ତ୍ରିରଙ୍ଗାରେ ଝଲସୁଛି ଐତିହାସିକ ପୋତାଗଡ଼
ଗଞ୍ଜାମ,୧୫।୮(ଡି.ଏନ୍.ଏ.): ସାରା ଦେଶରେ ପାଳିତ ହେଉଛି ୭୬ ତମ ସ୍ବାଧୀନତା ଦିବସ l ଏହି ସ୍ବତନ୍ତ୍ର ଅବସରରେ ପ୍ରଥମ ଥର ପାଇଁ ଐତିହାସିକ ପୋତାଗଡ଼ ତ୍ରିରଙ୍ଗାରେ ଝଲସୁଛି l ତହସିଲଦାର ଅରୁଣ କୁମାର ନାୟକଙ୍କ ନିଜସ୍ବ ଉଦ୍ୟମରେ ପୋତାଗଡ଼ ଚତୁର୍ପାର୍ଶ୍ୱରେ ତ୍ରିରଙ୍ଗା…
ଋଷିକୂଲ୍ୟାରେ ବଢୁଛି ଜଳସ୍ତର
ଗଞ୍ଜାମ,୧୪ା୮(ଡି.ଏନ୍.ଏ.): ଗଞ୍ଜାମ ସହର ଦାମୋଦରପୁରସ୍ଥିତ ଋଷିକୂଲ୍ୟାର ଜଳସ୍ତର ବୃଦ୍ଧି ପାଇଚାଲିଛି। ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଉପର ମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୫ ଦିନ ହେବ ତୁହାକୁ ତୁହା…
ବନ୍ୟା ଜଳ ଛାଡ଼ିଲା ବାଘୁଆ ଜଳଭଣ୍ଡାର
ବୁଗୁଡ଼ା,୧୪ା୮(ଡି.ଏନ୍.ଏ.): ଲଗାଣ ବର୍ଷା ଯୋଗୁ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଘୁଆ ଜଳଭଣ୍ଡାରର ଜଳ ବିପଦ ସଙ୍କେତ ନିକଟରେ ପହଞ୍ଚିବା ପରେ ଜଳଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ତାର ଦୁଇଟି ଗେଟ୍ ଖୋଲାଯାଇ ୨୦୨୨ର ପ୍ରଥମ ବନ୍ୟା ଜଳକୁ ନଦୀରେ ଶନିବାର ରାତିରେ ଛଡ଼ାଯାଇଥିବା…
ତାମ୍ପରା ହ୍ରଦ ଆର୍ଦ୍ରଭୂମିରେ ମାଛ ରଙ୍କା ବିରାଡ଼ି ଠାବ
ଗୋପାଳପୁର,୧୪ ।୮: (ଡି.ଏନ.ଏ.): ଗଞ୍ଜାମ ଜିଲା ତାମ୍ପରା ହ୍ରଦ ନିକଟରେ ଥିବା ଆର୍ଦ୍ରଭୂମିରେ ପ୍ରଥମ ଥର ପାଇଁ ମାଛରଙ୍କା ବିରାଡ଼ିଙ୍କ ଅବସ୍ଥିତି ସମ୍ପର୍କରେ ଭାରତୀୟ ପ୍ରାଣୀ ସର୍ଭେକ୍ଷଣ କେନ୍ଦ୍ରର ବୈଜ୍ଞାନିକ ଡ. ଅନିଲ ମହାପାତ୍ର ଏବଂ ଡ. ବାସୁଦେବ ତ୍ରିପାଠୀ ନିଶ୍ଚିତ…
ବୁଲେଟ୍ ଚୋରି କରି ମାଲିକଙ୍କୁ କାଙ୍ଗାଳ କରିଦେବାକୁ ଧମକ ଦେଉଛନ୍ତି ଦୁର୍ବୃତ୍ତ
ଗଞ୍ଜାମ,୧୩ା୮(ଡି.ଏନ୍.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଗୋଖରକୁଦା ଗ୍ରାମରୁ ଗତ ୧ ତାରିଖରେ ସୁରେନ୍ଦ୍ର ସାହୁଙ୍କ ଓଡି ୦୭ ଏଜେ ୧୭୮୧ ନମ୍ବର ବିଶିଷ୍ଟ ନୂଆ ବୁଲେଟ୍କୁ କେହି ଦୁର୍ବୃତ୍ତ ଚୋରି କରି ନେଇଯାଇଛନ୍ତି। ବୁଲେଟ ମାଲିକଙ୍କ ଅଭିଯୋଗ ପରେ ଗଞ୍ଜାମ ଥାନା…
ଅଗଷ୍ଟ ୧୫ରେ କାରାଗାରରୁ ମୁକୁଳିବେ ୬ କଏଦୀ
ବ୍ରହ୍ମପୁର ଅଫିସ,୧୩ା୮: ରାଜ୍ୟ ଆଇନ ବିଭାଗ ଚିଠି ନମ୍ବର ୮୯୫୧ କ୍ରମେ ବ୍ରହ୍ମପୁର ମଣ୍ଡଳକାରାଗାରରେ ସଜା କାଟୁଥିବା ୬ କଏଦୀଙ୍କୁ ଅଗଷ୍ଟ ୧୫ରେ ଜେଲରୁ ଛଡ଼ାଯିବ। କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ଅବସରରେ ରାଜ୍ୟର ବିଭିନ୍ନ…
ବଜ୍ରଗଡ଼ରେ ବିଶୁଦ୍ଧ ପାନୀୟ ଜଳ, ପକ୍କା ଘର ସ୍ବପ୍ନ
ଭଞ୍ଜନଗର,୧୩।୮(ଡି.ଏନ.ଏ.): ଦେଶର ସମସ୍ତ ଗରିବ ଲୋକଙ୍କୁ ପକ୍କା ଘର, ବିଜୁଳି, ପାଣି ଆଦି ସୁବିଧା ୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଯୋଗାଇ ଦିଆଯିବ ବୋଲି ଗତ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ…
ତ୍ରିରଙ୍ଗା ପ୍ରସ୍ତୁତିରେ ସାମିଲ ଏସ୍ଏଚ୍ଜି
ଛତ୍ରପୁର,୧୩।୮(ଡି.ଏନ୍.ଏ.): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ଦେଶର ପ୍ରତ୍ୟେକ ଘରେ ଜାତୀୟ ପତାକା ଉଡାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହ୍ବାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଲକ୍ଷାଧିକ ଜାତୀୟ ପତାକା ଆବଶ୍ୟକ ପଡୁଛି। ଗଞ୍ଜାମ ଜିଲାରେ ବିଭିନ୍ନ ମହିଳା…
ପାରଳାଖେମୁଣ୍ଡି ସହର ରାସ୍ତା ବିପର୍ଯ୍ୟସ୍ତ
ପାରଳାଖେମୁଣ୍ଡି, ୧୩।୮ (ଡି.ଏନ୍.ଏ): ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ସବୁ ରାସ୍ତା ଅବସ୍ଥ୍ୟ ଏବେ ଶୋଚନୀୟ ହୋଇପଡ଼ିଛି। ସହରର ଦୁଇଟି ମୁଖ୍ୟ ରାସ୍ତା ରହିଥିବା ବେଳେ କୋଟି କୋଟି ଟଙ୍କା ବ୍ୟୟବରାଦ କରାଯାଇ ଦୁଇ ବର୍ଷ ପୂର୍ବେ ନିର୍ମାଣ କରାଯାଇଥିଲା।…
ଜାତୀୟସ୍ତରରେ ପୁରସ୍କୃତ ହେବେ ସୋରଡ଼ା ଥାନା ଅଧିକାରୀ
ସୋରଡା,୧୨ା୮(ଡି.ଏନ୍.ଏ.): ଭାରତ ସରକାରଙ୍କ ସ୍ବରାଷ୍ଟ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟସ୍ତରରେ ଶ୍ରେଷ୍ଠ ତଦନ୍ତକାରୀ ଅଧିକାରୀ ଭାବେ ପୁରସ୍କୃତ ହେବେ ସୋରଡ଼ା ଥାନା ଅଧିକାରୀ। କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରଣାଳୟ ପକ୍ଷରୁ ଚିଠି କରି ଏହି ସୂଚନା ସମସ୍ତ ରାଜ୍ୟକୁ ଦିଆଯାଇଛି। ଜାତୀୟ ସ୍ତରରେ ପୁରସ୍କୃତ…
ମହିଳାଙ୍କ ଆକାଉଣ୍ଟରୁ ୧.୯୧ଲକ୍ଷ ଗାଏବ
ବ୍ରହ୍ମପୁର ଅଫିସ,୧୨ା୮: ବ୍ରହ୍ମପୁର ସହରରେ ଦିନକୁ ଦିନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ବିଭିନ୍ନ ଉପାୟରେ ଲୋକଙ୍କ ଧନସମ୍ପତ୍ତି କ୍ଷଣିକ ମଧ୍ୟରେ ଗାଏବ କରି ଦେଉଛନ୍ତି। ସହରରେ ପୁଣିଥରେ ଏଭଳି ଠକେଇର ଶିକାର ହୋଇଛନ୍ତି ଜଣେ ମହିଳା। ବକେୟା ବିଦ୍ୟୁତ୍ ବିଲ୍…
ଆରୋଗ୍ୟମ୍ ହସ୍ପିଟାଲ ନିର୍ଦ୍ଦେଶକ ଦମ୍ପତିଙ୍କ ସମେତ ୩ ଗିରଫ
ବ୍ରହ୍ମପୁର ଅଫିସ,୧୨ା୮: ହସ୍ପିଟାଲ କିଣାବିକା ନଁାରେ ୩ କୋଟି ୪୩ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବ୍ରହ୍ମପୁର ବୈଦ୍ୟନାଥପୁର ପୋଲିସ ଆରୋଗ୍ୟମ୍ ହସ୍ପିଟାଲର ନିର୍ଦ୍ଦେଶକ ଦମ୍ପତିଙ୍କ ସମେତ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆସ୍କାରୋଡ ରାଧାକୃଷ୍ଣ…
Archives


