ଗଞ୍ଜାମ

୧୮୫ କୋଟିରେ ନିର୍ମାଣ ହେବ ନୂତନ ଜାନିବିଲି ବ୍ୟାରେଜ

ଧରାକୋଟ,୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଲାଇଫ ଲାଇନ ଭାବରେ ପରିଗଣିତ ଜାନିବିଲି ଅନିକଟ। ବ୍ରିଟିଶ ମାନେ ୧୮୯୧ରେ ଜିଲାର ଜଳ ସେଚନ ଓ ବ୍ରହ୍ମପୁର ସହରର ପିଇବା ପାଣି ସକାଶେ ୮୧୦ ଫୁଟ ଦୀର୍ଘର ଜାନିବିଲି ଆନିକଟ ନିର୍ମାଣ କରିଥିଲେ। ଋଷିକୂଲ୍ୟା ନଦୀ…

ବର୍ଷାଭାବରୁ ଖରିଫ ଧାନ ଚାଷ କାର୍ଯ୍ୟ ବ୍ୟାହତ

ବ୍ରହ୍ମପୁର ଅଫିସ,୬ା୮: କୃଷି ବହୁଳ ଗଞ୍ଜାମ ଜିଲାରେ ଚଳିତ ବର୍ଷର ଖରିଫ ଧାନଚାଷ ଆରମ୍ଭରୁ ଉଦବେଗଜନକ ହୋଇଛି। ନିଅଣ୍ଟିଆ ବର୍ଷା ସାଙ୍ଗକୁ ବିପର୍ଯ୍ୟସ୍ତ ସେଚ ବ୍ୟବସ୍ଥା ଯୋଗୁ ତଳି ପୋଡ଼ି ଓ ଗଜା ମରୁଡ଼ି ଲକ୍ଷ ଲକ୍ଷ ଚାଷୀଙ୍କ ଚିନ୍ତା ବଢ଼ାଇ…

କ୍ରୀଡ଼ା ଶିକ୍ଷକଙ୍କ ୪. ୬୭ କୋଟି ଟଙ୍କାର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୬ା୮: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜରଡ଼ା ଥାନା ଅନ୍ତର୍ଗତ ଜୟନ୍ତୀପୁର ଦିବ୍ୟସିଂହ ବିଦ୍ୟାପୀଠର କୋଟିପତି କ୍ରୀଡା ଶିକ୍ଷକ(ପିଇଟି) ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର…

ଛାତ୍ରୀଙ୍କ ଫଟୋ ଭାଇରାଲ :ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୫ା୭: ସ୍ବତନ୍ତ୍ର ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଜଣେ ଛାତ୍ରୀଙ୍କ ଫଟୋ ଭାଇରାଲ ମାମଲାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ସେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଋଷିଆ…

ଆନ୍ଧ୍ରପ୍ରଦେଶକୁ ବାଲି ଚାଲାଣ ହେଉଥିବା ୫ ଟ୍ରକ୍‌ ଜବତ

ଗଞ୍ଜାମ,୫ା୮(ଡି.ଏନ.ଏ.): ଓଡ଼ିଶାର ବିଭିନ୍ନ ସ୍ଥାନରୁ ବିଭିନ୍ନ ସମୟରେ ଆନ୍ଧ୍ରକୁ ବାଲି ଚାଲାଣ ହେଉଛି। ମାଫିଆଙ୍କ ଚୋରା ବାଲି ଗାଡି କେତେବେଳେ ପ୍ରଶାସନ ହାବୁଡ଼ରେ ପଡୁଛି ତ କେତେବେଳେ ଛୁ ମାରୁଛି। ଗୁରୁବାର ବିଳମ୍ବିତ ରାତିରେ ୫ ବାଲି ଟ୍ରକ ଜବତ କରିଛି…

ସୂଚନା ନ ଦେଇ ୨୪ ଗାଁରେ ବିଦ୍ୟୁତ୍‌ କାଟ୍‌, ଲୋକେ ଅସନ୍ତୋଷ

ଦିଗପହଣ୍ଡି,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ୍‌ରେ ବିଦ୍ୟୁତ୍‌ ବିଭ୍ରାଟ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ଳକ୍‌ର ବିଭିନ୍ନ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ହେଉଛି। ଗୁରୁବାର ଦିଗପହଣ୍ଡି ବ୍ଳକ୍‌ର ଭୀଷ୍ମଗିରି ଫିଡର୍‌ ଅଧୀନରେ ଥିବା ଭୀଷ୍ମଗିରି, ଏସ୍‌.ଟିକରପଡା ଓ ଗଜପତି…

ପୁଣି ୫୧ ହଜାର ଟଙ୍କା ଜମାକଲେ ବିଡିଓ

ପୁରୁଷୋତ୍ତମପୁର,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଅନ୍ନଯଜ୍ଞ ସାମଗ୍ରୀ ହେରଫେର ହୋଇଥିବା ଅଭିଯୋଗ ହୋଇଥିଲା। ଏହି ସାମଗ୍ରୀ ବିକ୍ରି ପରେ ଗୁରୁବାର ବିଡିଓ ପୁଣି ୫୧ ହଜାର ୩ ଶହ ଟଙ୍କା ଅନ୍ନଯଜ୍ଞ ଆକାଉଣ୍ଟରେ…

ପ୍ରଶାସନର ନିର୍ଦ୍ଦେଶ ମାନୁନାହାନ୍ତି ପରିମଳ ଠିକାଦାର

ଗଞ୍ଜାମ,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନବଜାରଠାରୁ ବଡ଼ ବଜାର ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାରେ ବୁଲା ଗାଈଗୋରୁ ପାଇଁ ଅଞ୍ଚଳବାସୀ ଅତିଷ୍ଠ ହୋଇ ପଡ଼ିଲେଣି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ଏନଏସି ପ୍ରଶାସନଠାରେ ବାରମ୍ବାର ଅଭିଯୋଗ କରିବା ପରେ ଇଓ ଦାୟିତ୍ୱରେ ଥିବା ତହସିଲଦାର ଅରୁଣ…

ଗୁଣିଗାରେଡ଼ିକୁ ନେଇ ପୋଲିସକୁ ହତ୍ୟା ଧମକ

ଗଞ୍ଜାମ,୫ା୮(ଡି.ଏନ୍‌.ଏ.): କିଛି ମାସ ତଳେ ଗଞ୍ଜାମ ଜିଲା ରମ୍ଭା ଥାନା ଅଧିନସ୍ଥ ଗଡ଼ହୁମା ଗ୍ରାମରେ ଗୁଣିଗାରେଡ଼ିକୁ ନେଇ ଦିଅର ଓ ଭାଇଜଙ୍କୁ ବାନ୍ଧି ଗ୍ରାମବାସୀ ମାଡ଼ ମାରିଥିବା ହୁମା ଫାଣ୍ଡିରେ ଅଭିଯୋଗ ହୋଇଥିଲା l ଅଭିଯୋଗ ପରେ ହୁମା ପୋଲିସ ଯାଇ…

ଏକ ମାସ ଜେଲରେ ରହିବା ପରେ ଜଣାଗଲା ନାବାଳକ

ବ୍ରହ୍ମପୁର ଅଫିସ,୫ା୮:ବେଆଇନ ଭାବେ ମଦ ଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳକାରାଗାରରେ ଏକ ମାସ ବିଚାରାଧୀନ ବନ୍ଦୀ ଭାବେ ରହିବା ପରେ ଜଣେ ଅଭିଯୁକ୍ତ ନାବାଳକ ବୋଲି ପ୍ରମାଣିତ ହୋଇଛି। କୋର୍ଟ ନିର୍ଦ୍ଦେଶ ପ୍ରକାରେ ତାଙ୍କୁ ମଣ୍ଡଳ କାରାଗାରରୁ…

କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ/ପାତ୍ରପୁର,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତିଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌…

ସାପ କାମୁଡ଼ାରେ ସ୍ବାସ୍ଥ୍ୟ କର୍ମଚାରୀ ଗୁରୁତର

ବୁଗୁଡ଼ା,୪ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଧୀନ ଆଦିପୁର ଗ୍ରାମ ବଡ଼ଦାଣ୍ଡ ସାହିରେ ସାପ କାମୁଡ଼ାରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ସୁରେନ୍ଦ୍ର ନାଥ ବିଷୋୟୀ (୫୮)। ତାଙ୍କୁ ବ୍ରହ୍ମପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri