ଗଞ୍ଜାମ

ଅନୈତିକ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା: ମା’, ପୁଅ ଗିରଫ

ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର ମୁନା ନାଇକ। ମୁନାଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇ ପୋଖରୀରେ ଫିଙ୍ଗି ଦିଆଯାଇଥିଲା।...

ଅଟୋ ସହ ୨୦ ବସ୍ତା ଗଞ୍ଜେଇ, ଭାଙ୍ଗ ଜବତ

ସୋରଡ଼ା,୩ା୧୦(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ଗାଙ୍ଗପୁର ଗ୍ରାମରୁ ଅବକାରୀ ବିଭାଗ ଚଢାଉ କରି ଏକ ଅଟୋରେ ଲୋଡ ହୋଇଥିବା ୨୦ ବସ୍ତା (୬କୁଇଣ୍ଟାଲ) ଗଞ୍ଜେଇ ଭାଙ୍ଗ ଜବତ କରିଛି। ବିଭାଗୀୟ ଅତିରିକ୍ତ ଅଧିକ୍ଷକ ଅଭିରାମ ବେହେରାଙ୍କ ସୂଚନା ଅନୁଯାୟୀ ବଡ଼ଗଡ଼ ବନବିଭାଗ...

ଜମିଜମା ଗଣ୍ଡଗୋଳ, ୩ ଗିରଫ

ବୁଗୁଡ଼ା,୩ା୧୦(ଡି.ଏନ.ଏ.)- ବୁଗୁଡ଼ା ଥାନା କୁଆନଳାରେ ହୋଇଥିବା ଜମିଜମାକୁ ନେଇ ଗଣ୍ଡଗୋଳ ମାମଲାରେ ବୁଗୁଡ଼ା ପୋଲିସ ଗୁରୁବାର ଗୋଟିଏ ପରିବାରର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କୁଆନଳା ଗ୍ରାମର ସନ୍ୟାସୀ ଗୌଡ଼, ସ୍ତ୍ରୀ ବାସନ୍ତୀ ଗୌଡ଼...

ବାଇଗଣ ବୋଝେଇ ପିକ୍‌ଅପ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ

ଭଞ୍ଜନଗର,୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କଳିଙ୍ଗାଘାଟିରେ ଏକ ପିକ୍‌ଅପ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣଙ୍କ ହେଲେ କବିସୂର୍ଯ୍ୟନଗର ଅଞ୍ଚଳର ପ୍ରତାପ ପ୍ରଧାନ(୩୫)। ସୂଚନାଯୋଗ୍ୟ, ବରପାଲିରୁ କବିସୂର୍ଯ୍ୟନଗରକୁ ବାଇଗଣ ବୋଝେଇ କରି ପିକ୍‌ଅପ୍‌ଟି ଆସୁଥିବାବେଳେ ବୁଧବାର ବିଳମ୍ବିତ ରାତିରେ...

ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ଗୋପାଳପୁର,୩ା୧୦- ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଗୋଳନ୍ଥରା ପୋଲିସ ବୁଧବାର ରାତିରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପଞ୍ଚମା ଗ୍ରାମର ଲକ୍ଷ୍ମୀନାରାୟଣ ପ୍ରଧାନ। ପ୍ରକାଶ ଯେ, ଏହି ଥାନା ଅଞ୍ଚଳର ଜଣେ ଯୁବତୀଙ୍କ...

ବ୍ୟବସାୟୀଙ୍କଠାରୁ ରୁପା ଅଳଙ୍କାର ଲୁଟ୍‌

ଗୋପାଳପୁର,୩ା୧୦-ଗୋପାଳପୁର ଥାନା କଦରପୁଲି ଗ୍ରାମରେ ମଙ୍ଗଳବାର ଜଣେ ରୂପା ବ୍ୟବସାୟୀଙ୍କଠାରୁ ୫ କେଜିରୁ ଊର୍ଦ୍ଧ୍ୱ ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ନଂ. ୧୧୪/୧୯ରେ ମାମଲା ରୁଜୁ କରିଛି। ଥାନାଧିକାରୀ ବିବେକାନନ୍ଦ ମହନ୍ତ ଘଟଣାସ୍ଥଳରେ...

କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍‌ ଟର୍ମିନାଲ:  ସିଟି ବସ୍‌ଷ୍ଟାଣ୍ଡରୁ ୩ ରୁଟ୍‌ରେ ଚାଲିଲା ୧୦ ସିଟିବସ

ବ୍ରହ୍ମପୁର ଅଫିସ,୩ା୧୦-ଦୀର୍ଘ ୩ ବର୍ଷ ପରେ କାର୍ଯ୍ୟକ୍ଷମ ହେଲା ହଳଦିଆପଦର ବସ୍‌ ଟର୍ମିନାଲ ା ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଅନ୍ୟ ଜିଲାକୁ ଯାତାୟାତ କରୁଥିବା ସମସ୍ତ ଓଏସ୍‌ଆରଟିସି ବସ୍‌ ଟର୍ମିନାଲରୁ ବୁଧବାର ଚଳାଚଳ ଆରମ୍ଭ କରିଛି ା ଦିନରେ ୩...

ମାଛ ଧରାକୁ ନେଇ ସଂଘର୍ଷ ଘଟଣା: ୩ ମାମଲା ରୁଜୁ, ଗ୍ରାମରେ ପୋଲିସ ଛାଉଣୀ

ଗୋପାଳପୁର,୩ା୧୦-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ରାମେୟାପାଟଣା ଓ ଚନ୍ଦନବାଡ଼ ଗ୍ରାମର ବାହୁଦା ନଦୀରେ ମାଛ ଧରିବାକୁ ନେଇ ମଙ୍ଗଳବାର ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ଗୋଳନ୍ଥରା ପୋଲିସ ୩ ମାମଲା ରୁଜୁ କରିଛି । ବୁଧବାର ସଦର...

ଗୁଣି ସନ୍ଦେହରେ ୬ଜଣଙ୍କୁ ଅଖାଦ୍ୟ ଖୁଆଇବା ଘଟଣା: ୨୯ ମହିଳା, ପୁରୁଷ ଗଲେ ଜେଲ; ଗିରଫ ଭୟରେ ଗୋପପୁର ଗ୍ରାମ ପୁରୁଷଶୂନ୍ୟ

ଖଲ୍ଲିକୋଟ,୩ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ଦାନ୍ତ ଭାଙ୍ଗି ୬ ଜଣ ବ୍ୟକ୍ତିଙ୍କୁ ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଆଇଆଇସି ସତ୍ୟରଞ୍ଜନ...

ଇରାନିଆନ ଗ୍ୟାଙ୍ଗ ମାଷ୍ଟରମାଇଣ୍ଡ ସିକନ୍ଦର ଗିରଫ : ୮ ଘଟଣାର ପର୍ଦ୍ଦାଫାଶ, କର୍ନାଟକ ଯିବ ଏକ ଟିମ୍‌

ବ୍ରହ୍ମପୁର ଅଫିସ,୩ା୧୦-ବ୍ରହ୍ମପୁର ପୋଲିସ ମଙ୍ଗଳବାର କର୍ନାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ଅଞ୍ଚଳରେ ଲୁଟ୍‌ କରୁଥିବା ଓ ପରେ ଓଡିଶାରେ ଡକାୟତି ଚଳାଇଥିବା ଇରାନିଆନ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲିିଙ୍କୁ ଗିରଫ କରିଛିି। ମଙ୍ଗଳବାର ରାତିରେ ଗୋଷାଣୀନୂଆଗଁା ପୋଲିସ...

ଘଡ଼ଘଡ଼ି ସହ ବର୍ଷା: ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨।୧୦(ଡି.ଏନ.ଏ.): ଭଞ୍ଜନଗର ଅଞ୍ଚଳରେ ବୁଧବାର ଅପରାହ୍ନ ୪ଟାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ବିଶେଷ ଭାବେ ସାଉଥ୍‌କୋର କ୍ଷତି ହୋଇଛି। ଘଡ଼ଘଡ଼ି ଯୋଗୁ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ଆସିଥିବା ୩୩ କେଭି ଲାଇନର ଏକାଧିକ ଇନ୍‌ସୁଲେଟର...

ଦୁର୍ନୀତି ଅଭିଯୋଗରେ ଆମରଣ ଅନଶନ

ଚିକିଟି,୨ା୧୦(ଡି.ଏନ.ଏ.): ଚିକିଟି ବ୍ଲକ୍‌ ନୂଆପଡା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାଯର୍‌ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଏହାର ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଏହାର ତଦନ୍ତ ଦାବିରେ ୧୭ ଜୁଲାଇ ୨୦୧୯ରେ ଉକ୍ତ ଗ୍ରାମର ସୂଚନାଅଧିକାରୀ ହୃଷିକେଶ ନାୟକ ବ୍ଲକ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri