ଗଞ୍ଜାମ

ଡିଭାଇଡରରେ ପିଟି ହେଲା କାର୍‌: ଜଣେ ମୃତ, ୫ ଆହତ

ଗଞ୍ଜାମ,୨୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଗସ୍ତିନୂଆଗାଁ ଛକ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି କାର୍‌ ଦୁର୍ଘଟଣାରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ଦେବରାଜ (୩୨)ବର୍ଷ।…

ବିଜେଡି ପକ୍ଷରୁ  ରକ୍ତଦାନ ଶିବିର 

ପୁରୁଷୋତ୍ତମପୁର,୨୯/୮(ଡିଏନ୍ଏ): ଗଞ୍ଜାମ ଜିଲ। ପୁରୁଷୋତ୍ତମପୁର ନରସିଂହ ଦାଶ ହାଇସ୍କୁଲ ପରିସରରେ ବିଜୁଜନତାଦଳ ପକ୍ଷରୁ  ରବିବାର ରକ୍ତଦାନ ଶିବିର ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସଂଯୋଜନାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା,  ସୁଭ୍ରାଶୁଂ…

ଅଧିକ ଯୌତୁକ ଦାବି କରି ହତ୍ୟା ଉଦ୍ୟମ: ଥାନାରେ ପହଞ୍ଚିଲେ ମହିଳା

ବ୍ରହ୍ମପୁର ଅଫିସ,୨୮।୮: ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସହ ଶ୍ୱଶୁର ଘର ଲୋକେ ଯୌତୁକ ନିର୍ଯାତନା ଦେବା ସହ ହତ୍ୟା ଉଦ୍ୟମ କରିଥିଲେ। ଏନେଇ ଗୀତାଞ୍ଜଳି ପଣ୍ଡା ମହିଳା ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଏସଂକ୍ରାନ୍ତରେ ଏକ ମାମଲା(ନଂ.୧୫୬/୨୨) ରୁଜୁ…

ଆହାର କେନ୍ଦ୍ରଗୁଡିକରେ ଅବ୍ୟବସ୍ଥା

ଛତ୍ରପୁର,୨୮।୮(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ସମେତ ସମସ୍ତ ସହରାଞ୍ଚଳରେ ଆହାର କେନ୍ଦ୍ର ନିର୍ମାଣ ହୋଇଛି ା ଏଠାରେ ୫ ଟଙ୍କାରେ ଭାତ, ଡାଲମା ଦିଆଯାଉଛି ା ମାତ୍ର ଏଠାରେ ଖାଦ୍ୟ ମାନଠାରୁ ଆରମ୍ଭ କରି ପାନୀୟଜଳ, ସଫେଇ ଅବ୍ୟବସ୍ଥା…

ଗଞ୍ଜାମରେ ହୋଇପାରୁନି ଶିଳ୍ପ ବିକାଶ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମରେ ହୋଇପାରୁନି ଶିଳ୍ପ ବିକାଶ। ୧୯୯୫ରେ ଗୋପାଳପୁର ବନ୍ଦର ପାଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓଙ୍କ ଦ୍ୱାରା ଶିଳାନ୍ୟାସ କରାଯାଇଥିବା ମେଗା ଇସ୍ପାତ କାରଖାନା ପ୍ରତିଷ୍ଠାରୁ ଓହରିଯାଇଛି ଟାଟା କମ୍ପାନୀ। ଛତ୍ରପୁର ବ୍ଲକ ମାଟିଖାଲରେ କେନ୍ଦ୍ର ସରକାରଙ୍କ…

ସମସ୍ୟା ଘେରରେ ପୋଲସରା ଉପଡାକଘର

ପୋଲସରା,୨୮।୮(ଡି.ଏନ୍‌.ଏ.): ପୋଲସରା ସହରରେ ପ୍ରମୁଖ ଉପଡାକଘର ଭାବେ ମାନ୍ୟତା ପାଇଥିବା ଡାକଘରଟି ଆଜି ବହୁ ସମସ୍ୟା ମଧ୍ୟରେ ଛନ୍ଦି ହୋଇଥିବା ଦେଖିବାକୁ ମିଳିଛି। ପୋଲସରାର ଉଭୟ ବ୍ଲକ ଓ ଏନ୍‌ଏସିର ୨ ଲକ୍ଷରୁ ଊଦ୍ଧର୍‌ବ ଜନସାଧାରଣ ଏହି ବହୁ ପୁରାତନ ଉପଡାକଘର…

ନିର୍ଯାତନାକୁ ନେଇ ଧାରଣା ଦେବା ଘଟଣା: ଶାଶୁଙ୍କ ସନ୍ଦେହଜନକ ମୃତ୍ୟୁ, ବୋହୂ ଫେରାର

ଗଞ୍ଜାମ,୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ ୩ ମଧ୍ୟଖଣ୍ଡ ସାହିରେ ଶାଶୁଘର ସମ୍ମୁଖରେ ବୋହୂ ଧାରଣା ଦେବା ଘଟଣା ନୂଆମୋଡ ନେଇଛି। ଏଠାରେ ରହୁଥିବା ନାରାୟଣ ପଣ୍ଡା ଓ ତାଙ୍କ ପରିବାର ନିର୍ଯାତନା ଦେଉଥିବା ଅଭିଯୋଗରେ ବୋହୂ ତନ୍ମୟୀ ପଣ୍ଡା…

ଶାଶୁଘର ଆଗରେ ବୋହୂଙ୍କ ଧାରଣା

ଗଞ୍ଜାମ,୨୭।୮(ଡି.ଏନ୍‌.ଏ.): ଶାଶୁଘର ଆଗରେ ଧାରଣା ଦେଲେ ବୋହୂ। ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ ୩ ମଧ୍ୟଖଣ୍ଡ ସାହିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ନାରାୟଣ ପଣ୍ଡା ଓ ତାଙ୍କ ପରିବାରଲୋକେ ବୋହୂଙ୍କୁ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗରେ…

ସ୍କୁଲ ସମ୍ମୁଖରେ ଛାତ୍ରଙ୍କ ଚଣା, ମୁଢ଼ି ବିକିବା ଘଟଣା: ଏଣିକି ପଢ଼ିବେ ପାଠ

ପୁରୁଷୋତ୍ତମପୁର,୨୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷିୟତ୍ରୀ ନାମ ଲେଖାଉ ନ ଥିବା ପ୍ରତିବାଦରେ ଛାତ୍ର ଶିବଶଙ୍କର ପଣ୍ଡାଙ୍କ ସହ ପରିବାର ସ୍କୁଲ ଗେଟ୍‌ ସମ୍ମୁଖରେ ଧାରଣା ଦେଇଥିଲେ। ଏପରିକି ଛାତ୍ର ଜଣକ ଚଣା, ମୁଢ଼ି,…

ଧରାକୋଟ ଅଙ୍ଗନୱାଡି କେନ୍ଦ୍ର ଶୋଚନୀୟ

ଧରାକୋଟ,୨୭।୮(ଡି.ଏନ୍‌.ଏ.): ଆଜିର ଶିଶୁ କାଲିର ନାଗରିକ। ସେମାନଙ୍କ ସୁରକ୍ଷା, ଶିକ୍ଷା,ଦାୟିତ୍ୱ ସୁଚାରୁ ରୂପେ ପାଳନ ପାଇଁ ସରକାରଙ୍କ ଶିଶୁ ବିକାଶ ବିଭାଗ ରହିଛି। ବିଭାଗ ତରଫରୁ ନିୟମିତ ଭାବରେ ଅଙ୍ଗନୱାଡି କେନ୍ଦ୍ରକୁ ସୁପରଭାଇଜରମାନେ ପରିଦର୍ଶନ କରି ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କୁ…

ଅବସରପ୍ରାପ୍ତ କର୍ମଚାରୀଙ୍କ ବଢ଼ିବନି କାର୍ଯ୍ୟକାଳ

ବ୍ରହ୍ମପୁର ଅଫିସ,୨୭।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ରେ ଆବଶ୍ୟକସ୍ଥଳେ ଅବସର ଗ୍ରହଣ କରିଥିବା କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବ ନାହିଁ। ଶୁକ୍ରବାର ଅନୁଷ୍ଠିତ ନିଗମର ପୂର୍ଣ୍ଣାଙ୍ଗ କର୍ପୋରେଟର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଖାଲି ପଡ଼ିଥିବା ପଦବୀଗୁଡ଼ିକରେ ଏଣିକି ସ୍ଥାୟୀ ନିଯୁକ୍ତି…

ଥମିନି ବିବାଦ: ପୁଣି ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ

ପୁରୁଷୋତ୍ତମପୁର,୨୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧୀନ କୁମାରୀଠାରେ ଥିବା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବିବାଦ ପିଛା ଛାଡୁନାହିଁ। ଗୁରବାର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣି ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା ମୁଢି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri