ଭକ୍ତଙ୍କ ପାଇଁ ଖୋଲିଲା ତାରାତାରିଣୀ ମନ୍ଦିର
ପୁରୁଷୋତ୍ତମପୁର,୧୩।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ସୋମବାରଠାରୁ ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଖୋଲିଛି। ଏହାକୁ ନେଇ ଭକ୍ତ ବେଶ ଖୁସି ଅଛନ୍ତି। ପ୍ରଥମ ଦିନରେ ପାଞ୍ଚ ଶହରୁ ଊଦ୍ଧର୍ବ ଭକ୍ତ ମା’ଙ୍କ ଦର୍ଶନ କରିଛନ୍ତି।...
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କଲେ ବିଧାୟକ
ଗଞ୍ଜାମ,୧୩।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ସୋମବାର ଗଞ୍ଜାମ ଏନଏସିରେ ଏହି ବିଜୁ ସ୍ବାସ୍ଥ୍ୟ କଲ୍ୟାଣର ଶୁଭାରମ୍ଭ କରିଛନ୍ତି। ଏହା ସହ ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରିଥିଲେ l ବିଡ଼ିଓ ବିଶ୍ୱଜିତ ରାୟ,...
କ୍ଲାସରୁମ୍ରେ ପିଲାଙ୍କ ସହ ମୁଖ୍ୟମନ୍ତ୍ରୀ
ହିଞ୍ଜିଳିକାଟୁ,୧୨।୧୨(ଡି.ଏନ୍.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ । ପରେ ନିଜ ନିିର୍ବାଚନ କ୍ଷେତ୍ରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଥିଲେ ।...
ତାରାତାରିଣୀ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୧୨ା୧୨(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲା ଗସ୍ତରେ ଆସି ପୁରୁଷୋତ୍ତମପୁର ବ୍ଲକ ତାରାତାରିଣୀଠାରେ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିଥିଲେ। ସେଠାରୁ ଫେରି ସଭାସ୍ଥଳକୁ ଯାଇ ୨୨୮୧ କୋଟି ୩୬ ଲକ୍ଷ ଟଙ୍କାରେ ଜିଲାର...
‘ ମୋ ସ୍ବାମୀଙ୍କୁ ଖୋଜିକି ଆଣନ୍ତୁ’
ଆସିକା,୧୧।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ଚିନିଶିଳ୍ପ ଅତିଥି ଭବନରେ ସ୍ତ୍ରୀ ତପସ୍ବିନୀ ଦାସଙ୍କୁ ଏକାକୀ ଛାଡ଼ି ଡାକ୍ତର ସ୍ବାମୀ ସୁମିତ ସାହୁ କେଉଁଆଡ଼େ ପଳାଇଛନ୍ତି। ବ୍ରହ୍ମପୁର ଏସ୍ଡିଜେଏମ୍ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୩ ତାରିଖରୁ ତପସ୍ବିନୀ ଓ ସୁମିତ ଏକାଠି...
ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ନେଇ ଚାଲିଛି ପ୍ରସ୍ତୁତି
ପୁରୁଷୋତ୍ତମପୁର,୧୧।୧୨(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିବେ। ହିଞ୍ଜିଳି ଏବଂ ପୁରୁଷୋତ୍ତମପୁର ବ୍ଲକର ‘ମା ତାରାତାରିଣୀ’ଙ୍କ ପୀଠସ୍ଥଳୀରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ଯୋଜନାର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି...
ଛୁଟିରେ ସୁମିତ, ଅପହରଣ ଆଶଙ୍କା କଲେ ତପସ୍ବିନୀ
ଆସିକା,୧୧।୧୨(ଡି.ଏନ.ଏ.): ବ୍ରହ୍ମପୁର ଏସ୍ଡିଜେଏମ୍ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଡାକ୍ତର ସ୍ବାମୀଙ୍କ ସହ ଆସିକା ଚିନିଶିଳ୍ପ ଅତିଥି ଭବନରେ ରହୁଥିବା ତପସ୍ବିନୀ ଦାସ ପୁଣି ଅଡ଼ୁଆରେ ପଡ଼ିଛନ୍ତି। ସ୍ବାମୀ ସୁମିତ ସାହୁ ଶୁକ୍ରବାର ସକାଳେ ଆସିକା ବ୍ଲକ ବାଲିସିରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ...
ଡାକ୍ତର ସୁମିତଙ୍କୁ ଖୋଜି ପାଉନାହାନ୍ତି ତପସ୍ବିନୀ
ଆସିକା,୧୦।୧୨(ଡି.ଏନ୍.ଏ.): ବ୍ରହ୍ମପୁର ବ୍ରହ୍ମାନଗରଠାରେ ଶାଶୁ ଘରେ ସ୍ବାମୀଙ୍କ ସହ ରହିବାକୁ ଦାବି କରି ତପସ୍ବିନୀ ଦୀର୍ଘ ଦିନ ଧରି ଶଶୁର ଘର ବାରଣ୍ଡାରେ ଧାରଣା ଦେଇଥିଲେ। ମାମଲା କୋର୍ଟରେ ପହଞ୍ଚି ଥିଲା। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ତପସ୍ବିନୀ ଦାସ ଗତ...
ପାଣିରେ ଭାସୁଚି ପାଚିଲା ଧାନ
ଗଞ୍ଜାମ,୧୦।୧୨(ଡି.ଏନ୍.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଅଞ୍ଚଳର ବିଭିନ୍ନ ଚାଷ ଜମିରେ ପାଣି ଜମି ଧାନ ସବୁ ନଷ୍ଟ ହୋଇଯାଇଛି । ଏ ନେଇ ଗଞ୍ଜାମ ଏନ୍ଏସି ଯୁବ ବିଜେଡି ପକ୍ଷରୁ ଚାଷୀଙ୍କ କ୍ଷୟକ୍ଷତି ଆକଳନ କରି କ୍ଷତି ସହିଥିବା ଚାଷୀଙ୍କୁ...
୧୨ରେ ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ
ଛତ୍ରପୁର,୧୦।୧୨(ଡି.ଏନ୍.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୨ରେ ଗଞ୍ଜାମ ଜିଲା ଗସ୍ତ କରିବେ। ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଏବଂ ପୁରୁଷୋତ୍ତମପୁର ବ୍ଲକର ‘ମା ତାରାତାରିଣୀ’ଙ୍କ ପୀଠସ୍ଥଳୀରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ଯୋଜନାର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦାନ କରିବାର...
ସୁମିତ-ତପସ୍ବିନୀ ଆଉ ୭ ଦିନ ଏକାଠି ରହିବେ
ବ୍ରହ୍ମପୁର ଅଫିସ,୧୦ା୧୨:ବ୍ରହ୍ମପୁର ଏସ୍ଡିଜେଏମ୍ଙ୍କ କୋର୍ଟରେ ନ୍ୟାୟ ପାଇଁ ବୋହୂ ତପସ୍ବିନୀ ଦାଶ ରୁଜୁ କରିଥିବା ପିଟିଶନ୍ର ଶୁଣାଣି ପାଇଁ ଗୁରୁବାର ତାରିଖ ଧାର୍ଯ୍ୟ ହୋଇଥିଲା। ତପସ୍ବିନୀଙ୍କ ପକ୍ଷରୁ ରୁଜୁ ହୋଇଥିବା ପିଟିଶନ୍ ଉପରେ ଉତ୍ତର ରଖିବାକୁ ଶ୍ୱଶୁର ପ୍ରମୋଦ ସାହୁଙ୍କ...
ବିଦେଶ ଫେରନ୍ତାଙ୍କ ପାଇଁ ଫେରିଲା କଣ୍ଟେନମେଣ୍ଟ ଜୋନ୍
ଭଞ୍ଜନଗର,୯।୧୨(ଡି.ଏନ୍.ଏ.): ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତ ଚ୍ଛେଦାଭୂମି ରୋଡ଼ ଗାୟତ୍ରୀ ନଗର ଛକରୁ ବାରିକ ସିମେଣ୍ଟ ଦୋକାନ ପର୍ଯ୍ୟନ୍ତ ଅଞ୍ଚଳକୁ ଗୁରୁବାର କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଉକ୍ତ ଅଞ୍ଚଳକୁ ସମ୍ପର୍କୀୟଙ୍କ ଘରକୁ ଆସିଥିବା ଜଣେ ଦୁବାଇ ଫେରନ୍ତା ଅତିଥି...
Archives


