ଭୟ ବଢ଼ାଉଛି ଲଘୁଚାପ ବର୍ଷା
ବ୍ରହ୍ମପୁର ଅଫିସ,୧୦।୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ବ୍ରହ୍ମପୁର ସହରରେ ବର୍ଷା ହେଉଛି। ଘଡ଼ିଘଡ଼ିକେ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଶନିବାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ଗଣେଶ ମୂର୍ତ୍ତି ବିସର୍ଜନ କରି ଫେରିବା ବେଳେ ଅଘଟଣ: ଅଟୋ ଓଲଟି ୩ ଗୁରୁତର, ୭ ଆହତ
ଗଞ୍ଜାମ,୯।୯(ଡି.ଏନ୍.ଏ.): ଗଣେଶ ମୂର୍ତ୍ତି ବିସର୍ଜନ କରି ଫେରୁଥିବା ବେଳେ ଅଘଟଣ। ଅଟୋ ଓଲଟି ପଡ଼ିବାରୁ ସାତ ଜଣ ଆହତ ହୋଇଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି l ଆହତମାନେ ହେଲେ ଖଲିକୋଟ ଥାନା ବିକ୍ରମପୁର ଗ୍ରାମର ଅଶୋକ…
ପାର୍ବଣ ପୂର୍ବରୁ ନକଲି ବିଦେଶୀ ମଦ ପ୍ରସ୍ତୁତି: ଠାବ ହେଲା କାରଖାନା
ବ୍ରହ୍ମପୁର ଅଫିସ,୯ା୯: ବଡବଜାର ଥାନା ଅଧୀନ ଓମ୍ ନଗରରେ ଚାଲିଥିବା ଏକ ନକଲି ମଦ କାରଖାନାରେ ଶୁକ୍ରବାର ଅବକାରୀ ବିଭାଗର ଏକ ଟିମ୍ ଚଢ଼ାଉ କରିଥିଲା। ଚଢାଉ ବେଳେ ଅଧିକାରୀମାନେ ୧୭ପେଟି ନକଲି ବିଦେଶୀ ମଦ ସହ ବିପୁଳ ପରିମାଣରେ କଞ୍ଚାମାଲ…
କାଦୁଅ ପଡ଼ିବାକୁ କେନ୍ଦ୍ର କରି ଆକ୍ରମଣ, ବନ୍ଧା ହେଲେ ଅଭିଯୁକ୍ତ
ବ୍ରହ୍ମପୁର ଅଫିସ,୯।୯: ଗାଡ଼ି ଚଳାଇବା ବେଳେ କାଦୁଅ ପଡିବାକୁ ନେଇ ବଚସା ଓ ଆକ୍ରମଣ ଅଭିଯୋଗରେ ବଡ଼ବଜାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହରିଡାଖଣ୍ଡି ନୂଆ ସାହିର କେ. ଶିବା ରେଡି। ଏନେଇ ପୋଲିସ ଏକ ମାମଲା…
ପୁଣି ଏମ୍କେସିଜିରୁ ଖସିଲା ସିଲିଂ
ବ୍ରହ୍ମପୁର ଅଫିସ,୯।୯: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସୁପର ସ୍ପେଶାଲିଷ୍ଟ ବ୍ଲକର ଛାତରୁ ପୁଣି ଶୁକ୍ରବାର ସିଲିଂ ଖସିଛି। ଆଜି ତୃତୀୟ ମହଲାରେ ଥିବା ଏଣ୍ଡୋକ୍ରାଇନୋଲୋଜି ବିଭାଗରୁ ସିଲିଂ ଖସିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ସିଲିଂ…
ନକଲି ମଦ ପ୍ରସ୍ତୁତ କାରଖାନାରେ ଚଢ଼ାଉ
ବ୍ରହ୍ମପୁର ଅଫିସ,୯ା୯: ବଡ଼ବଜାର ଥାନା ଓମ୍ନଗର ତୃତୀୟ ଲାଇନରେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ୧୧ କାର୍ଟୁନ ନକଲି ବିଦେଶୀ ମଦ ଜବତ ହୋଇଛି। ଅବକାରୀ ବିଭାଗ ଜଣେ ଚୋରା ମଦ ଚାଲାଣକାରଙ୍କୁ ଧରି ଜେରା ବେଳେ ସେ…
ଡେଙ୍ଗୁ: ଗଞ୍ଜାମରେ ୩୮ ଆକ୍ରାନ୍ତ ହେଲେଣି
ବ୍ରହ୍ମପୁର,୯ା୯: ଗଞ୍ଜାମ ଜିଲାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବାହାର ରାଜ୍ୟ ଓ ଜିଲାରୁ ଲୋକେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଗଞ୍ଜାମ ଆସୁଥିବାରୁ ସଂଖ୍ୟା ବଢ଼ୁଛି। ଗୁରୁବାର ଦିନକରେ ୩ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।କବିସୂର୍ଯ୍ୟନଗର…
୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ମାମଲା:ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ସହ ଜରିମାନା
ବ୍ରହ୍ମପୁର ଅଫିସ,୮ା୯-ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟ ଜଜ୍ ଗୁରୁବାର ଜଣେ ୧୦ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହୋଇଥିବା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି।…
ଏମ୍କେସିଜିରେ ଚିକିତ୍ସା ଅବହେଳା, ଶିଶୁ ମୃତ୍ୟୁ ନେଇ ଅଭିଯୋଗ
ବ୍ରହ୍ମପୁର ଅଫିସ,୮ା୯: ଚିକିତ୍ସା ଅବହେଳାରୁ ବ୍ରହ୍ମପୁର ବଡ ମେଡିକାଲରେ ଏକ ନବଜାତ ଶିଶୁର ମୃତ୍ୟୁ ଘଟିଥିବା ନେଇ ଗୁରୁବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ମୃତ ଶିଶୁଙ୍କ ବାପା ପ୍ରମୋଦ କୁମାର ଉଥାନସିିଂ ଏମ୍କେସିଜି ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି।…
ଡେଙ୍ଗୁ: ଗଞ୍ଜାମରେ ୩୮ ଆକ୍ରାନ୍ତ
ବ୍ରହ୍ମପୁର,୮ା୯-ଗଞ୍ଜାମ ଜିଲାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବାହାର ରାଜ୍ୟ ଓ ଜିଲାରୁ ଲୋକେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଗଞ୍ଜାମ ଆସୁଥିବାରୁ ସଂଖ୍ୟା ବଢ଼ୁଛି। ଗୁରୁବାର ଦିନକରେ ୩ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।କବିସୂର୍ଯ୍ୟନଗର ବ୍ଲକ…
କବିସୂର୍ଯ୍ୟନଗର ସହରରେ ଭାଲୁ : ଭିଡିଓ ଭାଇରଲ
କବିସୂର୍ଯ୍ୟନଗର,୮ା୯(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୁରୁଣା ଥାନା ନିକଟରେ ବୁଧବାର ରାତିରେ ଏକ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଏ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କବିସୂର୍ଯ୍ୟନଗର ସହରର ଜଣେ ଯୁବକ କୌଣସି କାମରେ ଛତ୍ରପୁର ଯାଇଥିଲେ।…
ଭିଜିଲାନ୍ସ ଜାଲରେ ୨ କନିଷ୍ଠ କିରାଣି
ବ୍ରହ୍ମପୁର ଅଫିସ,୮।୯: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ୨ କନିଷ୍ଠ କିରାଣି। ସେମାନେ ହେଲେ ସୁଶୀଲ ପଟ୍ଟନାୟକ ଏବଂ ପ୍ରଦୀପ ମହାନ୍ତି। ଏରିଅର ପାଇଁ ଅବସରପ୍ରାପ୍ତ ପିଅନଙ୍କଠାରୁ ସେମାନେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଗଞ୍ଜାମ ଜିଲା ଶିକ୍ଷାଧିକାରୀ(ଡ଼ିଇଓ)ଙ୍କ…
Archives


