ଗଞ୍ଜାମ

ଜଗନ୍ନାଥଙ୍କୁ ବି ଛାଡ଼ିଲେନି, ପତିତପାବନଙ୍କୁ ନେଇଗଲେ ଦୁର୍ବୃତ୍ତ

ପୁରୁଷୋତ୍ତମପୁର,୨ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁର୍ବୃତ୍ତମାନେ ସ୍ବୟଂ ଜଗନ୍ନାଥଙ୍କୁ ବି ଛାଡ଼ିନାହାନ୍ତି। ପୁରୁଷୋତ୍ତମପୁର ସହର ମଧ୍ୟରେ ରହିଥିବା ରଥସାହି ଜଗନ୍ନାଥ ମନ୍ଦିରର ମୁଖଶାଳାରେ ପୂଜା ପାଉଥିବା ସ୍ବୟଂ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତୀଧାରୀ ପତିତପାବନଙ୍କୁ ବୁଧବାର…

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ: ୫୭୦୬ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୨୫୧ କୋଟି ୫୦ ଲକ୍ଷ

ଛତ୍ରପୁର, ୨।୧୧(ଦିଲୀପ ସାମଲ): ରାଜ୍ୟ ସରକାରଙ୍କର ଗ୍ରାମାଞ୍ଚଳର ସାମଗ୍ରିକ ଭିତିଭୂମି ଉନ୍ନୟନ ଏବଂ ଐତିହ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ଦ୍ୱାରା ଓଡିଶାର ରୂପାନ୍ତରଣ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଏଥିପାଇଁ ରାଜ୍ୟ ସରକାର ଆମ ଓଡିଶା ନବୀନ ଓଡିଶା…

ଶୀତବସ୍ତ୍ର ପସରା ମେଲିଲେଣି ତିବ୍ବତୀୟାନ

ବ୍ରହ୍ମପୁର,୨ା୧୧(ସ୍ମୃତି ରଞ୍ଜନ ମହାଲିକ) କୁମାର ପୂର୍ଣ୍ଣିମାଠାରୁ ବ୍ରହ୍ମପୁର ମହାନଗରରେ ଶୀତ ଅନୁଭୂତ ହେବା ଆରମ୍ଭ କରିଛି। ରାତିର ତାପମାତ୍ରାରେ ପରିବର୍ତ୍ତନ ଘଟୁଛି। ଆଗକୁ ଅଧିକ ଶୀତକୁ ଦୃଷ୍ଟିରେ ରଖି ଲୋକେ ଶୀତବସ୍ତ୍ର କିଣିବା ଆରମ୍ଭ କଲେଣି। ବ୍ରହ୍ମପୁରର ଏସ୍‌ଏସ୍‌ଭିଟି ପଡିଆରେ ଏବେଠୁ…

ଶେଷ ସମୟର ବନ୍ଧୁ ନରହରି ସ୍ବାଇଁ: ଦାହ କଲେଣି ୪୪୨୫ ମୃତଦେହ

ଛତ୍ରପୁର,୨ା୧୧(ଦିଲ୍ଲୀପ ସାମଲ): ମଣିଷ ଜୀବନରେ ଜନ୍ମ ଆଉ ମୃତ୍ୟୁ ଧୃବ ସତ୍ୟ। ମୃତ୍ୟୁ ପରେ ଯେ ଶ୍ମଶାନରେ ଉପସ୍ଥିତ ରହେ, ସେ ହିଁ ପ୍ରକୃତ ବନ୍ଧୁ। ଏଭଳି ଜଣେ ଦରଦୀ ବନ୍ଧୁ ମଣିଷ ହେଉଛନ୍ତି ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର…

ଅଲିଭ୍‌ ରିଡ୍‌ଲେଙ୍କ ମିଳନ ଋତୁ ଆରମ୍ଭ, ମେ’ ୩୧ ପର୍ଯ୍ୟନ୍ତ ଫିସିଂ ମନା

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବିରଳ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ରୁତୁ ଆରମ୍ଭ ହୋଇଛି। ନୂଆ ଅତିଥିଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ। ସେମାନଙ୍କ ସୁରକ୍ଷିତ ଆଗମନ ସହ ପ୍ରଜନନ ଓ ଗଣ ଅଣ୍ଡାଦାନ ପାଇଁ ଗଞ୍ଜାମ…

୧୩ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କଲା ପୋଲିସ

ଛତ୍ରପୁର,(ଦିଲ୍ଲୀପ ସାମଲ )୧।୧୧: ମଦ୍ୟପାନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ । ମଙ୍ଗଳବାର ବିଳମ୍ବିତ ରାତିରେ ଗଞ୍ଜାମ ଏସପି ଜଗମୋହନ ମିନାଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ପୋଲିସ ଜିଲାର ଜଗନ୍ନାଥପ୍ରସାଦ,…

ଘୁମୁସର ଉତ୍ତର ବନଖଣ୍ଡରେ ୫ ବାଘ ଥିବା ଆଶଙ୍କା

ଭଞ୍ଜନଗର, ୧।୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ବାଘ ଗଣନା ବୁଧବାର ଠାରୁ ଆରମ୍ଭ ହେବ। ବାଘ ଚଳପ୍ରଚଳ କରୁଥିବା ଅଞ୍ଚଳରେ ଟ୍ରାପ କ୍ୟାମେରା ଲଗାଯିବ। ଏଥିପାଇଁ ବିଭାଗ ପକ୍ଷରୁ କ୍ୟାମେରା ପ୍ରସ୍ତୁତ କରି ରଖାଯାଇଛି। ଏହି…

ବର୍ଷା ନାହିଁ,ଜଳିବାକୁ ବସିଲାଣି ଧାନ ଫସଲ

ଚିକିଟି,୧।୧୧(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ବ୍ଲକରେ ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟି ଯୋଗୁ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି। ବିଳମ୍ବରେ ହେଲେ ମଧ୍ୟ ଦୁଇ ମାସ ତଳେ ହୋଇଥିବା ବର୍ଷାରେ ପ୍ରାୟ ଅଧିକାଂଶ ଜମିରେ ଧାନ ଚାଷ ହୋଇଥିଲା। କିନ୍ତୁ ବର୍ତ୍ତମାନ…

ଗାଁକୁ ରାସ୍ତା ନାହିଁ, ଡଙ୍ଗାରେ ହେଉଛି ଯାତାୟାତ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ମହୁଲପଡା ଗ୍ରାମକୁ ବିଜୁଳି କିମ୍ବା ରାସ୍ତାଟିଏ ନାହିଁ। ଲୋକେ ବିପଦ ସଙ୍କୁଳ ଅବସ୍ଥାରେ ଦିଗପହଣ୍ଡି କିମ୍ବା ପଞ୍ଚାୟତ ସଦର ମହକୁମାକୁ କାଠ ଡଙ୍ଗାରେ ଯାତାୟାତ କରୁଥିବା ଜଣାପଡିଛି। ପାହାଡିଆ ରାସ୍ତାରେ…

ଗଞ୍ଜାମ ଏନଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅପର୍ଣ୍ଣା

ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ )ଗଞ୍ଜାମ ଏନଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅପର୍ଣ୍ଣା ଡାଙ୍ଗୁଆ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ରଣପୁର ଏନଏସିରେ ଇଓ ଭାବେ ଦାୟିତ୍ୱ ତୁଲାଉ ଥିଲେ। ପୂର୍ବରୁ ଏହି ଏନଏସିର ଇଓ ଅବିନାଶ ମିଶ୍ର…

ଓଲଟିଲା ଟ୍ରକ୍‌: ୮ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ

ଛତ୍ରପୁର,୩୧।୧୦(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ସୀତାରାମପୁର ନିକଟ ଜାତୀୟ ରାଜପଥରେ ଏକ ଟ୍ରକ୍‌ ଓଲଟି ପଡ଼ିଛି। ମିଳିଥିବା ସୂଚନା ମୁତାବକ, ସୋମବାର ବିଳମ୍ବିତ ରାତିରେ ଆରଟିଓ ଏନ୍‌ଫୋର୍ସମେଣ୍ଟ ଗାଡି ଚେକିଂ କରୁଥିବା ବେଳେ ହଠାତ ଏକ…

ଗାଁକୁ ରାସ୍ତା ନାହିଁ, ଡଙ୍ଗାରେ ହେଉଛି ଯାତାୟାତ

ଦିଗପହଣ୍ଡି,୩୧ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ମହୁଲପଡା ଗ୍ରାମକୁ ବିଜୁଳି କିମ୍ବା ରାସ୍ତାଟିଏ ନାହିଁ। ଲୋକେ ବିପଦ ସଙ୍କୁଳ ଅବସ୍ଥାରେ ଦିଗପହଣ୍ଡି କିମ୍ବା ପଞ୍ଚାୟତ ସଦର ମହକୁମାକୁ କାଠ ଡଙ୍ଗାରେ ଯାତାୟାତ କରୁଥିବା ଜଣାପଡିଛି। ପାହାଡିଆ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?