ଗଞ୍ଜାମ

ଗୋପାଳ ସମାଜର ନନ୍ଦ ମହୋତ୍ସବ

ପୁରୁଷୋତ୍ତମପୁର,୭।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଷୋଳଖଣ୍ଡ ଗୋପାଳ ସମାଜର ପୂର୍ବଖଣ୍ଡ ତାଲୁକା ପକ୍ଷରୁ ଗୁରୁବାର ନନ୍ଦ ମହୋତ୍ସବ ମହାସମାରୋହରେ ପାଳିତ ହୋଇଛି। ଗୋପାଳ ସମାଜର ପରମ୍ପରା ସହ ଭାଇଚାରା ସୃଷ୍ଟି ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ…

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ସୋରଡା,୬।୯(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡା ଅଧୀନ ଗାଜଲବାଡି ପଞ୍ଚାୟତରେ ବାର୍‌ହା ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ମୀନଯା ଗ୍ରାମର ଶଙ୍କର ମଲିକ ୪୨ । ଶଙ୍କର ସକାଳେ ବିଲରୁ ଗ୍ରାମକୁ ଯାଉଥିବା ବେଳେ ନିକଟ…

ଋଷିକୁଲ୍ୟା କଂସାରି ଗଣ୍ଡରେ ନିର୍ମାଣ ହେବ ବ୍ୟାରେଜ

ଛତ୍ରପୁର, ୫ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଦେଇ ପ୍ରବାହିତ ଋଷିକୁଲ୍ୟା ନଦୀରେ କଂସାରି ଗଣ୍ଡ ଜଳ ସଂରକ୍ଷଣ ପ୍ରକଳ୍ପ ନିମନ୍ତେ ୧୫୨ କୋଟି ୧୦ଲକ୍ଷ ବ୍ୟୟରେ ବରଦା ଗ୍ରାମ ନିକଟରେ ଏକ ଆନିକଟ ନିର୍ମାଣ କରାଯିବ। ୨୦୪ ମିଟର ଲମ୍ବ ବିଶିଷ୍ଟ…

ଗୁରୁ ଦିବସରେ କଳାବ୍ୟାଜ୍‌ ପିନ୍ଧିଲେ ଅଧ୍ୟାପକ

ବ୍ରହ୍ମପୁର,୫ା୯(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ରାଜ୍ୟ ଚୟନ ବୋର୍ଡ ଅଧ୍ୟାପକ ସଂଘର ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ କାର୍ଯ୍ୟରତ ୨୭ଟି ଅନୁଦାନପ୍ରାପ୍ତ ବେସରକାରୀ କଲେଜର ୨୫୩ ଜଣ ଅଧ୍ୟାପିକା ଓ ଅଧ୍ୟାପକ ଗୁରୁ ଦିବସରେ କଳାବ୍ୟାଜ ପରିଧାନ କରିଛନ୍ତି। ରାଜ୍ୟ ସରକାର ୮ବର୍ଷ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ନୂଆପଡା,୫।୯: ନୂଆପଡା ଜିଲା ଖରିଆର ରୋଡ ରେଞ୍ଜ ମାଗୁରପାଣି ଗାଁରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତି ହେଲେ ଚୁନୁ ରାଉତ। ତାଙ୍କୁ ପ୍ରଥମେ ନୂଆପଡା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରାଯାଇ ରାୟପୁର ସ୍ଥାନାନ୍ତର କରାଯାଇଛି…

ଡାକ୍ତରଙ୍କ ବଦଳି ପ୍ରତିବାଦରେ ବିକ୍ଷୋଭ

ସୋରଡ଼ା,୫।୯(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ବଡ଼ଗଡ଼ ସରକାରୀ ଡାକ୍ତରଖାନାର କାର୍ଯ୍ୟରତ ଡାକ୍ତର ତରୁଣ ବିଶ୍ୱାଳଙ୍କ ବଦଳି ପ୍ରତିବାଦରେ ଡାକ୍ତରଖାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ସହ ଉକ୍ତ ଅଞ୍ଚଳରେ ସଭା ଶୋଭାଯାତ୍ରା ଚାଲିଛି। ଦଳମତ ନିର୍ବିିଶେଷରେ ବଡ଼ଗଡ଼ ଅଞ୍ଚଳର ୧୨ଟା…

ହାତୀପଲ ଉପଦ୍ରବ, ମକା ସହ ଧାନ ଫସଲ ନଷ୍ଟ

ବୁଗୁଡ଼ା,୫ା୯(କାଳି ଚରଣ ଦାଶ): ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ତାକରଡ଼ା ଗ୍ରାମରେ ୧୩ ଟିକିଆ ହାତୀପଲ ବ୍ୟାପକ ମକା ଫସଲ ନଷ୍ଟ କରିଛନ୍ତି। ଶନିବାର ମଧ୍ୟରାତ୍ରରେ ହାତୀପଲ ତାକରଡା ଗାଁର ବିଭିନ୍ନ ମକା କିଆରିରେ ପଶି ଫସଲ ନଷ୍ଟ କରିବା ସହ ବିକ୍ରି…

ଦୁଇ ପରିବାର ସଂଘର୍ଷ, ୨ ସମ୍ପର୍କୀୟ ଭାଇ ମୃତ

କବିସୂର୍ଯ୍ୟନଗର(କୃପାସିନ୍ଧୁ ସ୍ବାଇଁ)/ବ୍ରହ୍ମପୁର(ସୁବାସ ଚନ୍ଦ୍ର ପାଢ଼ୀ),୫ା୯: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଙ୍କଳବାଡ଼ି ଗ୍ରାମରେ ସୋମବାର ରାତିରେ ଦୁଇ ପରିବାର ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ଗୋଟିଏ ପରିବାରର ୨ ସମ୍ପର୍କୀୟ ଭାଇଙ୍କ ମତ୍ୟୁ ଘଟିଛି। ସେମାନେ ହେଲେ ସୁନାରିଝୋଳା…

ଶ୍ୱଶୁର ଘରେ ବେଡସିଟ୍‌ ବାନ୍ଧି ଫ୍ୟାନ୍‌ ହୁକରେ ଝୁଲିପଡ଼ିଲେ ଡାକ୍ତର ଜ୍ୱାଇଁ

ବ୍ରହ୍ମପୁର,୪ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷଣୀନୂଆଗାଁ ଥାନା ଅନ୍ତର୍ଗତ ଶକ୍ତିନଗରରେ ରବିବାର ରାତିରେ ଜଣେ ଡାକ୍ତର ତାଙ୍କ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଡା. ସୁରେନ୍ଦ୍ର କୁମାର ରଥ(୫୧)। ସୁରେନ୍ଦ୍ରଙ୍କ ଘର ରାୟଗଡ଼ା ଜିଲାରେ ହୋଇଥିବା ବେଳେ ସେ…

ରାସ୍ତା ନାହିଁ ତ ଭୋଟ ନାହିଁ

ବୁଗୁଡ଼ା,୪ା୯(କାଳି ଚରଣ ଦାଶ): ସ୍ବାଧୀନତାର ୭୬ ବର୍ଷ ପରେ ବି ଗାଁକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଛାତ୍ରୀଛାତ୍ରଙ୍କ ସମେତ ଗ୍ରାମବାସୀ ଯାତାୟାତରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତି ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ ଗୋଲିଆ…

ଜିଲା ଦାବି ଆନ୍ଦୋଳନରେ ସାମିଲ ହେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ଘୁମୁସର ଜିଲା ଦାବି ଆନ୍ଦୋଳନ ୧୯୯୩ରୁ ଆରମ୍ଭ ହୋଇଛି। ଏହା ବର୍ତ୍ତମାନ ସୁଧା ଚାଲିଛି। କିନ୍ତୁ ସରକାର ଦାବି ପ୍ରତି ଗୁରୁତ୍ୱ ଦେଉ ନ ଥିବାବେଳେ ସୋମବାର ଘୁମୁସର ବାହିନୀ ପକ୍ଷରୁ ଜଗନ୍ନାଥପ୍ରସାଦ ବ୍ଲକ କଳିଙ୍ଗପଦର ଅଚ୍ୟୁତାନନ୍ଦ ଆଶ୍ରମ…

ଏମ୍‌କେସିଜିରେ ଏଣ୍ଡୋସ୍କୋପି ମେଶିନ ଅଚଳ

ବ୍ରହ୍ମପୁର ୪ା୯(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରାଣକେନ୍ଦ୍ର ହେଉଛି ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ। ରୋଗୀଙ୍କ ଚିକିତ୍ସା ସେବା ନିମନ୍ତେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହାସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?