ଗଞ୍ଜାମ

ଧ୍ୟାନ ଦେଲାନି ପ୍ରଶାସନ, କେନାଲ ସଜାଡ଼ିଲେ ଚାଷୀ

ବୁଗୁଡ଼ା,୪ା୮(ଡି.ଏନ୍‌.ଏ.): ବୁଗୁଡ଼ା ବ୍ଲକ ଗୋଳାବନ୍ଧ ପଞ୍ଚାୟତ ଅନ୍ତର୍ଗତ ଚିଲିଖମା ଗ୍ରାମରେ କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଜାଉପାଣିଆ ଘାଇ ଦ୍ୱାରା ଚିଲିଖମା ଓ ଗୋଳାବନ୍ଧ ଗ୍ରାମର ଚାଷୀ ଉପକୃତ ହେଉଥିଲେ। ତେବେ ଏହି ଘାଇ ପାଣିକୁ ନେଇ ଗତବର୍ଷ ଉଭୟ ଗାଁ…

୭ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀଙ୍କ ପରାଜୟ

ବ୍ରହ୍ମପୁର ଅଫିସ,୩।୮: ଗଞ୍ଜାମ ଜିଲାରେ ବ୍ରହ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀର ଗୁରୁତ୍ୱ ରହିଛି। ଏଠାରୁ ବିଶିଷ୍ଟ ବ୍ୟକ୍ତିମାନେ କଂଗ୍ରେସରୁ ବିଧାୟକ ହେବା ସହ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହୋଇଥିବା ନଜିର ଅଛି। ତେବେ ୧୯୯୦ରୁ ୨୦୧୯ ମଧ୍ୟରେ ହୋଇଥିବା ୭ ସାଧାରଣ ନିର୍ବାଚନରେ…

ଗଞ୍ଜାମ ମାନଚିତ୍ରରୁ ଲିଭିଯିବ ପୋଡ଼ମପେଟା

ଛତ୍ରପୁର/ଗଞ୍ଜାମ(ଡି.ଏନ.ଏ)/ବ୍ରହ୍ମପୁର ଅଫିସ,୩।୮: ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ପୋଡମପେଟା ଗାଁ ଗଞ୍ଜାମ ମାନଚିତ୍ରରୁ ଲିଭିଯିବାକୁ ବସିଛି। ଦିନକୁ ଦିନ ସମୁଦ୍ର କୂଳ ଖାଉଥିବାରୁ ଏହି ଆଶଙ୍କା ଦେଖାଦେଇଛି ା ପୂର୍ବରୁ ସମୁଦ୍ର ଗାଁଠାରୁ ୨ କି.ମି. ଦୂରରେ ଥିବା ବେଳେ ବାରମ୍ବାର…

ଜୁଲାଇ ସୁଦ୍ଧା ୧୦ ପ୍ରତିଶତ ଜମିରେ ଧାନ ଚାଷ

ଦିଗପହଣ୍ଡି,୩।୮(ଡି.ଏନ୍‌.ଏ.): ଚଳିତ ବର୍ଷ ଦିଗପହଣ୍ଡି ଅଞ୍ଚଳର ଚାଷୀଙ୍କୁ ଧୋକାଦେଇଛି ମୌସୁମୀ ବର୍ଷା। ମୁଖ୍ୟତଃ ଖରିଫ ଧାନ ଚାଷ ମୌସୁମୀ ବର୍ଷା ଉପରେ ନିର୍ଭର କରାଯାଇଥାଏ। କିନ୍ତୁ ଅଗଷ୍ଟ ପ୍ରଥମ ସପ୍ତାହ ସୁଦ୍ଧା ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ଯଥେଷ୍ଟ କମ୍‌ ହୋଇଛି।…

ଆନ୍ଦୋଳନ ପରେ ନିଯୁକ୍ତ ହେଲେ ୪ ଡାକ୍ତର

ଭଞ୍ଜନଗର,୩।୮(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଓ ନର୍ସ ପଦବୀ ଖାଲିଥିବା ଯୋଗୁ ରୋଗୀସେବା ବିପର୍ଯ୍ୟସ୍ତ ହେଉଛି। ଏହାର ପ୍ରତିବାଦରେ ଉତ୍କଳ ସାମ୍ବାଦିକ ସଂଘ, ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ଧାରଣା ଦିଆଯିବ ବୋଲି ପ୍ରଶାସନକୁ ଜଣାଇ ଦିଆଯାଇଥିଲା। ଧାରଣା ପରେ…

ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଅନ୍ନଯଜ୍ଞ ଦାନ ସାମଗ୍ରୀ ହେରଫେର ଅଭିଯୋଗ

ପୁରୁଷୋତ୍ତମପୁର,୨।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଅନ୍ନଯଜ୍ଞ ଲାଗି ଦାନ କରିଥିବା ଗ୍ରୋସେରୀ ସାମଗ୍ରୀରେ ହେରଫେର ହୋଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ସ୍ଥାନୀୟ…

ବୈଷୟିକ ସହାୟତା ଦେବ ଏନ୍‌ଆଇଓଟି

ଛତ୍ରପୁର/ଗଞ୍ଜାମ,୨ା୮(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ ଖାଇବାରେ ଲାଗିଛି। ସମୁଦ୍ର ଜଳପତନ ବୃଦ୍ଧି ହେଉଥିବାରୁ ଉଚ୍ଚ ଜୁଆର ମାଡି ଆସୁଛି। ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଓ ଗଞ୍ଜାମ ବ୍ଲକର ପୋଡ଼ମପେଟା ଗାଁ ସମୁଦ୍ର କୂଳରେ ଥିଲା। ସମୁଦ୍ର କୂଳ ଲଂଘିବାରୁ…

ଯୁବକ କାଟିଦେଲେ ନିଜ ବେକ, ହାତ

ଭଞ୍ଜନଗର,୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଲଗୁଣ୍ଠା ପେଣ୍ଠ ସାହିରେ ସୋମବାର ଜଣେ ଯୁବକ ଏକ କାତିରେ ବେକ ଓ ଦୁଇ ହାତ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ତାରସିଙ୍ଗି ଥାନା ଅଧୀନ ଜଡ଼ାହାଟୁଣୀର ବିଦୁର ଗୌଡ଼। ବେଲଗୁଣ୍ଠା ପୋଲିସ ଗୁରୁତର…

ବାଲୁକାକଳାରେ ସ୍ବର୍ଣ୍ଣପଦକ ବିଜୟିନୀ ମୀରାବାଈଙ୍କୁ ଶୁଭେଚ୍ଛା

ଗଞ୍ଜାମ,୧ା୮(ଡି.ଏନ୍‌.ଏ.): ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ବର୍ଣ୍ଣପଦକ ବିଜୟିନୀ ମୀରାବାଈ ଚାନୁଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ଗ୍ରାମର ଯୁବ ପ୍ରତିଭା ବାଲୁକାଶିଳ୍ପୀ ସଚ୍ଚିଦାନନ୍ଦ ପ୍ରଧାନ ବାଲୁକାକଳା ମାଧ୍ୟମରେ ମୀରାବାଈଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…

ଜାମୁନି ଗ୍ରାମ ହତ୍ୟା ଘଟଣା: ମୃତକ,ଆହତଙ୍କ ପରିବାରକୁ ମିଳିଲା ସହାୟତା

ପୁରୁଷୋତ୍ତମପୁର, ୧।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନି ଗ୍ରାମରେ ଗତ ଜୁନ ମାସ ୭ତାରିଖରେ ଦୁଇ ଜଣ ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏଥିରେ ଯୋଗେଶ ବେହେରା (୨୪)ଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ…

ଆକାଉଣ୍ଟରୁ ଠକି ନେଲେ ୩ ଲକ୍ଷ

ବ୍ରହ୍ମପୁର ଅଫିସ,୩୧ା୭: ବ୍ରହ୍ମପୁର ସଦର ଥାନା ଅଧୀନ ଶକ୍ତିନଗର ତୃତୀୟ ଲାଇନ୍‌ ବାସିନ୍ଦା ରବିନାରାୟଣ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି। ସାଇବର ଠକମାନେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩ ଲକ୍ଷ ୨୫ ହଜାର ଟଙ୍କା ଠକି ନେଇଛନ୍ତି। ଏ ନେଇ…

ଶିକ୍ଷକଙ୍କ ମାଡ଼ରେ ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ

କବିସୂର୍ଯ୍ୟନଗର,୩୧ା୭(ଡି.ଏନ୍‌.ଏ.): ଜଣେ ଶିକ୍ଷକଙ୍କ ମାଡ଼ରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଅଧୀନ(ଏ) ବରିଡା ଗ୍ରାମର ଶ୍ରୀଦଧିବାମନ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ ହୋଇଛନ୍ତି। ତାଙ୍କ ନାମ ଗୋପାଳ ମହାରଣା (୫)। ଗୋପାଳଙ୍କ ବାପା ଦୁବାଇରେ କାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri