ଗଞ୍ଜାମ

କାରାଗାର କର୍ମଚାରୀଙ୍କ ଅନଶନ: ଜଣେ ଗୁରୁତର

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ) : କାରାଗାର କର୍ମଚାରୀମାନଙ୍କ ଆମରଣ ଅନଶନ ବୁଧବାର ତୃତୀୟ ଦିନରେ ପହଞ୍ଚିଛି। ଗ୍ରେଡ ପେ’ ୧୯୦୦ରୁ ୨୦୦୦ଟଙ୍କା ଏବଂ ମୁଖ୍ୟ କାରାଗାର କର୍ମଚାରୀଙ୍କ ଗ୍ରେଡ ପେ’ ୨୦୦୦ଟଙ୍କାରୁ ୨୪୦୦ ଟଙ୍କାକୁ ବୃଦ୍ଧି କରିବା, ପୁରୁଣା ପଦୋନ୍ନତି ନିୟମ-୨୦୧୨କୁ ଲାଗୁ…

ଉନ୍ନତୀକରଣ ନାମରେ ଶ୍ରେଣୀଗୃହ ଭାଙ୍ଗି ଦିଆଗଲା

  ପାରଳାଖେମୁଣ୍ଡି,୨୭।୯(ଗିରିଧାରୀ ପରିଛା):ଗଜପତି ଜିଲା ଗୋଷାଣି ବ୍ଲକ ସରଧାପୁର ପଞ୍ଚାୟତ ସଦରସ୍ଥିତ ଉଚ୍ଚ ବିଦ୍ୟାଳୟର ଉନ୍ନତୀକରଣ ନିମନ୍ତେ ଶ୍ରେଣୀଗୃହଗୁଡିକୁ ପ୍ରାୟ ଏକମାସ ହେଲା ଭାଙ୍ଗି ଦିଆଯାଇଛି। ଏହି କକ୍ଷଗୁଡିକୁ ମରାମତି କିମ୍ବା ପୁନଃନିର୍ମାଣ କରାଯାଉନାହିଁ। ଏପରି ସ୍ଥଳେ ବିଦ୍ୟାଳୟରେ ପଢୁଥିବା ଶତାଧିକ…

ଗଣେଶ ପୂଜା ଭସାଣୀରେ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଆକ୍ରମଣରେ ଓ୍ବାର୍ଡ ସଭ୍ୟ ଗୁରୁତର

ହିଞ୍ଜିଳିକାଟୁ, ୨୬।୯( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତହଁର ଗ୍ରାମରେ ରାଜନୈତିକ ତଥା ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୋମବାର ରାତିରେ ଗଣେଶ ପୂଜା ଭସାଣୀରେ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଗୋଟିଏ ଗୋଷ୍ଠୀର ତଥା ଉକ୍ତ ପଞ୍ଚାୟତର ଓ୍ବାର୍ଡ ସଭ୍ୟ…

ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲାସ୍ତରୀୟ ବୈଠକ

ଛତ୍ରପୁର,୨୬।୯(ଦିଲ୍ଲୀପ ସାମଲ) ଗଞ୍ଜାମ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ବର୍ତ୍ତମାନ ସୁଦ୍ଧା ଜିଲାରେ ୩୦୬୩ଟି ପୋଲିଙ୍ଗ ଷ୍ଟେସନ କରାଯାଇଛି…

ସୁଜଳ ଷ୍ଟାଣ୍ଡ ପୋଷ୍ଟରୁ ଟେପ ଚୋରି

ଗଞ୍ଜାମ,୨୬।୯(ବିଦ୍ୟାଧର ସାହୁ ): ରାସ୍ତାରେ ଯିବା ଆସିବା କରୁଥିବା ପଥଚାରୀ ଓ ଜନସାଧାରଣ ପିଇବା ପାଇଁ ଏନଏସି ପ୍ରଶାସନ ପକ୍ଷରୁ ଗଞ୍ଜାମ ସହର ତ୍ରିବେଣୀ ମଠ ଛକ ଠାରେ ସୁଜଳ ଷ୍ଟାଣ୍ଡ ପାଇପ ଲଗାଯାଇଥିଲା। ହେଲେ ଗତ କାଲି ଅର୍ଥାତ ସୋମବାର…

ଛତ୍ରପୁରକୁ ମୁନିସିପାଲିଟି ମାନ୍ୟତା: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ

ଛତ୍ରପୁର,୨୬।୯(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ମାନ୍ୟତା ଘୋଷଣା କରିବା ପାଇଁ ବିଭାଗ ତରଫରୁ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଥିବା ନେଇ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ବିଧାନସଭାରେ…

୩ ମାସ ହେଲା କର୍ମଚାରୀଙ୍କୁ ଦରମା ମିଳୁନି

ଛତ୍ରପୁର,୨୬।୯(ସନ୍ତୋଷ ପାଢ଼ୀ ):ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଟିଟାନିୟମ ପ୍ଲାଣ୍ଟରେ କର୍ମଚାରୀଙ୍କୁ ଗତ ୩ ମାସ ହେଲା ଦରମାୟ ମିଳିନି। ଏ ନେଇ କର୍ମଚାରୀ ମାନଙ୍କ ପରିବାର ପ୍ରତିପୋଷଣ କଷ୍ଟକର ହୋଇପଡ଼ୁଛି। ମଙ୍ଗଳବାର ଟିଟାନିୟମ ଭୂ-ବିସ୍ଥାପିତ କଲ୍ୟାଣ ସମିତି ମହାସଂଘ ଛତ୍ରପୁର…

ଜାନବିଲି ଆନିକଟରୁ ବ୍ୟକ୍ତିଙ୍କ ମୃତଦେହ ଜବତ

ଧରାକୋଟ,୨୫ା୯(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ନିକଟସ୍ଥ ଜାନବିଲି ଆନିକଟରୁ ଋଷିକୁଲ୍ୟା ନଦୀରେ ଭାସି ଆସିଥିବା ଜଣେ ବ୍ୟକ୍ତିଙ୍କ ମୃତଦେହକୁ ସୋମବାର ମଧ୍ୟାହ୍ନରେ ଜବତ କରାଯାଇଛି। ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଋଷିକୁଲ୍ୟା ନଦୀରେ ସୋରଡ଼ା ପଟରୁ ଭାସି ଆସି ଆନିକଟ ଗେଟରେ…

ଘରୁ ୫୦ ଭରି ସୁନା ଗହଣା ଚୋରି: ମିଳୁନି ସୁରାକ, ଚିନ୍ତାରେ ପୋଲିସ

ବ୍ରହ୍ମପୁର,୨୫।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବୌଦ୍ୟନାଥପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି ସଂଖ୍ୟା ବଢିବାରେ ଲାଗିଛି। ପୋଲିସ ପାଟ୍ରୋଲିଂକୁ ଜୋରାଦାର କରୁଥିବା କହୁଥିବା ବେଳେ ଚୋରମାନେ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଚୋରି କରୁଛନ୍ତି। ପୂର୍ବରୁ ୪ଟି ଚୋରି ଘଟଣା ଘଟିଥିବା…

ଦୋକାନରେ ପଶି ଆକ୍ରମଣ: ଲୁଟି ନେଲେ ଲକ୍ଷାଧିକ ଟଙ୍କା

ବ୍ରହ୍ମପୁର,୨୫ା୯(ସୁବାସ ଚନ୍ଦ୍ର ପାଢ଼ୀ): ଦୋକାନରେ ଭାଇ ଓ ସାଙ୍ଗ ସହ ବସିଥିବା ବେଳେ କେତେକ ଯୁବକ ସଂଘବଦ୍ଧ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ବଡ଼ବଜାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକାରୀ ଯଶୋଦାନଗର ଅଞ୍ଚଳର ବ୍ରହ୍ମ ନାରାୟଣ ସାହୁଙ୍କ ଏତଲା…

ଦ୍ୱିତୀୟ ଶ୍ରେଷ୍ଠ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ଧିମା

ଭଞ୍ଜନଗର,୨୫ା୯(ବାବୁଲା ପ୍ରଧାନ):ସାମାଜିକ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଭଞ୍ଜନଗର ବ୍ଲକ କୁଲାଡ଼ ପଞ୍ଚାୟତ ଜାତୀୟସ୍ତରରେ ଦ୍ୱିତୀୟ ଶ୍ରେଷ୍ଠ ପଞ୍ଚାୟତ ଭାବେ ପୁରସ୍କୃତ ହୋଇଥିଲା। ପଞ୍ଚାୟତକୁ ୭୫ଲକ୍ଷ ଟଙ୍କା ପୁରସ୍କାର ରାଶି ମିଳିଥିଲା। ଏହାପରେ ରାଜ୍ୟ ସରକାର ମଧ୍ୟ ପୁରସ୍କାର ସହ…

ଟେନିସ ଟୁର୍ନାମେଣ୍ଟ: ଗଞ୍ଜାମ ତହସିଲଦାରଙ୍କ ସଫଳତା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ): ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ସର୍ବଭାରତ ସ୍ତରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଟେନିସ ଟୁର୍ନାମେଣ୍ଟରେ ଭାଗନେଇ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ରାଜସ୍ଥାନର ଉଦୟପୁରଠାରେ ଅନୁଷ୍ଠିତ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ପଞ୍ଜାବକୁ ହରାଇ ତହସିଲଦାର ଅରୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?