ପୂର୍ବ ଶତ୍ରୁତାରୁ ହିଂସାକାଣ୍ଡ, ୨ ଗୁରୁତର
ହିଞ୍ଜିଳିକାଟୁ,୨୪ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅନ୍ତର୍ଗତ ପିତଳ ଗ୍ରାମରେ ବୁଧବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହିଂସାକାଣ୍ଡ ଘଟିଛି। ଏଥିରେ ୨ପକ୍ଷଙ୍କ ମଧ୍ୟରେ ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତ। ଗୁରୁତର ଦ୍ୱୟ ହେଲେ ବାବୁ ପ୍ରଧାନ ଓ…
ଡ୍ରେନେଜ ନିର୍ମାଣ ନେଇ ବିଡିଓଙ୍କୁ ଦାବିପତ୍ର
ଗଞ୍ଜାମ,୨୪ା୮(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତର ଡିଆଁଡେଇଁ ଚାମୁଣ୍ଡା ସାହିରେ ଡ୍ରେନେଜ ନିର୍ମାଣ ପାଇଁ ଉକ୍ତ ପଞ୍ଚାୟତ ସରପଞ୍ଚଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ବିଡିଓ ବିଶ୍ୱଜିତ୍ ରାୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ସାହିରେ ଡ୍ରେନ…
୩୬ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି, କୃତଜ୍ଞତା ଜଣାଇଲା ଶିକ୍ଷକ ସଂଘ
ଗଞ୍ଜାମ,୨୪ା୮(ଡି.ଏନ୍.ଏ.): ୨୦୧୫ରେ ନିଯୁକ୍ତି ପାଇ ଗଞ୍ଜାମ ବ୍ଲକରେ କାର୍ଯ୍ୟରତ ୩୬ କନିଷ୍ଠ ଶିକ୍ଷକଙ୍କୁ ବୁଧବାର ନିୟମିତ ଶିକ୍ଷକଙ୍କ ମାନ୍ୟତା ମିଳିଛି। ଏନେଇ ସମସ୍ତ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିୟମିତ ପତ୍ର ପ୍ରଦାନ କରାଯାଇଛି। ବିଇଓ କାର୍ଯ୍ୟାଳୟରେ ବିଇଓ ଭାଗିରଥୀ ବେହେରା, ଏବିଇଓ ବିଜୟ ଚନ୍ଦ୍ର…
ଦୀର୍ଘ ସମୟ ହାତଯୋଡି ରହିଲା ମାଙ୍କଡ଼
ଗଞ୍ଜାମ,୨୪।୮(ଡି.ଏନ୍.ଏ.): ଗଞ୍ଜାମ ସହରର ମାଉସୀ ମା’ ମନ୍ଦିର ନିକଟସ୍ଥ ବିଦ୍ୟୁତ୍ ଟ୍ରାନ୍ସଫର୍ମରରେ ବୁଧବାର ଏକ ମାଙ୍କଡ଼ ଲାଗିଯାଇଥିଲା। ଦୀର୍ଘ ସମୟ ପର୍ଯ୍ୟନ୍ତ ଉକ୍ତ ଟ୍ରାନ୍ସଫର୍ମରରେ ସେ ଦୁଇ ହାତ ଯୋଡି ରହିଥିଲା । କରେଣ୍ଟ ଲାଗିଯିବା ଫଳରେ ମାଙ୍କଡ଼ଟିର ମୁଁହ ପୋଡ଼ିଯାଇଛି…
ଏନ୍ଏସି ସହରର ମୁଖ୍ୟ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ
ଗଞ୍ଜାମ,୨୪।୮(ଡି.ଏନ୍.ଏ.): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଯାଇଥିଲେ ମଧ୍ୟ ଗଞ୍ଜାମ ଏନ୍ଏସିରେ ପରିମଳ ବ୍ୟବସ୍ଥାରେ ସୁଧାର ଆସିପାରିନାହିଁ। ସହରର ମୁଖ୍ୟ ରାସ୍ତା ଏବେ ଡମ୍ପିଂୟାର୍ଡ ପାଲଟିଛି। ଦୈନଦିନ ଉକ୍ତ ରାସ୍ତା ଦେଇ ଅଫିସରଙ୍କଠାରୁ ଆରମ୍ଭ କରି ସ୍ଥାନୀୟ ଅଞ୍ଚଳର ଶହ…
ଫାଷ୍ଟ ଫୁଡ୍ ଖାଦ୍ୟରେ ରାସାୟନିକ ଦ୍ରବ୍ୟ
ବ୍ରହ୍ମପୁର ଅଫିସ,୨୪।୮:ବ୍ରହ୍ମପୁର ସହରବାସୀଙ୍କ କ୍ଷେତ୍ରରେ ଫାଷ୍ଟଫୁଡ ଆଦର ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ସହରର ସାହି ଛକଠାରୁ ଆରମ୍ଭ କରି ମୁଖ୍ୟ ଛକରେ ମଧ୍ୟ ମାଳ ମାଳ ଫାଷ୍ଟ ଦୋକାନ ଫୁଡ ଗଢି ଉଠିଛି। ବିଶେଷକରି କୋଭିଡ୍ ମହାମାରୀ ପରେ…
ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍ଏଫ୍ସି କୋର୍ଟ
ଭଞ୍ଜନଗର,୨୪।୮(ଡି.ଏନ୍.ଏ.): ଜଗନ୍ନାଥପ୍ରସାଦରେ ଜେଏମ୍ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ…
ବ୍ରହ୍ମପୁରରେ ୧୭ ପ୍ରତିଶତ ନେଇଛନ୍ତି ପ୍ରିକସନ ଡୋଜ୍
ଛତ୍ରପୁର,୨୪୮(ଡିଏନଏ ): ନଗର ସ୍ବାସ୍ଥ୍ୟ ମିଶନର ପ୍ରଥମ କାର୍ଯ୍ୟକାରୀ କମିଟି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବହିର୍ଚିକିତ୍ସା ନିମନ୍ତେ ଆସୁଥିବା ରୋଗୀଙ୍କ ସଂଖ୍ୟା, ବିଶେଷଜ୍ଞ, କାୟାକଳ୍ପ ଯୋଜନା, ଇ- ସଞ୍ଜୀବନୀ…
ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍ଏଫ୍ସି କୋର୍ଟ
ଭଞ୍ଜନଗର,୨୩ା୮(ଡି.ଏନ୍.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ…
ଦେଢ଼ ମାସ ପରେ ପେଟ ଭିତରେ ରହିବ ଖାଦ୍ୟନଳୀ
ବ୍ରହ୍ମପୁର ଅଫିସ,୨୩ା୮:ଗଞ୍ଜାମ ଜିଲା ବୁଗୁଡ଼ା ଅଞ୍ଚଳର କୃଷ୍ଣଚନ୍ଦ୍ର ରାଉତ ଗୁଜରାଟର ସୁରଟରେ କାମ କରନ୍ତି। ୨ ସପ୍ତାହ ତଳେ ସେଠାରେ ତାଙ୍କ ସହିତ କେତେଜଣ ନିଶାସକ୍ତ ବ୍ୟକ୍ତିଙ୍କର ବଚସା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ସେମାନେ କୃଷ୍ଣଙ୍କ ମଳଦ୍ୱାରରେ ଏକ ଷ୍ଟିଲ୍…
ସ୍ବାମୀଙ୍କ ଚିକିତ୍ସା ପାଇଁ ଆସିଥିଲେ ଏମ୍କେସିଜି: ଶୋଇଥିଲା ବେଳେ ଲୁଟିନେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୨୨ା୮: ଏମ୍କେସିଜି ହସ୍ପିଟାଲ ମେଡିସିନ ୱାର୍ଡରୁ ଜଣେ ମହିଳାଙ୍କ ଭ୍ୟାନିଟିରୁ ଟଙ୍କା, ବିଭିନ୍ନ କାଗଜପତ୍ର ସହ ମୋବାଇଲ ଚୋରି ହୋଇଛି। ଏନେଇ ସେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ.୨୯୦/୨୨) ରୁଜୁ କରିଛି। ଲୁଟେରାଙ୍କୁ…
ଗଞ୍ଜାମରେ ବଢୁଛି ପରିବା ଦର
ଗଞ୍ଜାମ,୨୨ା୮(ଡି.ଏନ.ଏ.): ଗତ କିଛିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ବ୍ୟାପକ ଫସଲ କ୍ଷତି ହୋଇଥିବା ଜଣାପଡିଛି। ବିଶେଷ କରି ଧାନ ଓ ପନିପରିବା ବର୍ଷା ଯୋଗୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଫସଲ ଆମଦାନୀ ସମୟରେ…
Archives


