ଗଞ୍ଜାମ

ବାଇକ ଦୁର୍ଘଟଣାରେ ୨ଶିଶୁ ଆହତ: ମହିଳା ସମେତ ୪ଗୁରୁତର

ସୋରଡା,୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ଗାଜଲବାଡି ରାସ୍ତା ଜାତୀୟ ରାଜପଥ-୫୯ ସମାପଲ୍ଲୀ ଗ୍ରାମ ନିକଟରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ ମୁହାଁମୁହିଁ ଧକ୍କା ହେବାରୁ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଶିଶୁ, ଜଣେ…

ଗଞ୍ଜାମ ସହରରେ ହେବାକୁ ଯାଉଛି ସେଲ୍‌ଫି ପଏଣ୍ଟ: ଭୂମିପୂଜା କଲେ ତହସିଲଦାର

ଗଞ୍ଜାମ ,୩୧।୮(ଡି.ଏନ୍‌.ଏ.): ଖୁବ୍‌ଶୀଘ୍ର ଗଞ୍ଜାମ ସହରରେ ହେବାକୁ ଯାଉଛି ସେଲ୍‌ଫି ପଏଣ୍ଟ l ଏଥିପାଇଁ ପବିତ୍ର ଗଣେଶ ପୂଜା ଏବଂ ସ୍ବାୟତ୍ତ ଶାସନ ଦିବସ ଅବସରରେ ତହସିଲଦାର ଅରୁଣ କୁମାର ନାୟକ ବୁଧବାର ଭୂମି ପୂଜା କରିଛନ୍ତି। ଏନ୍‌ଏସି ଉପନଗରପାଳ ସୁରେନ୍ଦ୍ର…

ଉପଲଡ଼ା-ଲିଙ୍ଗିପୁର-ଗୁରାଣ୍ଡି ରାସ୍ତା ଶୋଚନୀୟ

ପାରଳାଖେମୁଣ୍ଡି,୩୧।୮(ଡି.ଏନ୍‌.ଏ.): ଗୋଷାଣୀ ବ୍ଲକ ଅନ୍ତର୍ଗତ ଉପଲଡା-ଲିଙ୍ଗିପୁର-ଗୁରାଣ୍ଡି ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏହି ରାସ୍ତାରେ ଦୈନନ୍ଦିନ ଯାତ୍ରା କରୁଥିବା ପଥଚାରୀ ତଥା ଯାନବାହନଗୁଡିକ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଉପଲଡା-ଲିଙ୍ଗିପୁର-ଗୁରାଣ୍ଡି-ଗୋଷାଣୀ ରାସ୍ତାରେ ବହୁ ଗ୍ରାମାଞ୍ଚଳ ରହିଛି। ଏଥିସହ ଉକ୍ତ…

ମାସକରେ ସରିବ ହଂସପୁର-ବରଦା ବିଜୁ ସେତୁ

ଛତ୍ରପୁର,୩୧।୮(ଡି.ଏନ.ଏ.): ଋଷିକୁଲ୍ୟା ନଦୀ ଉପରେ ଛତ୍ରପୁର ବ୍ଲକ ହଂସପୁର ଠାରୁ ଗଞ୍ଜାମ ବ୍ଲକର ବରଦା ମଧ୍ୟରେ ହୋଇଥିବା ବିଜୁ ସେତୁ ନିର୍ମାଣ  ଅଗ୍ରଗତିର ସମୀକ୍ଷା ହୋଇଛିା ମଙ୍ଗଳବାର ଉକ୍ତ ସେତୁ ପରିଦର୍ଶନ କରି ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ ଓ ଛତ୍ରପୁର…

ଦିଆସିଲି ଓ ଆଇସ୍‌କ୍ରିମ କାଠିରେ ଗଜାନନ

ବ୍ରହ୍ମପୁର ଅଫିସ୍‌,୩୧।୮: ପବିତ୍ର ଗଣେଶ ପୂଜା ଉପଲକ୍ଷେ ବାଲୁକାଶିଳ୍ପୀ ସତ୍ୟ ନାରାୟଣ ମହାରଣା ଆଇସକ୍ରିିମ କାଠି, ଦିଆସିଲି ଓ ଚୁମ୍‌କିରେ ୭ଟି କ୍ଷୂଦ୍ରତମ ଗଣେଶ ମୂର୍ତ୍ତି ନିର୍ମାଣ କରିଛନ୍ତି। ସେ ଆଇସକ୍ରିମ କାଠିରେ ୩ ଟି ମୂର୍ତ୍ତି ନିର୍ମାଣ କରିଛନ୍ତି। ଯାହାର…

ଝୁଲନ୍ତା ଅବସ୍ଥାରେ ମିଳିଳା ଯୁବତୀ, ଯୁବକଙ୍କ ମୃତଦେହ

ଭଞ୍ଜନଗର,୩୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଦୁବଲୁଣ୍ଡାଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀ ଆଉ ଜଣେ ଯୁବକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ମୃତ ଯୁବତୀ ଯୁବକ ଦ୍ୱୟ ନିକଟସ୍ଥ…

ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହଞ୍ଚିଛି । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ…

ଡମ୍ପିଙ୍ଗ୍‌ ୟାର୍ଡ ପାଲଟିଛି ଧରାକୋଟ ମୁଖ୍ୟରାସ୍ତା କଡ଼

ଧରାକୋଟ,୩୦ା୮(ଡି.ଏନ୍‌.ଏ.): ଧରାକୋଟ ଗଡ଼ର ଉଭୟ ପଟ ରାସ୍ତା ପାଶର୍‌ବ ଡମ୍ପିଙ୍ଗ ୟାର୍ଡ ପାଲଟିଛି। ପ୍ରତିଦିନ ଦୋକାନ ବଜାରର ଅବ୍ୟବହୃତ ଅଳିଆ ଆବର୍ଜନାକୁ ରାସ୍ତା କଡ଼ରେ ପକାଇ ଦେଉଥିବାରୁ ଏଠାରେ ପୂତି ଗନ୍ଧାମୟ ପରିବେଶ ସୃଷ୍ଟି ହେଉଛି। ଏହାର ସୁଯୋଗ ନେଇ ସାଧାରଣ…

ଧାନ ବିକିବା ଲାଗି ୧.୩୨ ଲକ୍ଷ ଚାଷୀ ପଞ୍ଜୀକୃତ

ଛତ୍ରପୁର,୩୦ା୮(ଡି.ଏନ୍‌.ଏ.): ଖରିଫ ଧାନ ବିକିବା ପାଇଁ ଆଗୁଆ ଅନଲାଇନ୍‌ରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ସରିଛି। ଚଳିତବର୍ଷ ଧାନ ବିକିବା ପାଇଁ ଗଞ୍ଜାମ ଜିଲାର ୧ଲକ୍ଷ ୩୨ ହଜାର ୬୪୭ ଜଣ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଅନଲାଇନ୍‌ ପଞ୍ଜୀକରଣ ଆବେଦନ ଜୁଲାଇ ୧୫ରୁ…

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ଆସିକା,୨୯ା୮(ଡି.ଏନ୍‌.ଏ.): ଆସିକା ଥାନା ଅଧୀନ ବଡ଼ଖୋଲି ଗ୍ରାମର ରଞ୍ଜିତ ଶିଅ ଶୁକ୍ରବାର ବାଇକ୍‌ ଧକ୍କାରେ ଗୁତୁତର ଆହତ ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ରବିବାର ତାଙ୍କର ମୃତ୍ୟୁ ଘଟିଛି। ରଞ୍ଜିତ ସାଇକେଲରେ ଆସୁଥିବା ବେଳେ ଏକ ବାଇକ୍‌ ଧକ୍କା ଦେବାରୁ ଗୁରୁତର…

ଦୌଡ଼କୁଦ ନିମନ୍ତେ ଭିତ୍ତିଭୂମିର ଅଭାବ

ବ୍ରହ୍ମପୁର ଅଫିସ,୨୯।୮: ପ୍ରତିବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି। କ୍ରୀଡ଼ା ତଥା କ୍ରୀଡ଼ାବିତ୍‌ଙ୍କ ବିକାଶ ନିମନ୍ତେ ୨୦୧୨ରୁ ଏହି ଦିବସ ପାଳନ କରାଯାଉଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ନିମନ୍ତେ…

ଗଞ୍ଜାମରେ ସୃଷ୍ଟିହେବ ୧୧୦ ଅମୃତ ସରୋବର

ଛତ୍ରପୁର,୨୯ା୮(ଡି.ଏନ୍‌.ଏ): ଦେଶ ପାଳନ କରୁଛି ଅମୃତ ମହୋସତ୍ବ। ଏହି ଅବସରରେ ଦେଶବ୍ୟାପୀ ଜଳ ଶକ୍ତି ଅଭିଯାନ ଅନ୍ତର୍ଗତ ଅମୃତ ସରୋବର ଖନନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ୧୧୦ଟି ଅମୃତ ସରୋବର ସୃଷ୍ଟି କରିବା ଲକ୍ଷ୍ୟ ରଖାଯାଇଛି। ପ୍ରତି ବ୍ଲକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri