୧୧୨ ଗ୍ରାମ ବ୍ରାଉନସୁଗର ଜବତ: ଯୁବକ ଗିରଫ
ବ୍ରହ୍ମପୁର ଅଫିସ,୬।୭: ବ୍ରହ୍ମପୁର ଗୋଦାବରୀଶ ନଗରରେ ଚଢ଼ାଉ କରାଯାଇ ୧୧୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପ୍ରେମ ନଗର ହାଉସିଂ ବୋର୍ଡ଼ର ସାଣ୍ଡି ଓରଫ ସନ୍ଦୀପ ଅଗ୍ରୱାଲ (୩୮)। ମାମଲା ନମ୍ବର…
ହସ୍ପିଟାଲ ଭର୍ତ୍ତି ହେଲେ ମାଓନେତା ସବ୍ୟସାଚୀ
ବ୍ରହ୍ମପୁର ଅଫିସ,୫।୭: ବ୍ରହ୍ମପୁର ମଣ୍ଡଳକାରାଗାରରେ ଥିବା ଟପ ମାଓନେତା ସୁନୀଲ ଓରଫ ସବ୍ୟସଚୀ ପଣ୍ଡାଙ୍କୁ କଡା ସୁରକ୍ଷା ବଳୟରେ ଏମ୍କେସିଜିରେ ଭର୍ତ୍ତି କରାଯାଇଛି। ଅସ୍ତ୍ରପଚାର ଲାଗି ଭର୍ତ୍ତି ହୋଇଥିବା ନେଇ ବିଭାଗୀୟ ଡାକ୍ତର ସୂଚନା ଦେଇଛନ୍ତି। । ତେବେ କିଛି ଦିନ…
ବନ୍ଦହେବ ଜଗମୋହନ କଂସାରି ଶାଳ
ଧରାକୋଟ,୪ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ତଥା ବାହାର ଜିଲାରେ ମଧ୍ୟ ଧରାକୋଟ ବ୍ଲକର ଜଗମୋହନ ଗ୍ରାମର କଂସା, ପିତଳ କାମର ବେଶ୍ ଚାହିଦା ରହିଛି। ଗ୍ରାମରେ ବସବାସ କରୁଥିବା ୪୫୦ ବିଭିନ୍ନ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରୁ ୧୫୦ ପରିବାର କଂସାରି ସମ୍ପ୍ରଦାୟର। ଗ୍ରାମରେ ୧୦୦…
କାର୍ଯ୍ୟକ୍ଷମ ହେଲା ସୋଲାର ଜଳ ପ୍ରକଳ୍ପ
ବୁଗୁଡ଼ା,୪ା୭(ଡି.ଏନ.ଏ.): ଧରିତ୍ରୀରେ ଖବର ପ୍ରକାଶନ ପରେ ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଗ୍ରାମ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଥିବା ସୋଲାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଫଳରେ ଗ୍ରାମବାସୀଙ୍କ ମନରେ ଖୁସି ଦେଖାଦେଇଛି। ଲକ୍ଷ୍ମୀପୁର ଗ୍ରାମରେ ବର୍ଷେରୁ ଊର୍ଦ୍ଧ୍ୱ ସମୟ ଧରି…
ଦେଶକୁ ଦେଉଛନ୍ତି ସୁରକ୍ଷା, ନିଜ ଘର ଅସୁରକ୍ଷିତ
ଗଞ୍ଜାମ,୪ା୭(ଡି.ଏନ୍.ଏ.): ଗଞ୍ଜାମ ଥାନା ଅଧିନସ୍ଥ ଜନସେବା କେନ୍ଦ୍ରସ୍ଥିତ ଫ୍ରେଣ୍ଡସ୍ କଲୋନୀରେ ବିଏସ୍ଏଫ୍ ଯବାନ ବିନୋଦ ବିହାରୀ ବେହେରାଙ୍କ ଘର ଆଗ ଗ୍ରୀଲ୍ ଭାଙ୍ଗିଛନ୍ତି ଦୁର୍ବୃତ୍ତ l ଘରର ଆସବାବପତ୍ର ସବୁ ଏଣେତେଣେ ପଡ଼ିଥିବା ଦେଖିବାକୁ ମିଳିଛି l ଖବର ପାଇ ଗଞ୍ଜାମ…
ସାପ କାମୁଡ଼ାରେ ନବବିବାହିତାଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୩ା୭: ବିଷାନ୍ତ ସାପ କାମୁଡ଼ାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଜଣେ ନବବିବାହିତାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅଧୀନ ଦଳପତିନଗରର ବିପଦ ନାୟକଙ୍କ ସ୍ତ୍ରୀ ପାର୍ବତୀ (୧୮)। ମେଡିକାଲ ଫାଣ୍ଡି ପୋଲିସ ରବିବାର ମୃତଦେହ ଜବତ କରିଛି।…
ଅନୁମତି ଦେଇନି ରେଲୱେ, ବାଧା ରାଜପଥ ସମ୍ପ୍ରସାରଣ
ଛତ୍ରପୁର,୩।୭(ଡି.ଏନ.ଏ.): ଗଞ୍ଜାମ- ପୁରୀ ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ସାରିବାରେ ସମ୍ପୃକ୍ତ ହାଇଦ୍ରାବାଦର ଜିଭିପିଆର୍ ଇଞ୍ଜିନିୟର୍ସ ଲିମିଟେଡ୍ ଠିକା ସଂସ୍ଥାରେ ଅହେତୁକ ବିଳମ୍ବ କରୁଛି ା ଏ ନେଇ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ନୋଟିସ୍ ଜାରି ହୋଇସାରିଛି ା…
ସଫଳ ମହିଳା ମାଛ ବ୍ୟବସାୟୀ କୁନ୍ତୁଳା
ଗଞ୍ଜାମ, ୩।୭(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମରେ ରୁହନ୍ତି କୁନ୍ତୁଳା ବେହେରା(୫୨)। ମାଛ ବେପାରୀ କୁନ୍ତୁଳା ଅପା ନାମରେ ସେ ପରିଚିତା। ତାଙ୍କ ଘର ସୋରଳ ଗ୍ରାମରେ। ସେଠାରେ ବାପାଙ୍କୁ ମାଛ ବ୍ୟବସାୟରେ ସହଯୋଗ କରୁ କରୁ ନିଜେ…
ବୃଦ୍ଧାଙ୍କ ଜାଲ୍ ଦସ୍ତଖତ କରି ଜମି ବିକ୍ରି
ବ୍ରହ୍ମପୁର ଅଫିସ,୩।୭: ବ୍ରହ୍ମପୁର ସହରରେ ଏବେ ଜମି ଦୁର୍ନୀତି ବଢ଼ିବାରେ ଲାଗିଛି। ଏହି ଧାରାରେ ଜନୈକା ବୃଦ୍ଧାଙ୍କ ନାମରେ ଥିବା ଏକ ଜମିକୁ ଜାଲ୍ ଦସ୍ତଖତ କରି ଅନ୍ୟଜଣଙ୍କୁ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ବୃଦ୍ଧା ଜଣଙ୍କ ସଦର ଥାନାରେ…
ଧରାକୋଟ ରାଜପରିବାରର ରୋଚକ ରାଜନୀତି
ବ୍ରହ୍ମପୁର ଅଫିସ,୩।୭: ରାଜ୍ୟରେ ୧୯୫୧-୫୨ରୁ ୨୦୧୯ ମଧ୍ୟରେ ୧୬ ବିଧାନସଭା ନିର୍ବାଚନ ହୋଇଛି। ଗଞ୍ଜାମ ଜିଲା ଧରାକୋଟ ରାଜ ପରିବାରରୁ ୮ ଜଣ ବିଭିନ୍ନ ଦଳରୁ ବିଧାୟିକା ଓ ବିଧାୟକ ହୋଇଥିବା ତଥ୍ୟ ରହିଛି। ଅନ୍ୟପକ୍ଷରେ ଏହି ପରିବାର ରାଜନୈତିକ କ୍ଷମତା ବାନ୍ଧି…
ଜବରଦଖଲ ଉଚ୍ଛେଦକୁ ନେଇ ରାଜନୀତି ସରଗରମ
ଗଞ୍ଜାମ,୨।୭(ଡି.ଏନ୍.ଏ.): ଗଞ୍ଜାମ ସହରରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସିଥିବା ପୂଜକ କନ୍ଧ ଶତପଥୀଙ୍କ ବାରିପଟ ଘର ସରକାରୀ ଜାଗାରେ ଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଶନିବାର ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ପରିବାର ଲୋକଙ୍କ ସହ…
୧୦ ଫୁଟ ତଳକୁ ଖସିଲା ପାଟ୍ରୋଲିଂ ଗାଡ଼ି, ୨ ଗୁରୁତର
ବାରିପଦା ଅଫିସ,୨ା୭: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ମସିଣାକାଟି କେନାଲ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ହାତୀ ସୁରକ୍ଷା ଡ୍ୟୁଟି ସାରି ଫେରୁଥିବା ବନ ବିଭାଗର ଏକ ବୋଲେରୋ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୦ ଫୁଟ…
Archives


