ଗଞ୍ଜାମ

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ ମାସର ପ୍ରଥମ ପାଳିରେ ଜଳଲାଗି କରିବା ପାଇଁ ହଜାର ହଜାର ସଂଖ୍ୟାରେ କାଉଡ଼ିଆମାନେ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ ମହିଳାଜଣକ ମାନସିକ ଭାବେ ଭାଙ୍ଗିପଡିଥିଲେ । ଏହାପରେ ୧୫ ବର୍ଷୀୟ ନାବାଳିକା ଜୀବନ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା ପୋଲିସ । ଜଣେ ବିଧବା ମହିଳାଙ୍କଠାରୁ ୬୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ରବିବାର ଅପରାହ୍ନ ପ୍ରାୟ ସାଢେ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ। ଭୁବନେଶ୍ୱରସ୍ଥିତ ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନଂ-୩ରେ ଜୁଲାଇ ୩୧ରୁ ଅଗଷ୍ଟ ୧…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି। ଯାହାର ସିସିଟିଭି ଫୁଟେଜ ଭାଇରଲ ହେବାରେ ଲାଗିଛି। ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତିରେ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ଜନସଚେତନତା ଓ ସକାରାତ୍ମକ ପଦକ୍ଷେପର ଆବଶ୍ୟକତା ରହିଛି ବୋଲି ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ଯୁବଗୋଷ୍ଠୀ ଅଭିନବ ଉପାୟରେ ଏହି ଛୋଟ ବଡ଼ ଦୁର୍ଘଟଣା ରୋକିବାକୁ ପ୍ରୟାସ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର ଏନ୍. ଗୁରେୟାଙ୍କ ୮ ବର୍ଷୀୟ ସାନ ପୁଅ ଏନ୍. ଶିବ ନୂଆ ପୋଡେମପେଟା…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର ଗ୍ରାମର ମେରୁ ମଣ୍ଡପଠାରେ ଏକ ଭବ୍ୟ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ସାମାଜିକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ କଂସ ଜେନାଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରିଛି। ଥାନା…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?