ଏମ୍କେସିଜିରୁ ପୁଣି ଖସିଲା ଶିଲିଂ
ବ୍ରହ୍ମପୁର ଅଫିସ,୮ା୯: ବ୍ରହ୍ମପୁର ଏମ୍କେସିଜିରେ ଗୁରୁବାର ପୁଣି ଅଘଟଣ ଘଟିଛି। ସୁପର ସ୍ପେଶାଲିଷ୍ଟ ବ୍ଲକର ପଞ୍ଚମ ମହଲାର ଶିଲିଂ ଖସିପଡ଼ିଥିବା ଦେଖିବାକୁ ମିଳିଛି। ପୂର୍ବରୁ ଏହି ୟୁରୋଲୋଜି ଓ୍ବାର୍ଡରେ ନିଆଁ ଲାଗିଯାଇଥିଲା। ଏବେ ପୁଣି ଥରେ ଶିଲିଂ ଖସିବାରୁ ଲୋକେ ଭୟଭୀତ…
ବଜାରରେ ବିକ୍ରି ହେଉଛି ନକଲି ଥଣ୍ଡା ପାନୀୟ
ଗଞ୍ଜାମ,୭ା୯(ଡି.ଏନ୍.ଏ.): ଗଞ୍ଜାମ ସହରରେ ଥଣ୍ଡା ପାନୀୟ ନିମ୍ନମାନର ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତି ଏହାର ଡିଲର ନେଇ ଗଞ୍ଜାମ ସହରରେ ଥିବା ବିଭିନ୍ନ ପାନ ଦୋକାନଠାରୁ ଆରମ୍ଭ କରି ରିଟେଲର ଦୋକାନଗୁଡ଼ିକରେ ଦେଉଥାନ୍ତି। ବିଶେଷକରି ଫ୍ରୁଟିଗୁଡ଼ିକର…
ଦୁର୍ଘଟଣାପ୍ରବଣ ସ୍ଥାନ ଚି଼ହ୍ନଟ ନିର୍ଦ୍ଦେଶ
ଛତ୍ରପୁର,୭।୯(ଡିଏନଏ ): ଗଞ୍ଜାମ ଜିଲାପାଳଙ୍କ ସଦଭାବନା ଗୃହରେ ମଙ୍ଗଳବାର ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାପାଳ ସମସ୍ତ ସଦସ୍ୟଙ୍କୁ ଅବଗତ କରାଇଥିଲେ ଯେ, ସଡ଼କ ଦୁର୍ଘଟଣାକୁ ରୋକିବାକୁ ହେଲେ…
ଶିଳାନ୍ୟାସରେ ସୀମିତ ବିକ୍ରମପୁର ସାଇନ୍ସ ପାର୍କ
ବ୍ରହ୍ମପୁର ଅଫିସ,୭।୯: ଗୋପାଳପୁର ନିର୍ବାଚନ ମଣ୍ଡଳୀର ବିକ୍ରମପୁରରେ ପ୍ରସ୍ତାବିତ ସାଇନ୍ସ ପାର୍କ ଶିଳାନ୍ୟାସରେ ସୀମିତ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହୋଇଥିବା ଭିତ୍ତିପ୍ରସ୍ତରକୁ ଏବେ ୭ ବର୍ଷ ବିତିଥିଲେ ମଧ୍ୟ କାମ ଆରମ୍ଭ ହୋଇନି। ତୁରନ୍ତ ପାର୍କ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ…
ବିଦ୍ୟୁତ୍ ଆଘାତ, ଦୁର୍ଘଟଣାଗ୍ରସ୍ତଙ୍କୁ ମିଳୁନି କ୍ଷତିପୂରଣ
ଛତ୍ରପୁର,୬ା୯(ଡି.ଏନ.ଏ.): ଛତ୍ରପୁର ସ୍ଥିତ ଡିଆର୍ଡିଏ ଜଉଗଡ଼ ସମ୍ମିଳନୀ କକ୍ଷରେ ଦିବ୍ୟାଙ୍ଗଜନ ସମାଧାନ ଜଣଶୁଣାଣୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାର ବିଭିନ୍ନ ଅଞ୍ଚଳରୁ ଜନସାଧାରଣମାନେ ସେମାନଙ୍କ ଅଭିଯୋଗ କରିଥିଲେ। ଏହି ଅବସରରେ ଗଞ୍ଜାମ ବ୍ଲକ ବୋରିଗାଁର ଭ୍ରମର ପଲାଇଙ୍କ ୮ବର୍ଷର ପୁଅ ରୁଦ୍ର…
ବିଜେଡିରେ ମିଶିଲେ ୩ ହଜାର କର୍ମୀ
ପୋଲସରା,୫ା୯(ଡି.ଏନ୍.ଏ.): ବିଜୁ ଜନତା ଦଳର ପୋଲସରା ନିର୍ବାଚନ ମଣ୍ଡଳୀସ୍ତରୀୟ ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ଭାଜପା ଓ କଂଗ୍ରେସ ଛାଡି ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। କାର୍ଯ୍ୟକ୍ରମରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ…
ମହିଳାଙ୍କୁ ଅସଦାଚରଣ କରି ସୁନା ଚେନ୍ ଲୁଟ୍: ବନ୍ଧା ହେଲେ ଯୁବକ
ବ୍ରହ୍ମପୁର ଅଫିସ,୫।୯: ମହିଳାଙ୍କୁ ଅସଦାଚରଣ କରି ସୁନା ଚେନ୍ ଲୁଟ୍ ଘଟଣାରେ ବଡ଼ବଜାର ଥାନା ପୋଲିସ ସୋମବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ସୁଶୀଲ କୁମାର ମହାପାତ୍ର(୪୧)। ଏନେଇ ପୋଲିସ ଏକ ମାମଲା (ନଂ.୨୨୮/୨୨) ରୁଜୁ କରି ଅଭିଯୁକ୍ତଙ୍କୁ…
ଜାତୀୟ ପତାକାକୁ ଅସମ୍ମାନ ଅଭିଯୋଗ
ଗଞ୍ଜାମ,୫।୯(ଡି.ଏନ.ଏ.): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ମହୋତ୍ସବ ପାଳନ କରିଥିଲା ଦେଶ l ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘରେ ଘରେ ତ୍ରିରଙ୍ଗା ଲଗାଇବା ନିମନ୍ତେ ଘୋଷଣା କରାଯାଇଥିଲା। ପୁଣି ଜାତୀୟ ପତାକାକୁ ସମ୍ମାନ ଜଣାଇ ବାହାର କରିବାକୁ…
ମୃତକ, ଆହତଙ୍କ ପରିବାରକୁ ମିଳୁନି ସହାୟତା
ଛତ୍ରପୁର,୫/୯(ଡି.ଏନ୍.ଏ.):ରାଜ୍ୟରେ ସର୍ବାଧିକ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲାରେ ଘଟୁଛି। ଏପରିକି ଅଜଣା ଗାଡି ଧକ୍କାରେ ପ୍ରତିବର୍ଷ ବହୁ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ଅଜଣା ଗାଡି ଧକ୍କାରେ ଯଦି କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟେ କିମ୍ବା ଗୁରୁତର ଆହତ ହୋଇଥାନ୍ତି ସେମାନଙ୍କ…
ବିଦେଶରୁ ଫେରିଲେ ବାଚସ୍ପତି
ଭଞ୍ଜନଗର,୫।୯(ଡି.ଏନ.ଏ):ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଦେଶ ଗସ୍ତ ସାରି ଶୁକ୍ରବାର ଓଡ଼ିଶା ଫେରିବା ପରେ ରବିବାର ନିଜ ନିର୍ବାଚନମଣ୍ଡଳୀ ଭଞ୍ଜନଗରକୁ ଆସିଛନ୍ତି। ତାଙ୍କୁ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଭେଟି ସ୍ବାଗତ ଜଣାଇଥିଲେ। ଅପରାହ୍ନରେ ସ୍ଥାନୀୟ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାରେ ଭଞ୍ଜନଗର…
ଚିଲିକାରେ ବୁଡ଼ିଲା ଡଙ୍ଗା: ୨ ମୃତ
ବ୍ରହ୍ମଗିରି,୫ା୯(ଡି.ଏନ୍.ଏ.):ଚିଲିକାରେ ରବିବାର ସନ୍ଧ୍ୟାରେ ଏକ ଡ଼ଙ୍ଗା ବୁଡ଼ିଯାଇଛି। ଏହି ଡଙ୍ଗାରେ ଥିବା ୯ଜଣ ଯୁବକଙ୍କ ମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ପୁରୀ ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କର ପରିଚୟ ମିଳିପାରି ନାହିଁ। ସୂଚନା…
ଜୁଆ ଆଡ୍ଡା ଉପରେ ଚଢାଉ: ୧୬ ଗିରଫ, ୧ ଲକ୍ଷ ୫୩ ହଜାର ଟଙ୍କା ସହ ୧୮ ମୋବାଇଲ ଜବତ
ହିଞ୍ଜିଳିକାଟୁ ୪।୦୯(ଡି.ଏନ.ଏ): ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସାରୁ ଗ୍ରାମପଞ୍ଚାୟତର ମାଛବନ୍ଧଠାରେ ପୋଲିସ ଏକ ଜୁଆ ଆଡ୍ଡା ଉପରେ ବଡ଼ ଧରଣର ଚଢ଼ାଉ କରିଛି। ଚଢାଉରେ ୧୬ ଜଣ ଜୁଆଡିଙ୍କୁ ଗିରଫ ସହ ସେମାନଙ୍କ ଠାରୁ ୧ ଲକ୍ଷ ୫୩ହଜାର ଟଙ୍କା ଓ…
Archives


