ଗଞ୍ଜାମ

ଅଳିଆ ଗଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଧରାକୋଟ,୧।୭(ଡି.ଏନ୍‌.ଏ.): ଧରାକୋଟ ବଡ଼ଦାଣ୍ଡ ସାହି ବାରି ପଛପଟେ ଏକ ଅଳିଆ ଗଦାରୁ ପରିତ୍ୟକ୍ତ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି। ଧରାକୋଟ ବଡଦାଣ୍ଡସାହିର ଭାଲୁ ପଣ୍ଡାଙ୍କ ଘର ବାଡ଼ି ପଟ ଅଳିଆ ଗଦାରୁ ପ୍ରାତଃ ସମୟରେ ଏକ ଶିଶୁ ପୁତ୍ର କାନ୍ଦିବା ଶବ୍ଦ…

ଓଡ଼ିଆ ବିଭାଗ ପ୍ରଫେସର ଗିରଫ

ଗୋପାଳପୁର,୧ା୭(ଡି.ଏନ.ଏ.):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଗୁରୁବାର ଓଡ଼ିଆ ବିଭାଗର ଜଣେ ପ୍ରଫେସରଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେ ହେଲେ ସଦାନନ୍ଦ ନାୟକ। ଯାଜପୁର ଅଞ୍ଚଳର ଛାତ୍ରୀ ଜଣକ ସ୍ନାତକୋତ୍ତରରେ ପଢ଼ୁଛନ୍ତି। ଗତ…

ରଥଯାତ୍ରାରୁ ବଞ୍ଚିତ ହେଲେ ବଡ଼ଗଡ଼ବାସୀ

ସୋରଡା,୩୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ରେ ଚଳିତବର୍ଷ ରଥଯାତ୍ରା ହେବନାହିଁ। ମନ୍ଦିର ବେଢ଼ାରେ କେବଳ ରିତିନୀତି ସମ୍ପନ୍ନ ହେବ ବୋଲି ରାଜ ପରିବାର ପକ୍ଷରୁ ଏହି ସୂଚନା ଦେବଡ଼ଗଡ଼ ରାଜ ପରିବାରର ଏହି ମନ୍ଦିରରେ ଶହ ଶହ ବର୍ଷ ତଳୁ…

ମଶାମରାରେ ବିଫଳ ବିଏମ୍‌ସି

ବ୍ରହ୍ମପୁର ଅଫିସ,୩୦।୬: ବ୍ରହ୍ମପୁରର ନାଳ ନର୍ଦ୍ଦମାରୁ ବର୍ଷା ପାଣି ତ୍ୱରିତ ନିଷ୍କାସନ ହୋଇପାରୁ ନ ଥିବାରୁ ମଶା ବଂଶ ବଢ଼ିବାରେ ଲାଗିଛି। ମଇଳା ପାଣି ଜମି ରହୁଥିବା ତଳିଆ ଓ ଖାଲୁଆ ଅଞ୍ଚଳରେ ଦିନରେ ମଧ୍ୟ ମଶା କାମୁଡ଼ୁଛନ୍ତି। ଅପରପକ୍ଷରେ ନର୍ଦ୍ଦମାରେ ମଶାମରା…

ବେଆଇନ ରେଲଓ୍ବେ ଟିକେଟ କାରବାର: ୨ ମାସରେ ୬ ର଼୍ୟାକେଟ ଠାବ କରିଛି ଆର୍‌ପିଏଫ୍‌

ବ୍ରହ୍ମପୁର ଅଫିସ,୩୦।୬: ରେଳ ଯାତ୍ରୀଙ୍କୁ ସହଜ ଓ ସୁବିଧାରେ ସମସ୍ତ ସେବା ଯୋଗାଇବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଷ୍ଟେଶନର ଉନ୍ନତୀକରଣ ଠାରୁ ଆରମ୍ଭ କରି ଯାତ୍ରୀ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଲୋକେ ଘରେ ବସି ଟ୍ରେନ୍‌ ଟିକେଟ୍‌ ବୁକିଂ କରିବା…

ଦୁଇ ମେଗା ଜଳ ଯୋଗାଣ ପ୍ରକଳ୍ପ କାମ ଧିମା

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଓ ପୁରୀ ଜିଲାରେ ଦୀର୍ଘଦିନର ପାଣି ସମସ୍ୟା ଦୂର କରିବା ଲାଗି ୨ଟି ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପରିକଳ୍ପନା କରିଥିଲେ ା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଓ ପୁରୀ ଜିଲା…

ପୁଣି ପୂଜକଙ୍କ ଘର ଉଚ୍ଛେଦ ପାଇଁ ନୋଟିସ୍‌ ଜାରି

ଗଞ୍ଜାମ,୩୦ା୬(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠଛକଠାରେ ଦୀର୍ଘ ୭୦ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା ପୂଜକ କନ୍ଧ ଶତପଥୀଙ୍କ ଘର ଆସନ୍ତା ୫ରେ ଭାଙ୍ଗିବାକୁ ପୁଣି ନୋଟିସ୍‌ ଜାରି କରିଛନ୍ତି ତହସିଲଦାର ଅରୁଣ କୁମାର ନାୟକ। ନୋଟିସ୍‌ ପାଇବା ପରେ ଭୟଭୀତ…

ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ

ଶେରଗଡ଼,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ରାମଗିରି ଗ୍ରାମର ସିମାଞ୍ଚଳ ସାହୁ (୨୫)। ତେବେ ମୃତଦେହ ପାଖରେ…

ଗ୍ରୀଲ୍‌ ଭାଙ୍ଗି ସୁନା ଅଳଙ୍କାର, ନଗଦ ୬୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ,୨୯ା୬(ଡି.ଏନ୍‌.ଏ.): ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ଦୁର୍ଯ୍ୟୋଧନ ଗୌଡ଼ଙ୍କ ଘରର ବାଡ଼ିପଟ ଗ୍ରୀଲ୍‌ ଭାଙ୍ଗି ମଙ୍ଗଳବାର ରାତିରେ ଦୁର୍ବୃତ୍ତ ପ୍ରାୟ ୮ ଭରି ସୁନା ଓ ୨୦ ଭରି ରୁପା ଅଳଙ୍କାର, ନଗଦ ୬୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ…

ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ

ବୁଗୁଡ଼ା,୨୯।୬(ଡି.ଏନ୍‌.ଏ): ଆସନ୍ତା ଜୁଲାଇ ୧ରେ ହେବାକୁ ଯାଉଥିବା ଗୁଣ୍ଡିଚା ଯାତ୍ରା ଉପଲକ୍ଷେ ଗଞ୍ଜାମ ଜିଲା ବୁଗୁଡ଼ା ବଡ଼ଦାଣ୍ଡସ୍ଥ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ବର୍ତ୍ତମାନ ସୁଦ୍ଧା ରଥର ଚକ ଅଖ ଯୋଗ, ବ୍ରାନ୍ଦ, ମୁହାଣ୍ଡି, ନାହାକ କୁମ୍ଭ ଓ…

ଏମ୍‌କେସିଜି ଶିଶୁ ରୋଗ ବିଭାଗରେ ୪ ପିଜି ସିଟ୍‌ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮/୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜର ଶିଶୁ ବିଭାଗ ପିଜି ସିଟ ବୃଦ୍ଧି କରାଯିବା ନେଇ ସୋମବାର ଜାତୀୟ ଭେଷଜ ପରିଷଦ(ଏନ୍‌ଏମ୍‌ସି)ର ଜଣିକିଆ ପ୍ରତିନିଧି ଏମ୍‌କେସିଜି ପରିଦର୍ଶନ କରିଛନ୍ତି। ବର୍ତ୍ତମାନ ଶିଶୁ ବିଭାଗରେ ୮ ପିଜି ସିଟ ରହିଥିବା ବେଳେ…

ବାଣ ଭିଡୁଥବା ବେଳେ ଯୁବକ ଗିରଫ

ଛତ୍ରପୁର,୨୭ା୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ନରେନ୍ଦ୍ରପୁର ଗାଁରେ ବେଆଇନ୍‌ ଭାବେ ଦୀର୍ଘ ଦିନ ଧରି ବାଣ ତିଆରି କରାଯାଉଥିବା ଅଭିଯୋଗ ହୋଇଥିଲା। ଏଥିସହ ରାତିରେ ବିସ୍ଫୋରକ ବାଣ ଫୁଟା ଯାଉଥିବାରୁ ଗାଁ ଲୋକେ ଭୟଭୀତ ହୋଇପଡ଼ି ପୋଲିସକୁ ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri