ଗଞ୍ଜାମ

ଏମ୍‌କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ଭୟାବହ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨୬।୮: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରର ପ୍ରାଣକେନ୍ଦ୍ର କୁହାଯାଉଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଧ୍ୟାହ୍ନରେ ହଠାତ୍‌ ଏମ୍‌କେସିଜି ସୁପର ସ୍ପେଶାଲିଷ୍ଟ କୋଠାରେ ନିଆଁ ଲାଗିଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ମେଡିକାଲ ପରିସରରେ…

କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଛତ୍ରପୁର,୨୬।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଗୋବିନ୍ଦପୁର ନିକଟ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା କେନାଲରେ ଶୁକ୍ରବାର ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଖବରପାଇ ଚମାଖଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି।…

ଗ୍ରାସୀମ କମ୍ପାନୀକୁ ମିଳିଲା ଗ୍ଲୋବାଲ ଏନଭାରମେଣ୍ଟ ଆୱାର୍ଡ

ଗଞ୍ଜାମ,୨୬।୮(ଡି.ଏନ୍‌.ଏ ) ଗଞ୍ଜାମ ଜିଲା ସ୍ଥିତ ଗ୍ରାସୀମ କମ୍ପାନୀକୁ ମିଳିଲା ଗ୍ଲୋବାଲ ଏନଭାରମେଣ୍ଟ ୨୦୨୨ ଆୱାର୍ଡ l ନୂଆଦିଲ୍ଲୀର ଏକ କାର୍ଯ୍ୟକ୍ରମରେ ଏନ୍‌ଏରଜି ଓ ଏନଭାରମେଣ୍ଟ ଫାଉଣ୍ଡେସନ ପକ୍ଷରୁ ଏହି ଆୱାର୍ଡ ପ୍ରଦାନ କରାଯାଇଥିବା ବେଳେ କମ୍ପାନୀ ଆଡମିନ ଜେନେରାଲ ମ୍ୟାନେଜର…

୬ ମାସରେ ଗଲାଣି ୧୮୬ ଜୀବନ

ଛତ୍ରପୁର,୨୬୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛିା ଏପରିକି ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଏହି ଜିଲାରେ ହୋଇଛି। ମିଳିଥିବା ସୂଚନା ଅନୁସାରେ, ୨୦୨୧ରେ ଜିଲାରେ ୩୦୬ଟି ଦୁର୍ଘଟଣା ଘଟିଥିଲା୬ ସେଥିରେ ୧୫୪ ଜଣଙ୍କ ଜୀବନ ଯାଇଥିବା…

ଅପରେଶନ ‘ଦମନ’ରେ ମଶା ନିପାତ

ବ୍ରହ୍ମପୁର ଅଫିସ,୨୬ା୮: ଗଞ୍ଜାମ ଜିଲାରେ ବିଗତ ବର୍ଷରେ ମ୍ୟାଲେରିଆ ମହାମାରୀ ଭାବେ ବ୍ୟାପିଥିଲା। ଜିଲା ସ୍ବାସ୍ଥ୍ୟ ବିଭାଗର ଉଦ୍ୟମ ଯୋଗୁ ଏବେ ମ୍ୟାଲେରିଆ ନିୟନ୍ତ୍ରଣକୁ ଆସିଛି। ମ୍ୟାଲେରିଆ ନିୟନ୍ତ୍ରଣ କ୍ଷେତ୍ରରେ ସରକାରଙ୍କ ତରଫରୁ ହାତକୁ ନିଆଯାଇଥିବା ଅପରେଶନ ‘ଦମନ’(ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ…

ଡିଭାଇଡରରେ ପିଟି ହୋଇ ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଡିଭାଇଡରରେ ବାଇକ୍‌ ପିଟି ହେବାରୁ ୨ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବ୍ରହ୍ମପୁର ସହର ବ୍ରହ୍ମାନଗର ଅଞ୍ଚଳର ସୁମନ ଦାସ ଓ…

ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ଯୁବକ

ବ୍ରହ୍ମପୁର ଅଫିସ,୨୫ା୮: ଜନୈକା ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଗାନ୍ଧୀନଗରର ସିଏଚ୍‌. ନରେଶ(୨୨)। ପୋଲିସ ଏକ ମାମଲା (ନଂ.୨୩୨/୨୨) ରୁଜୁ କରି ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ…

ପୋଲିସ ପକ୍ଷରୁ ଯାଞ୍ଚ କଡ଼ାକଡ଼ି, ତଣ୍ଡ ଗଣିଲେ ଅମାନିଆ

ବୁଗୁଡ଼ା,୨୫।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଅଞ୍ଚଳରେ ପୋଲିସ ପକ୍ଷରୁ ଗୁରୁବାର ଗାଡି ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅମାନିଆ ଗାଡି ଚାଳକଙ୍କଠାରୁ ଫାଇନ୍‌ ଆଦାୟ କରାଯାଇଛି। ବୁଗୁଡ଼ା ସହରର ବ୍ଲକ ଛକ , ବୁଦ୍ଧଖୋଲ ଛକ ଓ ମଦନ ମୋହନ ଛକଠାରେ…

ଅଗ୍ନିବୀରଙ୍କୁ ସ୍ଥାୟୀ ନିଯୁକ୍ତି ଦାବିରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ବ୍ରହ୍ମପୁର ଅଫିସ୍‌,୨୫।୮: ଅଗ୍ନିବୀରଙ୍କୁ ସ୍ଥାୟୀ ନିଯୁକ୍ତି ଏବଂ ସୈନ୍ୟବାହିନୀରେ ଖାଲି ପଡିଥିବା ୨ଲକ୍ଷରୁ ଊଦ୍ଧର୍‌ବ ପଦବୀ ପୂରଣ ଦାବି ନେଇ ଗୁରୁବାର ଗଣତାନ୍ତ୍ରିକ ଯୁବ ଫେଡେରେଶନ (ଡିୱାଇଏଫ୍‌ଆଇ) ପକ୍ଷରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆର୍‌ଡିସି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ…

ତଣ୍ଡ ଗଣିଲେ ଅମାନିଆ

ବୁଗୁଡ଼ା,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଅଞ୍ଚଳରେ ଅମାନିଆ ଗାଡ଼ିଚାଳକଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇଥିବା ବେଳେ ସେମାନଙ୍କୁ ସାବାଡ୍‌ କରିବା ପାଇଁ ଗୁରୁବାର ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ବୁଗୁଡ଼ା ସହରର ବ୍ଲକ ଛକ, ବୁଦ୍ଧଖୋଲ ଓ ମଦନମୋହନ ଛକଠାରେ କଡ଼ାକଡ଼ି ଯାଞ୍ଚ…

ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା, ମୁଢ଼ି ବିକିଲେ ଛାତ୍ର

ପୁରୁଷୋତ୍ତମପୁର,୨୫ା୮(ଡି.ଏନ୍‌.ଏ.): ସରକାର ଶିକ୍ଷା ଅଧିକାର ଆଇନ(ରାଇଟ୍‌ ଟୁ ଏଜୁକେଶନ) ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ‘ସମସ୍ତେ ପଢନ୍ତୁ ସମସ୍ତେ ବଢନ୍ତୁ’ ର ନାରା ଦେଇ ପିଲାଙ୍କୁ ସ୍କୁଲ ଆସିବା ଲାଗି ଆଗ୍ରହ ସୃଷ୍ଟି କରିବା ଦିଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରି ମଧ୍ୟାହ୍ନଭୋଜନଠାରୁ…

ଏ.ଜି . କାର୍ଯ୍ୟାଳୟରେ ପହଞ୍ଚିନି ୪୦୦ ଜଣଙ୍କର ଅବସରକାଳୀନ ପେନ୍‌ସନ୍‌

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରାୟ ୪୦୦ ଜଣଙ୍କର ଅବସରକାଳୀନ ପେନ୍‌ସନ୍‌ କାଗଜପତ୍ର ଭୁବନେଶ୍ୱରସ୍ଥିତ ଏ.ଜି କାର୍ଯ୍ୟାଳୟରେ ପହଞ୍ଚି ନ ଥିବାରୁ ସେମାନଙ୍କର ଅବସରକାଳୀନ ପ୍ରାପ୍ୟ ପାଇବାକୁ ଅପେକ୍ଷାରେ ଅଛନ୍ତି। ଅପରପକ୍ଷରେ ଭୁବନେଶ୍ୱରର ଏଜି ଅଫିସର ଉଚ୍ଚ ପଦସ୍ଥ ଅଧିକାରୀଙ୍କଠାରୁ ଆରମ୍ଭ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri