ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ
ବ୍ରହ୍ମପୁର ଅଫିସ,୩୧।୭ା: ବିଭିନ୍ନ ଦାବି ନେଇ ଏମ୍କେସିଜି ମେଡିକାଲ କଲେଜ ହସ୍ପିଟାଲ ଆଉଟସୋର୍ସିଂ କର୍ମଚାରୀମାନେ ରବିବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମେଡିକାଲରେ କାର୍ଯ୍ୟରତ ସମସ୍ତ ସିଫ୍ଟର ଆଟେଣ୍ଡାଣ୍ଟମାନେ ସୁପରିଟେଣ୍ଡେଣ୍ଟଙ୍କ କାର୍ଯ୍ୟଳୟ ନିକଟସ୍ଥ ଷ୍ଟେୱାର୍ଡ କାର୍ଯ୍ୟାଳୟ ଆଗରେ ୧ ଘଣ୍ଟା ଧରି ବିକ୍ଷୋଭ…
ସିରିଜ୍ ଦୁର୍ଘଟଣା: ୩ ବାଇକ୍, କାର୍କୁ ଧକ୍କା ଦେଲା ବସ୍
ହିଞ୍ଜିଳିକାଟୁ,୩୦ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ତଥା ୫୯ ନଂ. ଜାତୀୟ ରାଜପଥ ମାଣିକନଗର ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍, କାର୍ ଓ ବାଇକ୍ ମଧ୍ୟରେ ସିରିଜ ଦୁର୍ଘଟଣା ଘଟି ବାଇକ ଚାଳକ ଗୁରୁତର ହୋଇଥିବା ବେଳେ…
ଘରେ ବସି ପାଇବେ ବ୍ୟାକିଙ୍ଗ୍ ସୁବିଧା
ଛତ୍ରପୁର,୩୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପାଇଲଟ ପ୍ରୋଜେକ୍ଟ ଭାବେ ମନିପର୍ସ ଯୋଜନା ଶନିବାର ଆରମ୍ଭ ହୋଇଛି। ମିଶନ ଶକ୍ତିର ସଦସ୍ୟାଙ୍କୁ କ୍ଷମତାପୂର୍ଣ୍ଣ କରିବା ସହ ତାଙ୍କୁ ଆର୍ଥିକ ସ୍ବାଧୀନତା ଦେବା ଏହି ଯୋଜନାର ମୁଖ୍ୟ ଲକ୍ଷ୍ୟ। ଏହି ଅବସରରେ ମହିଳା ସଂଘଗୁଡିକୁ ଏମ୍-ପିଓଏସ୍…
ଓଲଟିଲା ପିକଅପ୍ ଭ୍ୟାନ, ଚାଲିଗଲା ଚାଳକଙ୍କ ଜୀବନ
ଛତ୍ରପୁର,୩୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ରଘୁନାଥପୁର ନିକଟସ୍ଥ ଜାତୀୟ ରାଜପଥରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ଛତ୍ରପୁର ଯାଉଥିବା ଏକ ପିକ୍ଅପ୍ ଭ୍ୟାନ (ଓଡି ୦୭ ଏଏଚ୍ ୬୨୨୨) ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ…
ଇଞ୍ଜେକ୍ସନ ନେଇ ୨୦ ରୋଗୀ ଗୁରୁତର
ବ୍ରହ୍ମପୁର ଅଫିସ,୩୦ା୭: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମେଡିସିନ ବିଭାଗର ୟୁନିଟ -୧ ଓ ୟୁନିଟ -୨ରେ ଚିକିତ୍ସିତ ହେଉଥିବା ୨୦ଜଣ ରୋଗୀ ଇଞ୍ଜେକ୍ସନ ନେବା ପରେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ।…
କୂଳ ଲଂଘୁଛି ସମୁଦ୍ର: ଉଚ୍ଚ ଜୁଆର ଯୋଗୁ ସମୁଦ୍ରରେ ଲୀନ ହେଲା ୬ ଘର
ଗଞ୍ଜାମ,୨୯।୭(ଡି.ଏନ୍.ଏ.): କୂଳ ଲଂଘୁଛି ସମୁଦ୍ର। ଉଚ୍ଚ ଲହରୀ ଯୋଗୁ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳଗୁଡିକ ଅବକ୍ଷୟ ହେବାରେ ଲାଗିଛି l ଗଞ୍ଜାମ ଜିଲା ପାଳିବନ୍ଧ ପଞ୍ଚାୟତ ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡ଼ମପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ଗର୍ଭରେ ଲୀନ…
ମହିଳାଙ୍କୁ ଅସଦାଚରଣ କରି କାଠ ଫାଳିଆରେ ଆକ୍ରମଣ: ବନ୍ଧା ହେଲେ ୨ ଯୁବକ
ବ୍ରହ୍ମପୁର ଅଫିସ,୨୯ା୭: ସମାଜରେ ମହିଳାଙ୍କ ପ୍ରତି ହିଂସା ଏବଂ ଦୁର୍ବ୍ୟବହାର ଭଳି ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜଣେ ମହିଳାଙ୍କୁ ଅସଦାଚରଣ କରି ଆକ୍ରମଣ କରିଥିବା ଅଭିଯୋଗରେ ସଦର ଥାନା ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ…
ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଆଖି ବୁଜିଲେ ଆଉ ଜଣେ
ବ୍ରହ୍ମପୁର ଅଫିସ,୨୮।୭: ବ୍ରହ୍ମପୁର ଜିଲା ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଶୁକ୍ରବାର ଆଉ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ଯୋଗୁ ଗାଁରେ ଶୋକାକୁଳ ପରିବେଶ…
ମନ୍ଦିର କମିଟି ଗଠନକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ମାରପିଟ୍
ବ୍ରହ୍ମପୁର ଅଫିସ,୨୮ା୭: ଶିବମନ୍ଦିର କମିଟି ଗଠନକୁ କେନ୍ଦ୍ରକରି ବ୍ରହ୍ମପୁର ଜଗଦଳପୁର ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ଦୁଇଟି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି। ଜଗଦଳପୁର ଗ୍ରାମର କେ.ବିନୋଦ କୁମାରଙ୍କ ଅଭିଯୋଗ…
ମାଓବାଦୀଙ୍କ ଶହୀଦ ସପ୍ତାହ: ବ୍ରହ୍ମପୁରରୁ ୪ ରୁଟ୍ରେ ବସ୍ ଚଳାଚଳ ବନ୍ଦ
ବ୍ରହ୍ମପୁର ଅଫିସ,୨୮।୭: ଗୁରୁବାରଠାରୁ ଅଗଷ୍ଟ ୩ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ କରାଯାଉଛି। ଏହି ସମୟରେ ମାଓବାଦୀମାନେ ସରକାରୀ ଗାଡ଼ିଗୁଡ଼ିକୁ ଟାର୍ଗେଟ କରି ପୋଡି ଦେଉଥିବା ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ…
ନିଶା ମାଫିଆ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି
ବୁଗୁଡା,୨୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିରେ ଥିବା ଦୁଇ ନିଶା ମାଫିଆ ଭାଇଙ୍କ ୩ କୋଟି ଟଙ୍କା ମୂଲ୍ୟର ବେଆଇନ ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି। ଏନ୍ଡିପିଏସ୍ ଆଇନ ଅନୁଯାୟୀ କୋଲକାତାର ଏକ ପ୍ରାଧିକୃତ ସଂସ୍ଥା ଅଧିକାରୀମାନେ ଏହି ସମ୍ପତ୍ତି…
ଖବରକାଗଜ ବିକ୍ରେତାଙ୍କ ପୁଅର ସଫଳତା
ଛତ୍ରପୁର,୨୮ା୭(ଡି.ଏନ୍.ଏ.): ଯୁକ୍ତ ଦୁଇ ବିଜ୍ଞାନ/ବାଣିଜ୍ୟ ଫଳାଫଳ ବୁଧବାର ପ୍ରକାଶ ପାଇଛି। ଛତ୍ରପୁର ଅଞ୍ଚଳର ସୂର୍ଯ୍ୟ ନାରାୟଣ ଶତପଥୀ ନାମକ ଜଣେ ଖବରକାଗଜ ବିକ୍ରେତାଙ୍କ ପୁଅ ଶୁଭ୍ରାଂଶୁ ଶତପଥୀ ଯୁକ୍ତ ଦୁଇ ବିଜ୍ଞାନ ବିଭାଗରେ ୬୦୦ରୁ ୫୫୩ ମାର୍କ ରଖି ପ୍ରଥମ ସ୍ଥାନ…
Archives


