ପାତ୍ରପୁର ବିଡିଓଙ୍କୁ ଆକ୍ରମଣ: କାର୍ଯ୍ୟାନୁଷ୍ଠାନ ଦାବି କଲେ ଓଏଏସ ସଂଘ
ଛତ୍ରପୁର,୨୫।୨(ଡି.ଏନ୍ଏ.): ଗଞ୍ଜାମ ଜିଲା ପାତ୍ରପୁର ବିଡିଓ ପ୍ରକାଶ କୁମାର ଦାସଙ୍କୁ ଆକ୍ରମଣ ମାମଲା ନେଇ ଓଏଏସ୍ ସଂଘ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଏହି ଘଟଣାକୁ ନିନ୍ଦା କରାଯାଇଛି । ଏଥିରେ ସମ୍ପୃକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ...
ଘରେ ପଶି ମହିଳାଙ୍କୁ ହତ୍ୟା
ବ୍ରହ୍ମପୁର ଅଫିସ,୨୫।୨: ସଦର ଥାନା ଅନ୍ତର୍ଗତ ଅଳକାପୁରୀରେ ଜଣେ ମହିଳାଙ୍କୁ ଘରେ ପଶି ହତ୍ୟା କରାଯାଇଛି। ଘଟଣା ଜଣାପଡିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତ ମହିଳା ଜଣଙ୍କ ବିଜୟ ଚରଣ ବେହେରାଙ୍କ ସ୍ତ୍ରୀ ସୁରଜା ବେହେରା (୫୮)। ଖବର...
ଅସୁରକ୍ଷିତ କୋଠା ତଳେ ବ୍ୟବସାୟ
ବ୍ରହ୍ମପୁର ଅଫିସ,୨୪।୨: ବ୍ରହ୍ମପୁର ସହରର ପ୍ରମୁଖ ଓ ପୁରାତନ ବ୍ୟବସାୟିକ କେନ୍ଦ୍ରସ୍ଥଳ ହେଉଛି ଗିରି ମାର୍କେଟ। ଏହି ମାର୍କେଟ ଉପରେ ବ୍ରହ୍ମପୁର ସମେତ ଗଞ୍ଜାମ ଜିଲାର ବିଭିନ୍ନ ବ୍ୟବସାୟୀ ନିର୍ଭରଶୀଳ। ମାର୍କେଟ କୋଠାଟି ବର୍ତ୍ତମାନ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଥିରେ...
ଭୋଟ୍ ବାକ୍ସକୁ ମୁଣ୍ଡିଆ ମାରିଲେ ଏମ୍ପି ପ୍ରମିଳା ବିଷୋୟୀ
ଗଞ୍ଜାମ,୨୪ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଜି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଛି। ବେଗୁନିଆପଡା, ଆସିକା ଓ ଭଞ୍ଜନଗର ପ୍ରମୁଖ ୩ଟି ବ୍ଲକରେ ଭୋଟ୍ ଗ୍ରହଣ ଚାଲିଛି। ତେବେ ଆସିକା ଏମ୍ପି ପ୍ରମିଳା ବିଷୋୟୀ ମତଦାନ ସମୟରେ ଭୋଟ୍ ବାକ୍ସକୁ...
ମତଦାନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ
ଭଞ୍ଜନଗର,୨୪ା୨(ଡି.ଏନ୍.ଏ.): ଗୁରୁବାର ଭଞ୍ଜନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ୩୨୧ ବୁଥ୍ରେ ଶେଷ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ବ୍ଲକରେ ୧ ଲକ୍ଷ ୮୯୬୬ ଜଣ ଭୋଟର ଅଛନ୍ତି। ଭଞ୍ଜନଗର ବ୍ଲକ ଅଗଝୋଳ ଗ୍ରାମରେ ଜଙ୍ଗଲ ଓ ପରିବେଶ...
ନାବାଳିକାଙ୍କ ବିବାହ ରୋକିଲା ପ୍ରଶାସନ: ଅଧିକାରୀମାନଙ୍କ ସହ ପରିବାର ସଦସ୍ୟଙ୍କ ଯୁକ୍ତିତର୍କ
ହିଞ୍ଜିଳିକାଟୁ,୨୩ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ହିଞ୍ଜିଳି ଥାନା ବଳରାମପୁର ଗ୍ରାମର ଜନୈକା ନାବାଳିକାଙ୍କ ବିବାହ ସ୍ଥିର ହୋଇଥିଲା। ଖବର ପାଇ ହିଞ୍ଜିଳିକାଟୁ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ...
ତପସ୍ବିନୀଙ୍କୁ ମାସିକ ୧୭ ହଜାର ବଦଳରେ ମିଳିବ ୧୦ହଜାର ଟଙ୍କା
ବ୍ରହ୍ମପୁର ଅଫିସ,୨୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ସୁମିତ୍ ସାହୁ-ତପସ୍ବିନୀ ଦାସ ବିବାଦ ମାମଲା ଥମିବାର ନା ନେଉ ନାହିଁ। ଦିନକୁ ଦିନ ଏହି ମାମଲା ନୂଆ ମୋଡ ନେଉଛି। ସୁମିତ୍ଙ୍କ ପକ୍ଷରୁ ଦିଆଯାଉଥିବା ପାରିତୋଷିକ ଏବେ ହ୍ରାସ କରାଯାଇଛି। ମାସିକ...
ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଜେଲ,ଦିନକ ପରେ ଝିଅ ବାହାଘର
ବ୍ରହ୍ମପୁର ଅଫିସ,୨୨ା୨:ଦିନକ ପରେ ଅର୍ଥାତ୍ ଆସନ୍ତା ବୁଧବାର ଝିଅ ବାହାଘର ନିର୍ଦ୍ଧାରିତ ହୋଇଛି। ଅନ୍ୟପଟେ ତାଙ୍କ ବାପା ଅନ୍ୟ ଜଣେ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ...
ଚର୍ଚ୍ଚାରେ ସାନଖେମୁଣ୍ଡି ୭ନଂ. ଜୋନ୍
ବ୍ରହ୍ମପୁର ଅଫିସ,୨୧।୨: ବ୍ରହ୍ମପୁର ଲୋକ ସଭା କ୍ଷେତ୍ରର ଗଞ୍ଜାମ ଜିଲାରେ ୫ ବିଧାନସଭା ନିର୍ବାଚନମଣ୍ଡଳୀ ରହିଛି। ସେଥିରୁ ବ୍ରହ୍ମପୁର ଆସନରେ ଆଦୌ ପଞ୍ଚାୟତ ନ ଥିବା ବେଳେ ଛତ୍ରପୁର, ଗୋପାଳପୁର, ଚିକିଟି ଓ ଦିଗପହଣ୍ଡିର ୭ ବ୍ଲକ ଅଧୀନ ୨୨ ଜିଲା...
ବିଏମ୍ସି ରାସ୍ତା ନିର୍ମାଣ ବେଳେ ଅଲୋଡ଼ା ହେଲା ଚିଠି ବାକ୍ସ
ବ୍ରହ୍ମପୁର ଅଫିସ,୨୧।୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବର୍ତ୍ତମାନ ସ୍ମାର୍ଟ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଏହି ସ୍ମାର୍ଟ ରାସ୍ତା ନିର୍ମାଣ ସମୟରେ କେତେବେଳେ ଟ୍ରାଫିକ ସମସ୍ୟା ଉପୁଜୁଛି ତ ଆଉ କେତେବେଳେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଏଭଳି...
ପୁରୁଷୋତ୍ତମପୁରର ୩୩ ବୁଥ୍ ଅତି ସମ୍ବେଦନଶୀଳ
ପୁରୁଷୋତ୍ତପୁର,୨୦ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୨୬ଟି ପଞ୍ଚାୟତରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏହାକୁ ନେଇ ବ୍ଲକ ନିର୍ବାଚନ ଅଧିକାରୀ ବିଡିଓ ବିଜୟ କୁମାର ବେହେରା ସୂଚନା ଦେଇଛନ୍ତି।...
ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ
ଗଞ୍ଜାମ,୨୦ା୨(ଡି.ଏନ୍.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଥିବା ଜଣାପଡ଼ିଛି। ପୂର୍ବରୁ ଚି଼ହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍ଗୁଡ଼ିକରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ନ ହେବା ଲାଗି ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ, ରମ୍ଭା...
Archives


