ ସେବା ଉପରେ ସମୀକ୍ଷା କରିଥିଲେ। ୨୦୨୫ ସୁଦ୍ଧା ଦେଶକୁ ଯକ୍ଷ୍ମାମୁକ୍ତ କରିବା…
ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ
ଭଞ୍ଜନଗର,୨୧।୯(ଡି.ଏନ.ଏ.): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଭେଜିପୁଟ ଫାଣ୍ଡି ଅଧିକାରୀ ସନ୍ତୋଷ ସ୍ବାଇଁ। ବେଲ୍ କରାଇ ଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସୂଚନାନୁଯାୟୀ, ଭେଜିପୁଟ ଫାଣ୍ଡି ଅନ୍ତର୍ଗତ ଗୁରାପଲ୍ଲୀ ଗ୍ରାମର ଭୁବନ ପାତ୍ର ଓ ତାଙ୍କ ପଡୋଶୀଙ୍କ…
ନାଳରେ ଭାସିଗଲେ ୨ ଯୁବକ
ଦିଗପହଣ୍ଡି,୨୧ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାଙ୍ଗରଡ଼ା ଗ୍ରାମ ପାଶର୍ବ ଦେଇ ଯାଇଥିବା ରାଉତରାୟ ନାଳକୁ ମଙ୍ଗଳବାର ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ୨ ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଗନ୍ନାଥ ସେଠୀଙ୍କୁ ଉଦ୍ଧାର କରାଯାଇଥିବା…
ଖଲ୍ଲିକୋଟ ଜଗନ୍ନାଥ ମନ୍ଦିରରୁ ଖସିଲା ପଥର
ଖଲ୍ଲିକୋଟ,୨୦ା୯(ଡି.ଏନ.ଏ.): ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ତଥା ବହୁ ପୁରାତନ ଖଲ୍ଲିକୋଟ ଜଗନ୍ନାଥ ମନ୍ଦିର ପ୍ରତି ବିପଦ ଘନେଇଲା। ସୋମବାର ଭୋରରେ ଜଗନ୍ନାଥ ମନ୍ଦିରର ସିଂହଦ୍ୱାର ଗୁମୁଟରୁ ଦୁଇଟି ସ୍ଥାନରୁ ପଥର ଖସି ତଳେ ପଡିଥିଲା। ପ୍ରାୟ ୩ ଶହ ବର୍ଷର ଏହି…
ତିନି ବର୍ଷ ହେଲା ଅବ୍ୟବସ୍ଥାରେ ଗଞ୍ଜାମ ମାଛ ମାର୍କେଟ
ଗଞ୍ଜାମ,୨୦।୯(ଡି.ଏନ.ଏ.): ଅବ୍ୟବସ୍ଥାରେ ଗଞ୍ଜାମ ସହର ସାନ ବଜାରଠାରେ ଥିବା ମାଛ ମାର୍କେଟ। ପୂର୍ବରୁ ଏନ୍ଏସି ପ୍ରଶାସନ ପକ୍ଷରୁ ମାଛ ବ୍ୟବସାୟୀଙ୍କ ଲାଗି ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇଥିଲାl ହେଲେ ସହରର ସୌନ୍ଦର୍ଯ୍ୟକରଣ ଓ ରାସ୍ତା ସମ୍ପ୍ରସାରଣର ଆଳ ଦେଖାଇ ଭାଙ୍ଗି ଦିଆଯାଇଥିଲା…
ପୁଣି ଏମ୍କେସିଜି ଛାତରୁ ଖସିଲା ସିଲିଂ
ବ୍ରହ୍ମପୁର ଅଫିସ,୧୯।୯: ବ୍ରହ୍ମପୁର ଏମ୍କେସିଜି ମେଡିକାଲ ଛାତରୁ ପୁଣି ସିଲିଂ ଖସିଥିବା ଅଭିଯୋଗ ହୋଇଛି। ତଳ ମହଲାରେ ଥିବା ଡାୟଲିସିସ ୱାର୍ଡର ଛାତରୁ ଏହି ସିଲିଂ ଖସିଥିଲା ବେଳେ ଡାକ୍ତରଖାନାର ନୂଆ କୋଠା କେତେ ସୁରକ୍ଷିତ ସେନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି…
ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ହେଲେ ପିସିସି ସଦସ୍ୟ
ଦିଗପହଣ୍ଡି,୨୦।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଦସ୍ୟ ଭାବେ ସୋମବାର ମନୋନୀତ ହୋଇଛନ୍ତି। ପ୍ରଫୁଲ୍ଲ ପୂର୍ବରୁ ଡିସିସି ଉପସଭାପତି ଭାବେ କାର୍ଯ୍ୟ କରି ଆସୁଥିବା ବେଳେ ସାଂଗଠନିକ ଦକ୍ଷତା ଆଧାରରେ ତାଙ୍କୁ…
ଖୁବ୍ଶୀଘ୍ର ଖୋଲିବ ଆସିଷ୍ଟାଣ୍ଟ ସେସନ୍ସ କୋର୍ଟ
ପୁରୁଷୋତ୍ତମପୁର,୧୯।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଖୁବ୍ଶୀଘ୍ର ଆସିଷ୍ଟାଣ୍ଟ ସେସନ୍ସ ଜଜ୍ ତଥା ସିଭିଲ ଜଜ୍ ସିନିୟର ଡିଭିଜନ କୋର୍ଟ ଖୋଲିବାକୁ ଯାଉଛି। ଏନେଇ ସୋମବାର ଗଞ୍ଜାମ ଜିଲା ଦୌରାଜଜ ଆନନ୍ଦ ଚନ୍ଦ୍ର ବେହେରା ଓ ରେଜିଷ୍ଟ୍ରାର ସୁଶାନ୍ତ କୁମାର ମିଶ୍ର ପୁରୁଷୋତ୍ତମପୁର…
Archives


