ପ୍ରଚାର ମୈଦାନରେ ଜିଲାପରିଷଦ ପ୍ରାର୍ଥୀ
ଗଞ୍ଜାମ,୪।୧(ଡି.ଏନ୍.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ l ଏଥିପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତିି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ l ବତ୍ତର୍ର୍ମାନ ଚଳିତ ନିର୍ବାଚନରେ ପ୍ରଚାର ପାଇଁ ବିଜେଡି ପାର୍ଥୀମାନେ ଆଗୁଆ ଥିବା ଦେଖିବାକୁ...
ଖାଦ୍ୟ ଅନ୍ବେଷଣରେ ମଙ୍ଗୋଲିଆ ପକ୍ଷୀ
ଗଞ୍ଜାମ,୪ା୨(ଡି.ଏନ୍.ଏ.): ପ୍ରତିବର୍ଷ ଶୀତଋତୁ ଆସିଲେ ଗଞ୍ଜାମ ଋଷିକୂଲ୍ୟା ମୁହାଣଠାରେ ବିଭିନ୍ନ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଥାଏ। ସେଥିମଧ୍ୟରୁ ମଙ୍ଗୋଲିଆ ପକ୍ଷୀ ଅନ୍ୟତମ। ଏହି ପକ୍ଷୀମାନେ ଖାଦ୍ୟ ଅନ୍ବେଷଣରେ ବାହାରି ନଦୀ କିମ୍ବା ନାଳରେ ହଜାର ହଜାର ସଂଖ୍ୟାରେ ରୁଣ୍ଡ...
ନିର୍ଦ୍ଧାରିତଠାରୁ ମଣ୍ଡି ଅଧିକ ଧାନ ନେଉଥିବା ଅଭିଯୋଗ
ଗଞ୍ଜାମ,୪ା୨(ଡି.ଏନ୍.ଏ.): ଚାଷୀଙ୍କଠାରୁ ନିର୍ଦ୍ଧାରିତ ପରିମାଣରୁ ଅଧିକ ଧାନ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରକାର ଘୋଷଣା କରିଛନ୍ତି। ଗୋଟିଏ ଧାନ ବସ୍ତା ପିଛା ୭୭ କେଜି ମଣ୍ଡି ନେବାର ନିୟମ ରହିଛି। କିନ୍ତୁ ପୁଇଁତୋଳା ଗ୍ରାମର କିଛି ଚାଷୀଙ୍କ...
କାଠ ମିଲ୍ ଉପରେ ଚଢ଼ାଉ, ବନ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
ଗଞ୍ଜାମ,୩ା୨(ଡି.ଏନ୍.ଏ.): ଖଲ୍ଲିକୋଟ ରେଞ୍ଜ ଗଞ୍ଜାମ ବ୍ଲକ ଅନ୍ତର୍ଗତ ଲାଉପୁଟ ଗ୍ରାମରେ ଥିବା ଏକ କାଠ ମିଲ୍ ଉପରେ ଗୁରୁବାର ବନବିଭାଗ ପକ୍ଷରୁ ଚାଢ଼ାଉ କରାଯାଇଛି। ଏଥିରେ ଉତ୍କ୍ଷିପ୍ତ ହୋଇ କିଛି ଗ୍ରାମବାସୀ ବନ କର୍ମଚାରୀଙ୍କୁ ଅଟକ ରଖିଥିଲେ। ଯାହାକୁ ନେଇ...
ପୂର୍ବତନ ମୋହନା ବିଧାୟକଙ୍କ ପରଲୋକ
ଗଞ୍ଜାମ,୩।୨(ଡି.ଏନ୍.ଏ.): ସାନଖେମୁଣ୍ଡି ରାଜାସାହେବ ଡକ୍ଟର ଉଦୟ ନାରାୟଣ ସିଂହ ଦେଓଙ୍କ ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରାଜାସାହେବ ମୋହନା ନିର୍ବାଚନମଣ୍ଡଳୀରୁ ଥରେ ବିଧାୟକ ହୋଇଥିଲେ । ସେ ପକ୍ଷୀ ବିଷାରଦ ଭାବେ ସମଗ୍ର...
ତପସ୍ବିନୀ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ
ବ୍ରହ୍ମପୁର ଅଫିସ, ୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ବିନୀ ଦାଶ- ସୁମିତ୍ ସାହୁ ବିବାହ ବିବାଦ ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ହାଇକୋର୍ଟ ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟ କାଏମ୍ ରଖିଛନ୍ତି। ପ୍ରତି ମାସ ୧୦ରେ ମାସିକ ଭରଣପୋଷଣ...
ଜେଜେ ମା’ଙ୍କୁ ଅଣ୍ଡା ଆଣିବାକୁ କହି ପିନ୍ଧା ଲୁଙ୍ଗିରେ ଝୁଲିପଡ଼ିଲେ
ଗଞ୍ଜାମ,୧।୨(ଡି.ଏନ୍.ଏ.): ଗଞ୍ଜାମ ଥାନା ବନ୍ଦର ସାହିରେ ଜଣେ ଯୁବକ ଘର ପାଇଖାନାରେ ପିନ୍ଧା ଲୁଙ୍ଗିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସୁମୂନାଥ ଗୌଡ଼(୨୩)। ଖବର ପାଇ ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ, ସେକେଣ୍ଡ ଅଫିସର ଅଜିତ କୁମାର...
ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଲେ ଛତ୍ରପୁର ବିଧାୟକ
ଛତ୍ରପୁର,୧।୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ୨୦ ନଂ ଜୋନ ଜିଲାପରିଷଦର ବିଜେଡି ପ୍ରାର୍ଥୀ ତଥା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍.ଧନଞ୍ଜୟ ରେଡ୍ଡୀଙ୍କ ପାଇଁ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି । ଛତ୍ରପୁର ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା...
ତୁରନ୍ତ ଧାନ କିଣା ଟାର୍ଗେଟ ପୂରଣ କରିବାକୁ ଜିଲାପାଳଙ୍କ କଡ଼ା ନିର୍ଦ୍ଦେଶ
ଛତ୍ରପୁର,୧।୨(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଧାନ କିଣା ଧିମା ରହିଛି । କେତେକ ଚାଷୀଙ୍କ ଟୋକନ ଅବଧି ସରିବାକୁ ଥିବାବେଳେ ଏହା ରଦ୍ଦ ହେବାର ଆଶଙ୍କା ଦେଖାଦେଇଛି। ଏ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ର୍ରିୟା ପ୍ରକାଶ ପାଇବା ସହ ଅସନ୍ତୋଷ...
ସ୍ମାର୍ଟ କ୍ଲାସ ରୂପାନ୍ତରିତ କାର୍ଯ୍ୟ ତଦାରଖ କଲେ ଗଞ୍ଜାମ ଜିଲାପାଳ
ଗଞ୍ଜାମ,୩୦।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ ଗ୍ରସ୍ତରେ ଆସି ସ୍କୁଲରେ ଚାଲିଥିବା ରୂପାନ୍ତରିତ କାର୍ଯ୍ୟ ତଦାରଖ କରିଥିଲେ। ଏଥିରେ ବିଡିଓ ବିଶ୍ୱଜିତ୍ ରାୟ, ପୁରାତନ ଛାତ୍ର ରବୀନ୍ଦ୍ର କୁମାର ପଣ୍ଡା, ହାଇସ୍କୁଲ...
ପୂଜା ସାମଗ୍ରୀ ଦୋକାନରେ ନିଆଁ ଲଗାଇ ଜେଲ ଗଲେ ଯୁବକ
ଗଞ୍ଜାମ,୩୦।୧(ଡି.ଏନ୍.ଏ.): ଗଞ୍ଜାମ ବଡ଼ ବଜାରଠାରେ ଥିବା ପୂଜାସାମଗ୍ରୀ ଦୋକାନରେ ବିଳମ୍ବିତ ରାତିରେ ହରିଜନ ସାହିର ଜଣେ ଯୁବକ ନିଆଁ ଲଗାଇ ଦେଇଥିଲେ। ବିଦେଶୀ ମଦ ଦୋକାନ ସିସିଟିଭି ଯାଞ୍ଚ ପରେ ସେହି ଦିନ ହିଁ ନିଆଁ ଲଗାଇ ଥିବା ଯୁବକଙ୍କୁ...
ସର୍ବକନିଷ୍ଠ ସରପଞ୍ଚ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱ
ଶେରଗଡ଼,୩୧ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ ବ୍ଲକର ଦୁଇଟି ପଞ୍ଚାୟତ ଖିରିଡା ଓ ଧନନ୍ତରରେ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦ୍ୱି ରହିଛନ୍ତି। ଏମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଧନନ୍ତର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ରାଜେଶ ଜେନା ବ୍ଲକରେ...
Archives


